Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷ ୧୫ ପ୍ରତିଶତ ଅଧିକ ବ୍ୟାଙ୍କ ଠକେଇ ହୋଇଛି : ରିଜର୍ଭ ବ୍ୟାଙ୍କ
ଆଜିର ଖବର

ପୂର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷ ୧୫ ପ୍ରତିଶତ ଅଧିକ ବ୍ୟାଙ୍କ ଠକେଇ ହୋଇଛି : ରିଜର୍ଭ ବ୍ୟାଙ୍କ

August 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦେଶରେ ବ୍ୟାଙ୍କ ଠକେଇ ମାମଲା ବଢିଚାଲିଛି । ୨୦୧୭-୧୮ ଆର୍ଥିକ ବର୍ଷଠାରୁ ୨୦୧୮-୧୯ରେ ୧୫ ପ୍ରତିଶତ ଅଧିକ ବ୍ୟାଙ୍କ ଠକେଇ ହୋଇଛି । ୨୦୧୭-୧୮ ଆର୍ଥିକ ବର୍ଷରେ ମୋଟ ୫ ହଜାର ୯୧୬ଟି ଠକେଇ ମାମଲା ହୋଇଥିବା ବେଳେ ୨୦୧୮-୧୯ରେ ଏହି ସଂଖ୍ୟା ୬ ହଜାର ୮୦୧ରେ ପହଞ୍ଚିଛି ।  ରିଜର୍ଭ ବ୍ୟାଙ୍କ ବାର୍ଷିକ ରିପୋର୍ଟରେ ୨୦୧୮-୧୯ ଆର୍ଥିକ ବର୍ଷରେ ବ୍ୟାଙ୍କ ଠକେଇ ବଢ଼ିଥିବା ସ୍ବୀକାର କରାଯାଇଛି। ଏହି ସମୟରେ ବ୍ୟାଙ୍କିଙ୍ଗ୍‌ ସେକ୍ଟରରେ ୬୮୦୧ ଠକେଇ ମାମଲା ଧରାପଡିଛି। ଏଥିରେ ୭୧,୫୪୨.୯୩ କୋଟି ଟଙ୍କାର ଠକେଇ ହୋଇଥିବା ଜଣାପଡିଛି। ୨୦୧୭-୧୮ରେ ଏହି ପରିମାଣ ୪୧,୧୬୭.୦୪ କୋଟି ଟଙ୍କା ଥିଲା। ଯାହା ପୂର୍ବ ବର୍ଷଠାରୁ ୭୩.୮ ପ୍ରତିଶତ ଅଧିକ । ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ସର୍ବାଧିକ ଋଣ ପ୍ରଦାନ କରୁଥିବା ବେଳେ ସେମାନେ ଅଧିକ ପରିମାଣରେ ଠକେଇର ସମ୍ମୁଖୀନ ହୋଇଛନ୍ତି ବୋଲି କେନ୍ଦ୍ରୀୟ ବ୍ୟାଙ୍କର ବାର୍ଷିକ ରିପୋର୍ଟରେ କୁହାଯାଇଛି। ଇଣ୍ଟରନେଟ୍  ବ୍ୟାଙ୍କିଂ, ଡିଜିଟାଲ କାର୍ଡ, ଡିପୋଜିଟ୍, ବିଦେଶୀ ମୁଦ୍ରା ବିନିମୟ, ଚେକ୍ , ଡିମାଣ୍ଡ ଡ୍ରାଫ୍ଟ ଆଦି  ଏହିସବୁ କ୍ଷେତ୍ରରେ ମଧ୍ୟ ଠକେଇ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରଜପାତରେ ଚାଲିଗଲା ଶାଶୁ- ବୋହୁଙ୍କ ଜୀବନ

May 7, 2026

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026
Latest News

ବ୍ରଜପାତରେ ଚାଲିଗଲା ଶାଶୁ- ବୋହୁଙ୍କ ଜୀବନ

May 7, 2026

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026

ଦେଶବ୍ୟାପୀ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 7, 2026

ମମତା ବାନାର୍ଜୀ ଆଉ ମୁଖ୍ୟମନ୍ତ୍ରୀ ନୁହଁନ୍ତି: ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.