Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫିଲ୍ମ ଫ୍ରାଇଡେ’ରେ ପ୍ରଭାସଙ୍କ ପ୍ରଥମ ବଲିଉଡ୍‌ ଫିଲ୍ମ ‘ସାହୋ’
ଆଜିର ଖବର

ଫିଲ୍ମ ଫ୍ରାଇଡେ’ରେ ପ୍ରଭାସଙ୍କ ପ୍ରଥମ ବଲିଉଡ୍‌ ଫିଲ୍ମ ‘ସାହୋ’

August 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ଫିଲ୍ମି ଫ୍ରାଇଡେ’ର ପରଦାକୁ ଆସିଛି ‘ବାହୁବଳୀ’ ପ୍ରଭାସଙ୍କ ପ୍ରଥମ ବଲିଉଡ୍‌ ଫିଲ୍ମ ‘ସାହୋ’। ସୁଜିତ୍‌ ରେଡ୍ଡିଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ପ୍ରଭାସଙ୍କ ବିରୁଦ୍ଧରେ ନଜର ଆସିଛନ୍ତି ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର୍‌। ରିଲିଜ୍‌ ପୂର୍ବରୁ ଏହି ଆକ୍ସନ୍‌ ଥ୍ରୀଲର୍‌ ଫିଲ୍ମର ଟିଜର୍‌, ଟ୍ରେଲର୍‌ ଓ ଗୀତ ସାଇକୋ ସେୟାଁ ବେଶ୍‌ ପ୍ରଶଂସା ସାଉଁଟି ସାରିଛି। ତେଣୁ ବକ୍ସ ଅଫିସରେ ଫିଲ୍ମଟି ରେକର୍ଡ କଲେକ୍ସନ୍‌ କରିବ ବୋଲି ସିନେ ସମୀକ୍ଷକମାନେ ଆଶା ରଖିଛନ୍ତି। ଚାରୋଟି ଭାଷା ଯଥା ହିନ୍ଦୀ, ତାମିଲ, ତେଲୁଗୁ ଓ ମାଲୟାଲମରେ ନିର୍ମିତ ଏହି ଫିଲ୍ମଟି  କିଣିବାକୁ କମ୍ପାନୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ଲାଗିଛି । ତାମିଲ, ତେଲୁଗୁ ଓ ମାଲୟାଲମ ଭାଷାରେ ୭୦ କୋଟିରେ କିଣାଯାଇଛି । ସେହିପରି ହିନ୍ଦୀରେ ମଧ୍ୟ ୭୦ କୋଟି ଟଙ୍କାରେ କିଣାଯାଇଛି । ଏମିତିକି ଆମାଜନ୍‌ ମଧ୍ୟ ସାହୋକୁ ୪୦ କୋଟିରେ କିଣିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୭୩୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ

June 20, 2026

ମିଳିଲାନି ରକ୍ତ, ଚାଲିଗଲା ୫ ବର୍ଷୀୟ ଶିଶୁପୁତ୍ରର ଜୀବନ : ଧର୍ମଗଡ ହସ୍ପିଟାଲରେ ଉତ୍ତେଜନା

June 20, 2026
Latest News

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026

୭୩୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.