Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦକ୍ଷିଣ ଆଫ୍ରିକା ଟି-20 ସିରିଜ୍‌ରୁ ବାଦ୍‌ ପଡିଲେ ଧୋନୀ ଓ ଭୁବନେଶ୍ବର : ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନ
ଆଜିର ଖବର

ଦକ୍ଷିଣ ଆଫ୍ରିକା ଟି-20 ସିରିଜ୍‌ରୁ ବାଦ୍‌ ପଡିଲେ ଧୋନୀ ଓ ଭୁବନେଶ୍ବର : ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନ

August 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏମଏସ ଧୋନି
ଏସିଆ କପ ପୂର୍ବରୁ ବଡ ଖବର: ଏମଏସ ଧୋନି ହେବେ ଟିମ୍ ଇଣ୍ଡିଆର ମେଣ୍ଟର!

ଗତକାଲି ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-20 ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଓ୍ବିଣ୍ଡିଜ୍‌ ଗସ୍ତରେ ରହିଥିବା ସମାନ ଦଳ ଘୋଷଣା କରାଯାଇଥିବା ବେଳେ କେବଳ ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଓ୍ବିଣ୍ଡିଜ୍‌ ଗସ୍ତରୁ ଭୁବନେଶ୍ବର କୁମାରଙ୍କୁ ବାଦ ଦିଆ ଯାଇଥିବା ବେଳେ ନବଦୀପ ସାଇନିଙ୍କ ଉପରେ ଭରସା କରିଛନ୍ତି ଚୟନକର୍ତ୍ତା। ସେହିପରି ବରିଷ୍ଠ ଖେଳାଳି ତଥା ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଚୟନ କରାଯାଇନଥିବା ବେଳେ ଋଷଭ ପନ୍ତଙ୍କୁ ପୁନର୍ବାର ସୁଯୋଗ ମିଳିଛି। ମନୀଷ ପାଣ୍ଡେ, ଶ୍ରେୟସ ଆୟାରଙ୍କୁ ପୁନର୍ବାର ସୁଯୋଗ ମିଳିଛି।

ଭାରତୀୟ ଦଳ : ବିରାଟ କୋହଲି(ଅଧିନାୟକ), ରୋହିତ ଶର୍ମା (ଉପ ଅଧିନାୟକ), ଶିଖର ଧଓ୍ବନ୍‌, କେ ଏଲ୍‌ ରାହୁଲ୍‌, ଶ୍ରେୟସ୍‌ ଆୟାର, ମନୀଷ ପାଣ୍ଡେ, ଋଷଭ ପନ୍ତ, ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର ଜାଡେଜା, କୃଣାଲ ପାଣ୍ଡ୍ୟା, ଓ୍ବାଶିଂଟନ୍‌ ସୁନ୍ଦର,ରାହୁଲ ଚହର, ଖଲୀଲ ଅହମଦ୍‌, ଦୀପକ ଚହର ଏବଂ ନବଦୀପ ସାଇନି।

Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026

CJP ପ୍ରତିବାଦ ସମୟରେ ହିଂସା ମାମଲା: ଦୁଃଖ ବଖାଣିଲେ ଆହତ ପୋଲିସ ଅଧିକାରୀଙ୍କ ପରିବାର

July 31, 2026
Latest News

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ଗଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ ସି ଜିନପିଙ୍ଗ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

Odisha CM Meets Amit Shah: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

July 31, 2026

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.