Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ
ଆଜିର ଖବର

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ
ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ବୁଗୁଡ଼ାପଲୀ ଗ୍ରାମର ବି ତ୍ରିଲୋଚନ ଚୌଧୁରୀ ନାମକ ଜଣେ ଯୁବ ଚାଷୀଙ୍କର ବିଷଧର ସାପ ଦଂଶନରେ ଅକାଳ ମୃତ୍ୟୁ ଘଟିଛି। ମୃତ ତ୍ରିଲୋଚନ ନିଜ ଜମିରେ ଚାଷ କାମ ତଦାରଖ କରୁଥିବା ବେଳେ ହଠାତ୍ ଏକ ବିଷଧର ସାପ କାମୁଡ଼ି ଦେଇଥିଲା। ଯାହା ଫଳରେ ଗୁରୁତର ଅବସ୍ଥାରେ ସେ ଚିତ୍କାର କରୁଥିଲା ବେଳେ ଅନ୍ୟ ଚାଷୀମାନଙ୍କର ସହଯୋଗରେ ତାଙ୍କୁ ହିଞ୍ଜିଳି ଉପକଣ୍ଠ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ଗଞ୍ଜାମ ଜିଲ୍ଲା ଚାଷୀଙ୍କ ପ୍ରାଣହାନୀ ସାପ କାମୁଡା ହିଞ୍ଜିଳି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026
Latest News

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026

୧୬ ରେ ପୁଣି କକ୍‌ରୋଚ୍ ଜନତା ପାର୍ଟିର ବିକ୍ଷୋଭ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.