Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ୟାବିନେଟ୍‌ ସଚିବ ଭାବେ ରାଜୀବ ଗୌବାଙ୍କ ଦାୟିତ୍ବଗ୍ରହଣ
ଆଜିର ଖବର

କ୍ୟାବିନେଟ୍‌ ସଚିବ ଭାବେ ରାଜୀବ ଗୌବାଙ୍କ ଦାୟିତ୍ବଗ୍ରହଣ

August 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜୀବ ଗୌବା ଶୁକ୍ରବାର ଦିନ କ୍ୟାବିନେଟ୍‌ ସଚିବ ପଦ ସମ୍ଭାଳିଛନ୍ତି । ଝାରଖଣ୍ଡର ୧୯୮୨ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ପି.କେ. ସିହ୍ନାଙ୍କ ସ୍ଥାନରେ ଅବସ୍ଥାପିତ ହୋଇଛନ୍ତି । ରାଜୀବ ଗୌବା ପୂର୍ବରୁ କେନ୍ଦ୍ରୀୟ ଗୃହ ସଚିବ ରହିଥିଲେ । ରାଜୀବ ଦୁଇ ବର୍ଷ ପର୍ଯ୍ୟନ୍ତ କ୍ୟାବିନେଟ୍‌ ସଚିବ ପଦବୀରେ ରହିବେ । ମନ୍ତ୍ରିମଣ୍ଡଳ ନିଯୁକ୍ତି ସମିତି ରାଜୀବ ଗୌବାଙ୍କୁ କ୍ୟାବିନେଟ୍‌ ସଚିବ ରୂପେ ପଦଭାର ସମ୍ଭାଳିବା ପାଇଁ ମଞ୍ଜୁରୀ ଦେଇଛନ୍ତି। ରାଜୀବ ଗୌବାଙ୍କ ବ୍ୟତୀତ ଅଜୟ କୁମାରଙ୍କୁ ନୂଆ ରକ୍ଷା ସଚିବ ରୂପେ ନିଯୁକ୍ତି ମିଳିଛି । ସେହିପରି ରାଜୀବ ସ୍ଥାନରେ ସଞ୍ଜୟ ମିତ୍ରଙ୍କୁ ଦାୟିତ୍ବ ମିଳିଥିବାବେଳେ ଆଇଏଏସ୍‌ ସୁଭାଷ ଚନ୍ଦ୍ରଙ୍କୁ ରକ୍ଷା ମନ୍ତ୍ରାଳୟର ନୂତନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ମୋଟ ଦାନ ପରିମାଣ

July 31, 2026

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026
Latest News

ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ମୋଟ ଦାନ ପରିମାଣ

July 31, 2026

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

July 31, 2026

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ଗଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ ସି ଜିନପିଙ୍ଗ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.