Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ସ୍ଥିତ ବରବରା ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର: ହତ୍ୟା ସନ୍ଦେହ!
ଆଜିର ଖବର

ବାଣପୁର ସ୍ଥିତ ବରବରା ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର: ହତ୍ୟା ସନ୍ଦେହ!

October 5, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ସ୍ଥିତ ବରବରା ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର: ହତ୍ୟା ସନ୍ଦେହ!
ବାଣପୁର ସ୍ଥିତ ବରବରା ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର: ହତ୍ୟା ସନ୍ଦେହ!

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଧୀନ ଦାମିଆ ବରବରା ଜଙ୍ଗଲରୁ ଅଜଣା ଯୁବକଙ୍କ ନର କଙ୍କାଳ ଉଦ୍ଧାର ହୋଇଛି। ନାଣ୍ଡୁରୁ ଗାଁ ନିକଟସ୍ଥ ରାଜିନୀ ସଂରକ୍ଷିତ ଘଞ୍ଚ ଜଙ୍ଗଲ ମଧ୍ୟରୁ ପ୍ୟାଣ୍ଟ, ଜ୍ୟାକେଟ ଓ ଜୋତା ପିନ୍ଧା ଅବସ୍ଥାରେ ମିଳିଛି ଏହି କଙ୍କାଳ। ଜଙ୍ଗଲ ବିଭାଗର ସୂଚନା ପାଇ ବାଣପୁର ପୋଲିସ ଘଟଣାସ୍ଥଳରେ ପହଂଚି ଜବତ କରିଛି ନର କଙ୍କାଳ।

ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ଘଟଣାସ୍ଥଳରେ ଯାଞ୍ଚ କରିଛି। ତେବେ ଏହା ହତ୍ୟା ନା ସ୍ୱାଭାବିକ ମୃତ୍ୟୁ? କିଏ ଏହି ମୃତକ ବ୍ୟକ୍ତି? ଜଙ୍ଗଲ ଭିତରକୁ କିପରି ଆସିଲେ? ଏସବୁକୁ ନେଇ ଏବେ ରହସ୍ୟ ଘନୀଭୂତ ହୋଇଛି।

ତେବେ ଏ ନେଇ ବାଣପୁର ପୋଲିସ ୧୪/୨୬ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ବେଳେ ଅଧିକ ତଦନ୍ତ ପାଇଁ ଉକ୍ତ କଙ୍କାଳକୁ କଟକସ୍ଥିତ ଏଫଏମଟି ବିଭାଗକୁ ପଠାଇବ ବୋଲି ଜଣାପଡିଛି।

ନର କଙ୍କାଳ ଉଦ୍ଧାର ବରବରା ଜଙ୍ଗଲ ବାଣପୁର ହତ୍ୟା  ସନ୍ଦେହ
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ନୂଆ ରୂପରେ କଳିଙ୍ଗ ଷ୍ଟୁଡ଼ିଓ, ସ୍ୱତନ୍ତ୍ର ଆର୍କାଇଭ୍‌ ଓ ମ୍ୟୁଜିୟମର ଶୁଭାରମ୍ଭ

October 5, 2026

ଖୋରଧା: ଜିଲ୍ଲା ପ୍ରଶାସନର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

October 5, 2026

ଖୁବ୍‌ଶୀଘ୍ର ଏସ୍‌ଆଇ ପରୀକ୍ଷା, ଆସନ୍ତା ସପ୍ତାହରେ ବିଧିବଦ୍ଧ ବିଜ୍ଞପ୍ତି

October 5, 2026

ନାଇଡୁ କମିଶନ ଫାଇଲ ଗାଏବ ଘଟଣା: ୩ ଜଣଙ୍କ ବୟାନ ରେକର୍ଡ କଲା କ୍ରାଇମବ୍ରାଞ୍ଚ

October 5, 2026
Latest News

ବାଣପୁର ସ୍ଥିତ ବରବରା ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର: ହତ୍ୟା ସନ୍ଦେହ!

October 5, 2026

ଏବେ ନୂଆ ରୂପରେ କଳିଙ୍ଗ ଷ୍ଟୁଡ଼ିଓ, ସ୍ୱତନ୍ତ୍ର ଆର୍କାଇଭ୍‌ ଓ ମ୍ୟୁଜିୟମର ଶୁଭାରମ୍ଭ

October 5, 2026

ଖୋରଧା: ଜିଲ୍ଲା ପ୍ରଶାସନର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

October 5, 2026

ଖୁବ୍‌ଶୀଘ୍ର ଏସ୍‌ଆଇ ପରୀକ୍ଷା, ଆସନ୍ତା ସପ୍ତାହରେ ବିଧିବଦ୍ଧ ବିଜ୍ଞପ୍ତି

October 5, 2026

ନାଇଡୁ କମିଶନ ଫାଇଲ ଗାଏବ ଘଟଣା: ୩ ଜଣଙ୍କ ବୟାନ ରେକର୍ଡ କଲା କ୍ରାଇମବ୍ରାଞ୍ଚ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.