Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୫୦ଟି ସ୍ଥାନରେ ଏକାସାଙ୍ଗରେ ସିବିଆଇର ଚଢାଉ
ଆଜିର ଖବର

୧୫୦ଟି ସ୍ଥାନରେ ଏକାସାଙ୍ଗରେ ସିବିଆଇର ଚଢାଉ

August 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦେଶର ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥା ସିବିଆଇ ଆଜି ଏକାସାଙ୍ଗରେ ଦେଶର ୧୫୦ଟି ସ୍ଥାନରେ ଚଢ଼ଉ କରିଛି। ଏହି ଚଢ଼ଉ ହୋଇଥିବା ସ୍ଥାନ ଗୁଡ଼ିକମଧ୍ୟରେ ରେଳବାଇ, ପରିବହନ, ବ୍ୟାଙ୍କ ବିଏସ୍‌ନଏଲ୍‌  ଓ କୋଇଲା ସମେତ ଅନେକ ବିଭାଗର ଏକାଧିକ ଅଫିସ ରହିଛି। ସିବିଆଇ ସାରା ଦେଶରେ ବ୍ୟାପକ୍‌ ନିରୀକ୍ଷଣ କରୁଛି । ସିବିଆଇ ଭାରତର ପ୍ରମୁଖ ସହର ଦିଲ୍ଲୀ, ଯାଜପୁର, ଯୋଧପୁର, ଗୌହ୍ବାଟୀ, ଶ୍ରୀନଗର, ସିଲଂ, ଚଣ୍ଡୀଗଡ଼, ସିମ୍‌ଲା, ଚେନ୍ନାଇ, ମଦୁରାଇ, କୋଲକାତା, ହାଇଦ୍ରାବାଦ, ବେଙ୍ଗାଲୁରୁ, ମୁମ୍ବାଇ, ପୁଣେ, ଗାନ୍ଧିନଗର, ଗୋଆ, ଭୋପାଲ ଓ ଜବଲପୁର, ନାଗପୁର, ପାଟନା, ରାଞ୍ଜି, ଗାଜିଆବାଦ, ଦେରାଦୁନ୍‌, ଲକ୍ଷ୍ନୌ ପରି ପ୍ରମୁଖ ସହରରେ ଚଢାଉ କରାଯାଇଛି ।  ଯେଉଁ ସବୁ ସରକାରୀ ଅଫିସରେ ଦୁର୍ନୀତି ସମ୍ପର୍କରେ ସମ୍ୟକ୍‌ ସୂଚନା ମଧ୍ୟ ରହିଛି ସେଠାରେ ସିବିଆଇ ଚଢାଉ କରାଯାଇଥିବା ଜଣାପଡ଼ିଛି। ଅନେକ ସମୟରେ ସାଧାରଣ ଲୋକ ଓ କ୍ଷୁଦ୍ର ବ୍ୟବସାୟୀମାନେ ସରକାରୀ ଅଫିସରେ ଅନେକ ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ବିଭିନ୍ନସମୟରେ ସରକାରୀ ଅଫିସରେ ଲାଞ୍ଚ କାରବାର ହେଉଥିବା ଖବର ଆସୁଛି । ଦୁର୍ନୀତିଖୋର ଅଫିସରଙ୍କ ଉପରେ ଅଙ୍କୁଶ ଲଗାଇବା ପାଇଁ ସିବିଆଇ ଚଢାଉ କରିଥିବାର ଜଣାପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜୀଉଙ୍କର ଅଳଙ୍କାର: ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

September 22, 2025

ଭାରତ ପୋଏଲ୍ଟ୍ରି ଏକ୍ସପୋ ଉଦଯାପିତ, ସମ୍ବର୍ଦ୍ଧିତ ହେଲେ ସଫଳ କୁକୁଡା ଚାଷୀ ଓ ଉଦ୍ୟୋଗୀ

September 22, 2025

ବାଣପୁରରେ ନିଆରା ପରମ୍ପରା ଭେଟ ଅମାବାସ୍ୟା, ସପ୍ତମାତୃଶକ୍ତିର ମହାମିଳନ ମହୋତ୍ସବ

September 22, 2025

ନବରାତ୍ରିର ପ୍ରଥମ ଦିନରେ GST ସଂସ୍କାର: ଆଜିଠାରୁ କ’ଣ ଶସ୍ତା ଏବଂ କ’ଣ ହେବ ମହଙ୍ଗା?

September 22, 2025
Latest News

ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜୀଉଙ୍କର ଅଳଙ୍କାର: ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

September 22, 2025

ଭାରତ ପୋଏଲ୍ଟ୍ରି ଏକ୍ସପୋ ଉଦଯାପିତ, ସମ୍ବର୍ଦ୍ଧିତ ହେଲେ ସଫଳ କୁକୁଡା ଚାଷୀ ଓ ଉଦ୍ୟୋଗୀ

September 22, 2025

ବାଣପୁରରେ ନିଆରା ପରମ୍ପରା ଭେଟ ଅମାବାସ୍ୟା, ସପ୍ତମାତୃଶକ୍ତିର ମହାମିଳନ ମହୋତ୍ସବ

September 22, 2025

ନବରାତ୍ରିର ପ୍ରଥମ ଦିନରେ GST ସଂସ୍କାର: ଆଜିଠାରୁ କ’ଣ ଶସ୍ତା ଏବଂ କ’ଣ ହେବ ମହଙ୍ଗା?

September 22, 2025

ଧଉଳି ଶାନ୍ତି ସ୍ତୁପରେ ପାଳିତ ହେଲା ବିଶ୍ୱ ଶାନ୍ତି ଉତ୍ସବ

September 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.