Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବନୀକରଣ ପାଇଁ ସିଏଏମପିଏ ବା କାମ୍ପା ଫଣ୍ଡରୁ ଓଡ଼ିଶାକୁ ମିଳିଲା ୫୯୩୩.୯୮ କୋଟି
ଆଜିର ଖବର

ବନୀକରଣ ପାଇଁ ସିଏଏମପିଏ ବା କାମ୍ପା ଫଣ୍ଡରୁ ଓଡ଼ିଶାକୁ ମିଳିଲା ୫୯୩୩.୯୮ କୋଟି

August 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha get more from CAMPA Fund
Odisha get more from CAMPA Fund

ସମୀକ୍ଷା ବ୍ୟୁରୋ

ବନୀକରଣ ପାଇଁ କେନ୍ଦ୍ର ସରକାରଙ୍କ ସିଏଏମପିଏ ଫଣ୍ଡରୁ ଓଡିଶାକୁ ୫୯୩୩.୯୮ କୋଟି ମିଳିଛି।  ବନୀକରଣ ପାଇଁ ୨୭ଟି ରାଜ୍ୟକୁ କେନ୍ଦ୍ର ସରକାରଙ୍କ ସହାୟତା ରାଶି ପ୍ରଦାନ କରାଯାଇଛି। ସିଏଏମପିଏ ଫଣ୍ଡ ସାହାଯ୍ୟରେ ଏହି ସହାୟତା ରାଶି ଦିଆଯାଇଛି। ୨୭ଟି ରାଜ୍ୟ ପାଇଁ ସମୁଦାୟ  ୪୭ ହଜାର ୪୩୬ କୋଟି ସିଏଏମପିଏ ସହାୟତା ଦିଆଯାଇଛି। ଇତି ମଧ୍ୟରେ ଓଡିଶାକୁ ୫୯୩୩.୯୮ କୋଟି ସହାୟତା ମିଳିଛି। ଓଡିଶାକୁ ସର୍ବାଧିକ ମିଳିଥିବା ବେଳେ ଛତିଶଗଡକୁ ଦ୍ବିତୀୟ ସର୍ବାଧିକ ୫୭୯୧.୭୦ କୋଟି ମିଳିଛି।  ଗତ ମଇ ୩ରେ ହୋଇଥିବା ବାତ୍ୟା ଫୋନିରେ ଓଡିଶାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ଭୁବନେଶ୍ଵର, ଢେଙ୍କାନାଳ ପ୍ରଭାବିତ ହୋଇଥିଲା। ଏହାକୁ ପୁନଃ ବନୀକରଣ କରିବା ପାଇଁ ତଥା ପର୍ଯ୍ୟାବରଣକୁ ସବୁଜ ସୁନ୍ଦର କରିବା ପାଇଁ ସରକାରଙ୍କୁ ପକ୍ଷରୁ ଉଦ୍ୟମ କରାଯାଇଛି । ବନୀକରଣ ପାଇଁ ଦେଶର ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଗୁଡିକୁ ସିଏଏମପିଏ ଫଣ୍ଡରୁ ଆର୍ଥିକ ସହାୟତା ଦିଆଯାଏ।

Share. Facebook Twitter LinkedIn Email WhatsApp Copy Link

Related Posts

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୭୩୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ

June 20, 2026
Latest News

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.