Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଗ୍ରୀନ୍ ଏନର୍ଜି ଉତ୍କର୍ଷ କେନ୍ଦ୍ର’ ପ୍ରତିଷ୍ଠା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ
ଆଜିର ଖବର

‘ଗ୍ରୀନ୍ ଏନର୍ଜି ଉତ୍କର୍ଷ କେନ୍ଦ୍ର’ ପ୍ରତିଷ୍ଠା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ

October 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
K.V. Singh Deo Attends Green Energy MoU Signing
K.V. Singh Deo Attends Green Energy MoU Signing

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ ଭୁବନେଶ୍ୱରସ୍ଥିତ ୱାର୍ଲଡ ସ୍କିଲ୍ ସେଣ୍ଟର ଏବଂ ଓଡ଼ିଶା ହାଇଡ୍ରୋ ପାୱାର୍ କର୍ପୋରେସନ୍ ମଧ୍ୟରେ ‘ଗ୍ରୀନ୍ ଏନର୍ଜି ଉତ୍କର୍ଷ କେନ୍ଦ୍ର’ ପ୍ରତିଷ୍ଠା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ୱାର୍ଲଡ ସ୍କିଲ୍ ସେଣ୍ଟରରେ ପ୍ରତିଷ୍ଠା ହେବାକୁ ଥିବା ଏହି ଉତ୍କର୍ଷ କେନ୍ଦ୍ରରେ ପ୍ରଶିକ୍ଷାର୍ଥୀମାନଙ୍କୁ ସୌରଶକ୍ତି ପ୍ରଯୁକ୍ତିବିଦ୍ୟା ଓ ଏହାସହ ଜଡ଼ିତ ଅତ୍ୟାଧୁନିକ କ୍ଷେତ୍ରରେ ଶିଳ୍ପ-ଉପଯୋଗୀ ବ୍ୟାବହାରିକ ପ୍ରଶିକ୍ଷଣ ପ୍ରଦାନ କରାଯିବ।

ଯୁବକଯୁବତୀମାନଙ୍କୁ ଆତ୍ମନିର୍ଭର କରିବାରେ ଏହି କେନ୍ଦ୍ର ସହାୟକ ହେବ। ପ୍ରତିବର୍ଷ ପ୍ରାୟ ୩୦୦ ଯୁବକଯୁବତୀଙ୍କୁ ସୋଲାର୍ ପିଭି ଟେକ୍ନିସିଆନ୍, ଅପରେସନ୍ସ ଓ ମେଣ୍ଟେନାନ୍ସ ଟେକ୍ନିସିଆନ୍, ସାଇଟ୍ ସୁପରଭାଇଜର୍ ଏବଂ ଏନର୍ଜି ଅଡିଟର୍ ଭଳି ବିଶ୍ୱସ୍ତରରେ ଚାହିଦା ଥିବା ବିଭିନ୍ନ ବୃତ୍ତି ପାଇଁ ପ୍ରଶିକ୍ଷଣ ଦିଆଯିବ। ଏହି ଅବସରରେ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଉପସ୍ଥିତ ଥିଲେ।

Green Energy K.V Singh Deo MoU signing
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପରିଦର୍ଶନ

October 6, 2026

ଗୁଜରାଟର ଏକତା ନଗରରେ ଆୟୋଜିତ ଦୁଇଦିନିଆ ‘ଚିନ୍ତନ ଶିବିର’ରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

October 6, 2026

ଆଜି ଅକ୍ଟୋବର ୬ ତାରିଖରେ ସତର୍କ ରୁହନ୍ତୁ ଏହି ରାଶିର ବ୍ୟକ୍ତି

October 6, 2026

‘ଭୋଟ ଚୋରି’ ଅଭିଯୋଗକୁ ନେଇ ତୀବ୍ର ହେବ ରାଜନୀତି, ମଇଦାନକୁ ଓହ୍ଲାଇବ କଂଗ୍ରେସ

October 5, 2026
Latest News

‘ଗ୍ରୀନ୍ ଏନର୍ଜି ଉତ୍କର୍ଷ କେନ୍ଦ୍ର’ ପ୍ରତିଷ୍ଠା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ

October 6, 2026

ରଣଜୀ ଟ୍ରଫି: ପ୍ରଥମ ମ୍ୟାଚ୍‌ ପାଇଁ ମୁମ୍ବାଇ ଦଳରୁ ବାଦ୍ ପଡ଼ିଲେ ସୂର୍ଯ୍ୟକୁମାର

October 6, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପରିଦର୍ଶନ

October 6, 2026

BJPର ରାଜ୍ୟସଭା ରଣନୀତିରେ ବଡ଼ ପରିବର୍ତ୍ତନ! ଦୁଇ କେନ୍ଦ୍ର ମନ୍ତ୍ରୀଙ୍କ ନାମ ନାହିଁ

October 6, 2026

ଗୁଜରାଟର ଏକତା ନଗରରେ ଆୟୋଜିତ ଦୁଇଦିନିଆ ‘ଚିନ୍ତନ ଶିବିର’ରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.