Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲାଞ୍ଚ ପାଇଁ ଠିକାଦାରଙ୍କୁ ଜୀଅନ୍ତା ଜାଳିଲେ ଦୁର୍ବୃତ୍ତ
ଆଜିର ଖବର

ଲାଞ୍ଚ ପାଇଁ ଠିକାଦାରଙ୍କୁ ଜୀଅନ୍ତା ଜାଳିଲେ ଦୁର୍ବୃତ୍ତ

August 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିହାରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ରାଜ୍ୟର ଗୋପାଳଗଞ୍ଜ ଜିଲ୍ଲାରେ ଗୃହ ନିର୍ମାଣ ଲାଞ୍ଚ ପାଇଁ ଏକ ଠିକାଦାରଙ୍କୁ ଜୀଅନ୍ତା ଜାଳିଦେଇଛନ୍ତି କିଛି ଦୁବୃର୍ତ୍ତ । ଗମ୍ଭୀର ରୂପରେ ଆହତ ହୋଇଥିବା ଠିକାଦାର ଜଣ ଗୋରଖପୁରରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ମୃତକ ଜଣଙ୍କ ହେଲେ ରମାଶଙ୍କର ସିଂ। ରମାଶଙ୍କରଙ୍କ ପୁଅଙ୍କ କହିବାଅନୁଯାୟୀ, ଗତ କିଛିଦିନ ହେବ କିଛି କିଛି ଅସାମାଜିକ ବ୍ୟକ୍ତି ରମାଶଙ୍କରଙ୍କୁ ୧୫ ଲକ୍ଷ ଟଙ୍କା ଲାଞ୍ଚମାଗୁଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ନିଷିଦ୍ଧ ପଦାର୍ଥ ଚାଲାଣ ଓ ପରିଚାଳନାରେ ଜଡିତଙ୍କ ବିରୋଧରେ କଡ଼ା ଅପରାଧିକ କାର୍ଯ୍ୟାନୁଷ୍ଠାନ: କେନ୍ଦ୍ର ମନ୍ତ୍ରୀ

April 17, 2026

ଏଆଇ ପ୍ରଶାସନ ଓ ଆର୍ଥିକ ଗୋଷ୍ଠୀ ଗଠନ କଲେ ସରକାର

April 17, 2026

ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

April 17, 2026

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026
Latest News

ନିଷିଦ୍ଧ ପଦାର୍ଥ ଚାଲାଣ ଓ ପରିଚାଳନାରେ ଜଡିତଙ୍କ ବିରୋଧରେ କଡ଼ା ଅପରାଧିକ କାର୍ଯ୍ୟାନୁଷ୍ଠାନ: କେନ୍ଦ୍ର ମନ୍ତ୍ରୀ

April 17, 2026

ଏଆଇ ପ୍ରଶାସନ ଓ ଆର୍ଥିକ ଗୋଷ୍ଠୀ ଗଠନ କଲେ ସରକାର

April 17, 2026

ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

April 17, 2026

ବଦଳୁଛି ପଶ୍ଚିମ ଏସିଆର ପରିସ୍ଥିତି: ଖଣି ଓ ଶିଳ୍ପ ଆବଶ୍ୟକତା ପୁରଣ କରିବାକୁ ଗୁରୁତ୍ୱ

April 17, 2026

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.