Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅକ୍ଟୋବର ୨୬ରୁ ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନା: ୬ରୁ ଅନଲାଇନ୍ ଆବେଦନ
ଆଜିର ଖବର

ଅକ୍ଟୋବର ୨୬ରୁ ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନା: ୬ରୁ ଅନଲାଇନ୍ ଆବେଦନ

October 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅକ୍ଟୋବର ୨୬ରୁ ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନା: ୬ରୁ ଅନଲାଇନ୍ ଆବେଦନ

ପୁରୀ: ପବିତ୍ର କାର୍ତ୍ତିକ ମାସ ପାଇଁ ପୁରୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷିଆଳି ଯୋଜନା ଆସନ୍ତା ଅକ୍ଟୋବର ୨୬ ତାରିଖରୁ ଆରମ୍ଭ ହୋଇ ନଭେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଯୋଜନାରେ ସାମିଲ ହେବା ପାଇଁ ଆସନ୍ତା ୬ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ରାଜ୍ୟର ୩୦ଟି ଜିଲ୍ଲାରୁ ଆଶାୟୀ ହବିଷିଆଳିମାନେ https://edistrict.odisha.gov.in ପୋର୍ଟାଲ ମାଧ୍ୟମରେ ସିଧାସଳଖ ଆବେଦନ କରିପାରିବେ। ଏଥର କେବଳ ଅନଲାଇନ୍ ରେଜିଷ୍ଟ୍ରେସନ୍ ଗ୍ରହଣ କରାଯିବ ଏବଂ ନୂଆ ଆବେଦନକାରୀଙ୍କୁ ପ୍ରାଥମିକତା ଦିଆଯିବ।

ଚଳିତ ବର୍ଷ ପୁରୀର ବୃନ୍ଦାବତୀ ନିବାସ, ପୌର କଲ୍ୟାଣ ମଣ୍ଡପ ଏବଂ ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସ – ଏହି ୩ଟି ସ୍ଥାନରେ ମୋଟ ୨୫୦୦ ହବିଷିଆଳିଙ୍କ ରହଣି ପାଇଁ ବ୍ୟବସ୍ଥା କରାଯାଉଛି। ସେଠାରେ ସେମାନଙ୍କ ପାଇଁ ନିଃଶୁଳ୍କ ରହଣି, ମାଗଣା ମହାପ୍ରସାଦ ସେବନ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଶୃଙ୍ଖଳିତ ଦର୍ଶନ ଏବଂ ପ୍ରାତଃ ଓ ସନ୍ଧ୍ୟା ପୂଜା ଅର୍ଚ୍ଚନା ପାଇଁ ସମସ୍ତ ବ୍ୟବସ୍ଥା କରାଯିବ। ପ୍ରତିବର୍ଷ ପରି ଏଥର ମଧ୍ୟ ହବିଷିଆଳି ମା’ମାନଙ୍କ ସେବା ପାଇଁ ସ୍ୱେଚ୍ଛାସେବୀ ମୁତୟନ ସହ ଭଜନ-କୀର୍ତ୍ତନ ଓ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି।

ଅନଲାଇନ୍ ହବିଷିଆଳି ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ନାମାଲାଇଙ୍କ ସ୍ପଷ୍ଟୀକରଣ: ସିଜେପି ଏଜେଣ୍ଡା ଅଲଗା, କେବେ ବି ସମର୍ଥନ କରିବେ ନାହିଁ

October 23, 2026

ଘରୁ ଡାକି ନେଇ ଯୁବକକୁ ହତ୍ୟା, ବାଲୁଗାଁରୁ ଅଭିଯୁକ୍ତ ଗିରଫ

October 23, 2026

ଅରୁଣାଚଳ ସୀମାରେ ଚୀନ୍‌କୁ ଜବାବ : ଡ୍ରୋନ୍ ବଳରେ ମଜବୁତ ହେଉଛି ଆଇଟିବିପି

October 23, 2026

ଡିଜେ ଗାଡ଼ି ଓଲଟି ଜଣଙ୍କ ମୃତ୍ୟୁ, ୯ ଗୁରୁତର

October 23, 2026
Latest News

ଅନ୍ନାମାଲାଇଙ୍କ ସ୍ପଷ୍ଟୀକରଣ: ସିଜେପି ଏଜେଣ୍ଡା ଅଲଗା, କେବେ ବି ସମର୍ଥନ କରିବେ ନାହିଁ

October 23, 2026

ଘରୁ ଡାକି ନେଇ ଯୁବକକୁ ହତ୍ୟା, ବାଲୁଗାଁରୁ ଅଭିଯୁକ୍ତ ଗିରଫ

October 23, 2026

ଅରୁଣାଚଳ ସୀମାରେ ଚୀନ୍‌କୁ ଜବାବ : ଡ୍ରୋନ୍ ବଳରେ ମଜବୁତ ହେଉଛି ଆଇଟିବିପି

October 23, 2026

ଡିଜେ ଗାଡ଼ି ଓଲଟି ଜଣଙ୍କ ମୃତ୍ୟୁ, ୯ ଗୁରୁତର

October 23, 2026

ପରିବାର ଅଦାଲତଙ୍କ ରାୟକୁ ଚ୍ୟାଲେଞ୍ଜ, ହାଇକୋର୍ଟରେ ଛାଡ଼ପତ୍ର ମାମଲାର ନୂଆ ମୋଡ଼

October 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.