Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବନୀକରଣ ପାଇଁ ସିଏଏମପିଏ ବା କାମ୍ପା ଫଣ୍ଡରୁ ଓଡ଼ିଶାକୁ ମିଳିଲା ୫୯୩୩.୯୮ କୋଟି
ଆଜିର ଖବର

ବନୀକରଣ ପାଇଁ ସିଏଏମପିଏ ବା କାମ୍ପା ଫଣ୍ଡରୁ ଓଡ଼ିଶାକୁ ମିଳିଲା ୫୯୩୩.୯୮ କୋଟି

August 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha get more from CAMPA Fund
Odisha get more from CAMPA Fund

ସମୀକ୍ଷା ବ୍ୟୁରୋ

ବନୀକରଣ ପାଇଁ କେନ୍ଦ୍ର ସରକାରଙ୍କ ସିଏଏମପିଏ ଫଣ୍ଡରୁ ଓଡିଶାକୁ ୫୯୩୩.୯୮ କୋଟି ମିଳିଛି।  ବନୀକରଣ ପାଇଁ ୨୭ଟି ରାଜ୍ୟକୁ କେନ୍ଦ୍ର ସରକାରଙ୍କ ସହାୟତା ରାଶି ପ୍ରଦାନ କରାଯାଇଛି। ସିଏଏମପିଏ ଫଣ୍ଡ ସାହାଯ୍ୟରେ ଏହି ସହାୟତା ରାଶି ଦିଆଯାଇଛି। ୨୭ଟି ରାଜ୍ୟ ପାଇଁ ସମୁଦାୟ  ୪୭ ହଜାର ୪୩୬ କୋଟି ସିଏଏମପିଏ ସହାୟତା ଦିଆଯାଇଛି। ଇତି ମଧ୍ୟରେ ଓଡିଶାକୁ ୫୯୩୩.୯୮ କୋଟି ସହାୟତା ମିଳିଛି। ଓଡିଶାକୁ ସର୍ବାଧିକ ମିଳିଥିବା ବେଳେ ଛତିଶଗଡକୁ ଦ୍ବିତୀୟ ସର୍ବାଧିକ ୫୭୯୧.୭୦ କୋଟି ମିଳିଛି।  ଗତ ମଇ ୩ରେ ହୋଇଥିବା ବାତ୍ୟା ଫୋନିରେ ଓଡିଶାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ଭୁବନେଶ୍ଵର, ଢେଙ୍କାନାଳ ପ୍ରଭାବିତ ହୋଇଥିଲା। ଏହାକୁ ପୁନଃ ବନୀକରଣ କରିବା ପାଇଁ ତଥା ପର୍ଯ୍ୟାବରଣକୁ ସବୁଜ ସୁନ୍ଦର କରିବା ପାଇଁ ସରକାରଙ୍କୁ ପକ୍ଷରୁ ଉଦ୍ୟମ କରାଯାଇଛି । ବନୀକରଣ ପାଇଁ ଦେଶର ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଗୁଡିକୁ ସିଏଏମପିଏ ଫଣ୍ଡରୁ ଆର୍ଥିକ ସହାୟତା ଦିଆଯାଏ।

Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୨୭ ରେ ବ୍ୟାଙ୍କ କର୍ମଚାରୀମାନଙ୍କ ଧର୍ମଘଟ!: ତିନି ଦିନ ପାଇଁ ବାଧାପ୍ରାପ୍ତ ହେବ ବ୍ୟାଙ୍କ ସେବା 

January 24, 2026

ଭାରତକୁ ହରାଇବା ପାଇଁ କେତେ ରନ ଆବଶ୍ୟକ?: ପରାଜୟ ପରେ କହିଲେ ନ୍ୟୁଜିଲ୍ୟାଣ୍ଡ ଅଧିନାୟକ

January 24, 2026

ବାଣିଜ୍ୟ ଚୁକ୍ତି ପୂର୍ବରୁ ଝଟକା ଦେଲା EU, ଭାରତୀୟ ସାମଗ୍ରୀ ଉପରେ ବୃଦ୍ଧି କଲା ୨୦% ଶୁଳ୍କ

January 24, 2026

ଜାନୁଆରୀ ୨୬ ପୂର୍ବରୁ ବଡ଼ ଆତଙ୍କବାଦୀ ଯୋଜନାର ପର୍ଦ୍ଦାଫାଶ, ୨.୫ କିଲୋଗ୍ରାମ RDX ସହିତ ୪ ଗିରଫ

January 24, 2026
Latest News

ଜାନୁଆରୀ ୨୭ ରେ ବ୍ୟାଙ୍କ କର୍ମଚାରୀମାନଙ୍କ ଧର୍ମଘଟ!: ତିନି ଦିନ ପାଇଁ ବାଧାପ୍ରାପ୍ତ ହେବ ବ୍ୟାଙ୍କ ସେବା 

January 24, 2026

ଭାରତକୁ ହରାଇବା ପାଇଁ କେତେ ରନ ଆବଶ୍ୟକ?: ପରାଜୟ ପରେ କହିଲେ ନ୍ୟୁଜିଲ୍ୟାଣ୍ଡ ଅଧିନାୟକ

January 24, 2026

ଜାତୀୟ ସଙ୍ଗୀତ ପରି ମଧ୍ୟ “ବନ୍ଦେ ମାତରମ୍” ପାଇଁ ଠିଆ ହେବାକୁ ପଡିବ: ଖୁବ୍ ଶୀଘ୍ର ଆସିବ ଆଇନ

January 24, 2026

ବାଣିଜ୍ୟ ଚୁକ୍ତି ପୂର୍ବରୁ ଝଟକା ଦେଲା EU, ଭାରତୀୟ ସାମଗ୍ରୀ ଉପରେ ବୃଦ୍ଧି କଲା ୨୦% ଶୁଳ୍କ

January 24, 2026

ICC ODI ରାଙ୍କିଂ: ବିରାଟ କୋହଲିଙ୍କୁ ଝଟକା ଦେଇ ଶୀର୍ଷ ଆସନ ଅକ୍ତିଆର କଲେ ଡାରିଲ ମିଚେଲ

January 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.