Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Nalco Dividend: ନାଲକୋ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ୧,୦୮୩ କୋଟି ଟଙ୍କାର ଲାଭାଂଶ ପ୍ରଦାନ
ଆଜିର ଖବର

Nalco Dividend: ନାଲକୋ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ୧,୦୮୩ କୋଟି ଟଙ୍କାର ଲାଭାଂଶ ପ୍ରଦାନ

September 29, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Nalco Dividend
Nalco Dividend: ନାଲକୋ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ୧,୦୮୩ କୋଟି ଟଙ୍କାର ଲାଭାଂଶ ପ୍ରଦାନ

Nalco Dividend: ଖଣି ମନ୍ତ୍ରଣାଳୟ, ଭାରତ ସରକାରଙ୍କ ଅଧୀନସ୍ଥ ନବରତ୍ନ ସିପିଏସ୍‌ଇ ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍ (ନାଲକୋ) ୨୦୨୫-୨୬ ଆର୍ôଥକ ବର୍ଷ ପାଇଁ ୨,୧୧୨.୧୨ କୋଟି ଟଙ୍କାର ଲାଭାଂଶ ପ୍ରଦାନ କରିଛି। ଏହା ୫ ଟଙ୍କା ମୂଲ୍ୟର ପ୍ରତି ଇକ୍ୱିଟି ସେୟାର ପିଛା ୨୩୦ ପ୍ରତିଶତ ଲାଭାଂଶ ଅଟେ । ଏଥିମଧ୍ୟରୁ ଭାରତ ସରକାରଙ୍କ ଅଂଶ ଭାବେ ୧,୦୮୩.୦୬ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହା କମ୍ପାନୀ ଦ୍ୱାରା ଏଯାବତ୍ ପ୍ରଦାନ କରାଯାଇଥିବା ସର୍ବାଧିକ ଲାଭାଂଶ।

କୋଲକାତାରେ ଆୟୋଜିତ ଅନୁଗୁଳ ଆଲୁମିନିୟମ ପାର୍କ ସମ୍ପର୍କିତ ନିବେଶକ ରୋଡ୍‌ଶୋ’ରେ ନାଲକୋର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ (ସିଏମ୍‌ଡି) ଶ୍ରୀ ବ୍ରିଜେନ୍ଦ୍ର ପ୍ରତାପ ସିଂହ, ଖଣି ମନ୍ତ୍ରଣାଳୟ, ଭାରତ ସରକାରଙ୍କ ସଚିବ ଶ୍ରୀ କେଶବ ଚନ୍ଦ୍ର, ଆଇଏଏସ୍‌ଙ୍କ ଉପସ୍ଥିତିରେ ୧,୦୮୩.୦୬ କୋଟି ଟଙ୍କାର ଲାଭାଂଶ ଚେକ୍‌କୁ ମାନ୍ୟବର କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଶ୍ରୀ ଜି. କିଶନ ରେଡ୍ଡୀଙ୍କୁ ପ୍ରଦାନ କରିଥିଲେ। ଏହି ଅବସରରେ ନାଲକୋର ନିର୍ଦ୍ଦେଶକ (ପ୍ରୋଜେକ୍ଟ ଆଣ୍ଡ ଟେକ୍ନିକାଲ) ଶ୍ରୀ ଜଗଦୀଶ ଆରୋରା, ନିର୍ଦ୍ଦେଶକ (ଅର୍ଥ) ଶ୍ରୀ ଅଭୟ କୁମାର ବେହୁରିଆଙ୍କ ସମେତ ନାଲକୋ ଏବଂ ଖଣି ମନ୍ତ୍ରଣାଳୟର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

NALCO Nalco Dividend ନାଲକୋ
Share. Facebook Twitter LinkedIn Email WhatsApp Copy Link

Related Posts

ଶୀତ ଆସିବା ପୂର୍ବରୁ ରାଜ୍ୟରେ ଚିନ୍ତାଜନକ ସ୍ଥିତିରେ ବାୟୁ ପ୍ରଦୂଷଣ

October 20, 2026

ନାବାଳିକା ବଳାତ୍କାର ପୀଡ଼ିତାଙ୍କ ସପକ୍ଷରେ ହାଇକୋର୍ଟ, ୩୧ ସପ୍ତାହର ଗର୍ଭପାତକୁ ଅନୁମତି

October 20, 2026

ଜେଲ୍‌ରେ ଲରେନ୍ସ ବିଷ୍ନୋଇ, ବାହାରେ ଗ୍ୟାଙ୍ଗର ରାଜ୍‌! କିଏ ଚଳାଉଛି ଅପରାଧ ସାମ୍ରାଜ୍ୟ?

October 20, 2026

ଭାରତୀୟ ବିସ୍କୁଟ ବ୍ରାଣ୍ଡକୁ ନେପାଳର ଝଟ୍‌କା, ପ୍ରିୟାଗୋଲ୍ଡ ବିକ୍ରି ଉପରେ ରୋକ୍‌

October 20, 2026
Latest News

ଶୀତ ଆସିବା ପୂର୍ବରୁ ରାଜ୍ୟରେ ଚିନ୍ତାଜନକ ସ୍ଥିତିରେ ବାୟୁ ପ୍ରଦୂଷଣ

October 20, 2026

ନାବାଳିକା ବଳାତ୍କାର ପୀଡ଼ିତାଙ୍କ ସପକ୍ଷରେ ହାଇକୋର୍ଟ, ୩୧ ସପ୍ତାହର ଗର୍ଭପାତକୁ ଅନୁମତି

October 20, 2026

ଜେଲ୍‌ରେ ଲରେନ୍ସ ବିଷ୍ନୋଇ, ବାହାରେ ଗ୍ୟାଙ୍ଗର ରାଜ୍‌! କିଏ ଚଳାଉଛି ଅପରାଧ ସାମ୍ରାଜ୍ୟ?

October 20, 2026

ଭାରତୀୟ ବିସ୍କୁଟ ବ୍ରାଣ୍ଡକୁ ନେପାଳର ଝଟ୍‌କା, ପ୍ରିୟାଗୋଲ୍ଡ ବିକ୍ରି ଉପରେ ରୋକ୍‌

October 20, 2026

ମଦ ଦାମ୍ ବଢ଼ିବ କି? ରୟାଲ୍ ଷ୍ଟାଗ୍ ଓ ବ୍ଲେଣ୍ଡର୍ସ ପ୍ରାଇଡ୍ ଗ୍ରାହକଙ୍କ ପାଇଁ ବଡ଼ ଖବର

October 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.