Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁରରେ ସେବା ସଙ୍କଳ୍ପ ଅଭିଯାନ: ରକ୍ତଦାନ ଶିବିର ସାଙ୍ଗକୁ ବୃକ୍ଷରୋପଣ କାର୍ଯ୍ୟକ୍ରମ
ଆଜିର ଖବର

ବାଣପୁରରେ ସେବା ସଙ୍କଳ୍ପ ଅଭିଯାନ: ରକ୍ତଦାନ ଶିବିର ସାଙ୍ଗକୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରକ୍ତଦାନ ଶିବିର
ବାଣପୁରରେ ସେବା ସଙ୍କଳ୍ପ ଅଭିଯାନ: ରକ୍ତଦାନ ଶିବିର ସାଙ୍ଗକୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବାଣପୁର: ଓଡ଼ିଶା ସରକାରଙ୍କ ସେବା ସଙ୍କଳ୍ପ ଅଭିଯାନ-୨୦୨୬ ଅବସରରେ ପାଳିତ ହେଉଥିବା ସେବା ପକ୍ଷ କାର୍ଯ୍ୟକ୍ରମ ଅଧୀନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ରୋଟାରୀ କ୍ଲବ୍ ବାଣପୁର – ବାଲୁଗାଁ ଓ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମିଳିତ ସହଯୋଗରେ ଏକ ରକ୍ତଦାନ ଶିବିର ସାଙ୍ଗକୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ ହୋଇଯାଇଛି। ଉକ୍ତ କାଯ୍ୟକ୍ରମରେ ସ୍ଥାନୀୟ ଜନସାଧାରଣଙ୍କ ସ୍ୱତଃସ୍ପୃତ ଯୋଗଦାନରେ ମୋଟ ୩୫ ୟୁନିଟ୍ ରକ୍ତ ସଂଗୃହୀତ ହୋଇଛି।

ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଓ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ମିଟୁ ନାୟକ ଅତିଥି ଭାବେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଖୋର୍ଦ୍ଧା ଜିଲ୍ଲା ରକ୍ତଭଣ୍ଡାରର କର୍ମଚାରୀମାନେ ଏହାକୁ ଗୁରୁତ୍ଵ ଦେଇ ସୁପରିଚାଳନା କରିଥିବା ବେଳେ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧିକାରୀ ଏବଂ ରୋଟାରୀ କ୍ଲବ୍ ବାଣପୁର – ବାଲୁଗାଁର ସଦସ୍ୟମାନେ ସମ୍ପୁର୍ଣ୍ଣ ଭାବେ ସହଯୋଗ କରିଥିଲେ।

ବାଣପୁର ବୃକ୍ଷରୋପଣ କାର୍ଯ୍ୟକ୍ରମ ରକ୍ତଦାନ ଶିବିର ସେବା ସଙ୍କଳ୍ପ ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ମେରଟର ଚର୍ଚ୍ଚିତ ‘ନୀଳ ଡ୍ରମ୍’ ହତ୍ୟାକାଣ୍ଡ: ସ୍ତ୍ରୀ ମୁସ୍କାନ ଓ ପ୍ରେମିକ ସାହିଲ ଦୋଷୀ ସାବ୍ୟସ୍ତ

September 30, 2026

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

ସେବା ପକ୍ଷ ଅଭିଯାନରେ ପରିବେଶ ସୁରକ୍ଷାର ବାର୍ତ୍ତା

September 30, 2026

ରାୟଗଡ଼ା ଡିଭିଜନରେ ରେଳ ସେବା: ଆଗାମୀ ଦୁଇ ଦିନ ପାଇଁ ବାତିଲ ହେଲା ଏହି ଟ୍ରେନ୍

September 30, 2026
Latest News

ମେରଟର ଚର୍ଚ୍ଚିତ ‘ନୀଳ ଡ୍ରମ୍’ ହତ୍ୟାକାଣ୍ଡ: ସ୍ତ୍ରୀ ମୁସ୍କାନ ଓ ପ୍ରେମିକ ସାହିଲ ଦୋଷୀ ସାବ୍ୟସ୍ତ

September 30, 2026

ବାଣପୁରରେ ସେବା ସଙ୍କଳ୍ପ ଅଭିଯାନ: ରକ୍ତଦାନ ଶିବିର ସାଙ୍ଗକୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 30, 2026

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

ସେବା ପକ୍ଷ ଅଭିଯାନରେ ପରିବେଶ ସୁରକ୍ଷାର ବାର୍ତ୍ତା

September 30, 2026

ରାୟଗଡ଼ା ଡିଭିଜନରେ ରେଳ ସେବା: ଆଗାମୀ ଦୁଇ ଦିନ ପାଇଁ ବାତିଲ ହେଲା ଏହି ଟ୍ରେନ୍

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.