Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଜରାଟର ଏକତା ନଗରରେ ଆୟୋଜିତ ଦୁଇଦିନିଆ ‘ଚିନ୍ତନ ଶିବିର’ରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
ଆଜିର ଖବର

ଗୁଜରାଟର ଏକତା ନଗରରେ ଆୟୋଜିତ ଦୁଇଦିନିଆ ‘ଚିନ୍ତନ ଶିବିର’ରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

October 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Prithviraj Harichandan Attends Two-Day Chintan Shivir
Prithviraj Harichandan Attends Two-Day Chintan Shivir

ଭୁବନେଶ୍ୱର: ଗୁଜରାଟର ଏକତା ନଗରରେ ଆୟୋଜିତ ଦୁଇଦିନିଆ ‘ଚିନ୍ତନ ଶିବିର’ରେ ଓଡ଼ିଶାରେ ସୁଦୃଢ଼, ସ୍ଥାୟୀ ଓ ଜନକୈନ୍ଦ୍ରିକ ସଡ଼କ ଭିତ୍ତିଭୂମି ବିକାଶ ପ୍ରତି ରାଜ୍ୟର ପ୍ରତିବଦ୍ଧତା ଦୋହରାଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ଏହି ଶିବିରକୁ ଉଦ୍ଘାଟନ କରିଥିଲେ। ଏଥିରେ ସଡ଼କ ସୁରକ୍ଷା, ନୂତନ ପ୍ରଯୁକ୍ତି, ପରିବେଶ ସୁରକ୍ଷା, ଗୁଣାତ୍ମକ DPR ଓ ସମୟବଦ୍ଧ ପ୍ରକଳ୍ପ କାର୍ଯ୍ୟାନ୍ୱୟନ ନେଇ ଆଲୋଚନା ହୋଇଛି। ଗ୍ରାମକୁ ସହର ଓ ସହରକୁ ବନ୍ଦର ସହ ସଂଯୋଗ, ପରିବହନ ଖର୍ଚ୍ଚ ହ୍ରାସ ଏବଂ ଆର୍ଥିକ ବିକାଶ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି।

ଶିବିରରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ହର୍ଷ ମାଲହୋତ୍ରାଙ୍କ ସମେତ ବିଭିନ୍ନ ରାଜ୍ୟର ପୂର୍ତ୍ତ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

Chintan Shivir gujurat prithviraj harichandan
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅକ୍ଟୋବର ୬ ତାରିଖରେ ସତର୍କ ରୁହନ୍ତୁ ଏହି ରାଶିର ବ୍ୟକ୍ତି

October 6, 2026

‘ଭୋଟ ଚୋରି’ ଅଭିଯୋଗକୁ ନେଇ ତୀବ୍ର ହେବ ରାଜନୀତି, ମଇଦାନକୁ ଓହ୍ଲାଇବ କଂଗ୍ରେସ

October 5, 2026

ଚଳଚ୍ଚିତ୍ର ନିର୍ଦ୍ଦେଶକ ଏସ୍.କେ. ମୁରଲୀଧରନ୍‌ଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ଓଲିଉଡ୍ ଜଗତରେ ଶୋକର ଛାୟା

October 5, 2026

ବାଣପୁର ସ୍ଥିତ ବରବରା ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର: ହତ୍ୟା ସନ୍ଦେହ!

October 5, 2026
Latest News

ଗୁଜରାଟର ଏକତା ନଗରରେ ଆୟୋଜିତ ଦୁଇଦିନିଆ ‘ଚିନ୍ତନ ଶିବିର’ରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

October 6, 2026

ଆଜି ଅକ୍ଟୋବର ୬ ତାରିଖରେ ସତର୍କ ରୁହନ୍ତୁ ଏହି ରାଶିର ବ୍ୟକ୍ତି

October 6, 2026

‘ଭୋଟ ଚୋରି’ ଅଭିଯୋଗକୁ ନେଇ ତୀବ୍ର ହେବ ରାଜନୀତି, ମଇଦାନକୁ ଓହ୍ଲାଇବ କଂଗ୍ରେସ

October 5, 2026

ଚଳଚ୍ଚିତ୍ର ନିର୍ଦ୍ଦେଶକ ଏସ୍.କେ. ମୁରଲୀଧରନ୍‌ଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ଓଲିଉଡ୍ ଜଗତରେ ଶୋକର ଛାୟା

October 5, 2026

ବାଣପୁର ସ୍ଥିତ ବରବରା ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର: ହତ୍ୟା ସନ୍ଦେହ!

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.