Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆତଙ୍କୀ ଆକ୍ରମଣ ପ୍ରତିହତ କରିବା ପାଇଁ ଭୁବନେଶ୍ବରରେ ମକ୍‌ଡ୍ରିଲ୍‌
ଆଜିର ଖବର

ଆତଙ୍କୀ ଆକ୍ରମଣ ପ୍ରତିହତ କରିବା ପାଇଁ ଭୁବନେଶ୍ବରରେ ମକ୍‌ଡ୍ରିଲ୍‌

August 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Police Moch Drill in Mall
Odisha Police Moch Drill in Mall

ଆତଙ୍କୀ ଆକ୍ରମଣକୁ ପ୍ରତିହତ କରିବା ପାଇଁ ରାଜଧାନୀ ଭୁବନେଶ୍ୱରରେ ଏକ ମକ୍‌ଡ୍ରିଲ୍‌ ଅନୁଷ୍ଠିତ ହୋଇଛି । ଆତଙ୍କୀ ଅନୁପ୍ରବେଶର କିଭଳି ମୁକାବିଲା କରାଯିବ ସେନେଇ ପୂର୍ବ ପ୍ରସ୍ତୁତି ଅନୁଷ୍ଠିତ ହୋଇଛି । ରସୁଲଗଡ଼ ସ୍ଥିତ ସପିଂ ମଲ ଏସପ୍ଲାନେଡ଼ରେ ଆଜି ଆତଙ୍କୀ ଆକ୍ରମଣ ପ୍ରତିହିତ ପାଇଁ ମକଡ୍ରିଲ କରାଯାଇଛି । ଏହି ମକଡ୍ରିଲରେ ଏନଡିଆରଏଫ, ଓଡିଆରଏଏଫ ସାମିଲ ରହିଛନ୍ତି । ଏହା ସହ ଏହି ମକଡ୍ରିଲରେ ବମ ସ୍କ୍ୱାଡ୍, ଆଣ୍ଟି ଟେରୋରିଜିମ ସ୍କ୍ୱାଡ୍ ଓ ଅଗ୍ନିଶମ ଟିମ ସାମିଲ ଅଛନ୍ତି । ଆତଙ୍କବାଦୀଙ୍କୁ କିପରି ଧରାଯାଇ ପାରିବ ଏବଂ ଜୀବନ୍ତ ବୋମା କିଭଳି ନିଷ୍କ୍ରିୟ କରିହେବ ସେନେଇ ଏହି ରିହର୍ସାଲରେ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026

CJP ପ୍ରତିବାଦ ସମୟରେ ହିଂସା ମାମଲା: ଦୁଃଖ ବଖାଣିଲେ ଆହତ ପୋଲିସ ଅଧିକାରୀଙ୍କ ପରିବାର

July 31, 2026
Latest News

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ଗଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ ସି ଜିନପିଙ୍ଗ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

Odisha CM Meets Amit Shah: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

July 31, 2026

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.