Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେପ୍ଟେମ୍ବର 2 ପର୍ଯ୍ୟନ୍ତ ଚିଦାମ୍ବରମଙ୍କ ରିମାଣ୍ଡ ଅବଧି ବୃଦ୍ଧି : ସିବିଆଇକୁ କୋର୍ଟଙ୍କ ସମାଲୋଚନା
ଆଜିର ଖବର

ସେପ୍ଟେମ୍ବର 2 ପର୍ଯ୍ୟନ୍ତ ଚିଦାମ୍ବରମଙ୍କ ରିମାଣ୍ଡ ଅବଧି ବୃଦ୍ଧି : ସିବିଆଇକୁ କୋର୍ଟଙ୍କ ସମାଲୋଚନା

August 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମ୍‌ଙ୍କ ରିମାଣ୍ଡ ଅବଧି ସେପ୍ଟେମ୍ବର 2 ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ସ୍ବତନ୍ତ୍ର ସିବିଆଇ କୋର୍ଟ । ଆଜି ଚିଦାମ୍ବରମ୍‌ଙ୍କ ରିମାଣ୍ଡ ଅବଧି ଶେଷ ହେଉଥିବା ବେଳେ ସିବିଆଇ ପକ୍ଷରୁ ପୁନର୍ବାର 5 ଦିନିଆ ରିମାଣ୍ଡ ଦାବି କରାଯାଇଥିଲା । ସ୍ବତନ୍ତ୍ର କୋର୍ଟ ସିବିଆଇ ଉପରେ ଅସନ୍ତୋଷ ପ୍ରକାଶ କରିବା ସହିତ ଏକ ସମୟରେ 15 ଦିନିଆ ରିମାଣ୍ଡ ଅବଧି କାହିଁକି ଦାବି କରାଗଲା ନାହିଁ ବୋଲି ପ୍ରଶ୍ନ କରିଥିଲେ । ଚିଦାମ୍ବରମଙ୍କୁ ଦୈନିକ କେତେ ଘଣ୍ଟା ପଚରା ଉଚୁରା କରାଯାଉଛି ବୋଲି ପ୍ରଶ୍ନ କରିଥିଲେ । ଦୈନିକ 8-10 ଘଣ୍ଟାର ଜେରା ପରେ କମ୍‌ ଉତ୍ତର କୋର୍ଟରେ ପେଶ କରାଯାଉଥିବା ନେଇ ବିଚାରପତି ଅସନ୍ତୋଷ ପ୍ରକାଶ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

‘ରାହୁଲ ଗାନ୍ଧୀଙ୍କ ପକ୍ଷରୁ କୌଣସି ଅଭିଯୋଗ ନାହିଁ’: ଧାରଣା ମଧ୍ୟରେ ଦିଲ୍ଲୀ ପୋଲିସର ବଡ଼ ଦାବି

August 21, 2026

ଟିମ୍ ଇଣ୍ଡିଆର ବାଂଲାଦେଶ ଗସ୍ତ ସମ୍ପର୍କରେ ଆସିଲା ଅପଡେଟ: ସିରିଜ କେବେ ଖେଳାଯିବ?

August 21, 2026

୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବେ ଗୋବିନ୍ଦା!: ଜାଣନ୍ତୁ କିଏ ସେ ଅଭିନେତ୍ରୀ?

August 21, 2026

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026
Latest News

‘ରାହୁଲ ଗାନ୍ଧୀଙ୍କ ପକ୍ଷରୁ କୌଣସି ଅଭିଯୋଗ ନାହିଁ’: ଧାରଣା ମଧ୍ୟରେ ଦିଲ୍ଲୀ ପୋଲିସର ବଡ଼ ଦାବି

August 21, 2026

ଟିମ୍ ଇଣ୍ଡିଆର ବାଂଲାଦେଶ ଗସ୍ତ ସମ୍ପର୍କରେ ଆସିଲା ଅପଡେଟ: ସିରିଜ କେବେ ଖେଳାଯିବ?

August 21, 2026

ଚିର ନିଦ୍ରାରେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ, ସଂଗୀତ ଜଗତରେ ଶୋକର ଛାୟା

August 21, 2026

ପେଲେଟ୍ ଗନ୍ ମାମଲା: ପୋଲିସ ଷ୍ଟେସନ ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ

August 21, 2026

୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବେ ଗୋବିନ୍ଦା!: ଜାଣନ୍ତୁ କିଏ ସେ ଅଭିନେତ୍ରୀ?

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.