Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ କାର୍ଗିଲ୍‌ ଗାର୍ଲ ପୋଷ୍ଟର ରିଲିଜ୍‌
ଆଜିର ଖବର

ଦ କାର୍ଗିଲ୍‌ ଗାର୍ଲ ପୋଷ୍ଟର ରିଲିଜ୍‌

August 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତର ପ୍ରଥମ ମହିଳା ପାଇଲଟ୍‌ ଗୁଞ୍ଜନ ସକ୍ସେନାଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ଦ କାର୍ଗିଲ୍‌ ଗାର୍ଲର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଛି । ଗୁଞ୍ଜନ ସକ୍ସେନା ଭୂମିକାରେ ଅଭିନୟ କରୁଥିବା ଜାହ୍ନବୀ କପୁର ପ୍ରଥମ ପୋଷ୍ଟରରେ ନଜର ଆସିଛନ୍ତି । ଧର୍ମା ପ୍ରଡକ୍ସନ ପକ୍ଷରୁ ଫିଲ୍ମର ପୋଷ୍ଟର ରିଲିଜ୍‌ କରାଯାଇଛି । ସୂଚନାଯୋଗ୍ୟ ଯେ, ପ୍ରଥମ ମହିଳା ଭାବରେ ଯୁଦ୍ଧବିମାନ ଉଡାଇବାର ସୌଭାଗ୍ୟ ହାସଲ କରିଥିଲେ ଗୁଞ୍ଜନ । ଏହି ଫିଲ୍ମରେ ଜାହ୍ନବୀଙ୍କ ପିତା ଭୂମିକାରେ ନଜର ଆସିବାକୁ ଯାଉଛନ୍ତି ପଙ୍କଜ ତ୍ରିପାଠୀ । ଏହି ଫିଲ୍ମଟି ୧୩ ମାର୍ଚ୍ଚ ୨୦୨୦ରେ ରିଲିଜ୍‌ ହେବାକୁ ଯାଉଛି । ଏହି ଫିଲ୍ମ ବ୍ୟତୀତ ରୁହ୍‌ ଆଫ୍‌ଜାରେ ନଜର ଆସିବାକୁ ଯାଉଛନ୍ତି ଜାହ୍ନବୀ ।

Share. Facebook Twitter LinkedIn Email WhatsApp Copy Link

Related Posts

ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ୍ ସହିତ ଫିନଲ୍ୟାଣ୍ଡର ପ୍ରମୁଖ ଖାଦ୍ୟ କମ୍ପାନୀ ଫାଜେରର ଏମଓୟୁ ସ୍ୱାକ୍ଷର

March 7, 2026

କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ୨ ଦିନିଆ “ଜାତୀୟ କଳା ସମ୍ମିଳନୀ-କ୍ୟାନଭାସ ଉଦଘାଟିତ

March 7, 2026

ମହିଳା ଆୟୋଗଙ୍କ ଦ୍ଵାରା ଜନ ଶୁଣାଣି କାର୍ଯ୍ୟକ୍ରମ

March 7, 2026

ପ୍ରତିଯୋଗିତା ନୁହେଁ, ସହଭାଗିତା ହିଁ ସନ୍ତୁଳିତ ସମାଜ ଗଠନର ଆଧାର: ଅଖିଳ କୁମାର ମିଶ୍ର

March 7, 2026
Latest News

ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ୍ ସହିତ ଫିନଲ୍ୟାଣ୍ଡର ପ୍ରମୁଖ ଖାଦ୍ୟ କମ୍ପାନୀ ଫାଜେରର ଏମଓୟୁ ସ୍ୱାକ୍ଷର

March 7, 2026

କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ୨ ଦିନିଆ “ଜାତୀୟ କଳା ସମ୍ମିଳନୀ-କ୍ୟାନଭାସ ଉଦଘାଟିତ

March 7, 2026

ମହିଳା ଆୟୋଗଙ୍କ ଦ୍ଵାରା ଜନ ଶୁଣାଣି କାର୍ଯ୍ୟକ୍ରମ

March 7, 2026

ପ୍ରତିଯୋଗିତା ନୁହେଁ, ସହଭାଗିତା ହିଁ ସନ୍ତୁଳିତ ସମାଜ ଗଠନର ଆଧାର: ଅଖିଳ କୁମାର ମିଶ୍ର

March 7, 2026

ନିର୍ମାଣ ସାମଗ୍ରୀର ସର୍ବଶ୍ରେଷ୍ଠ ମୂଲ୍ୟ ନିର୍ଦ୍ଧାରଣ ଉପରେ ବିସ୍ତୃତ ଆଲୋଚ଼ନା କଲେ ପୃଥ୍ୱୀରାଜ ହରିଚ଼ନ୍ଦନ

March 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.