Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଂରାଜୀ ସ୍ନାତକତ୍ତୋର ଶିକ୍ଷକଙ୍କ ନିମନ୍ତେ ଆୟୋଜିତ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ
ଆଜିର ଖବର

ଇଂରାଜୀ ସ୍ନାତକତ୍ତୋର ଶିକ୍ଷକଙ୍କ ନିମନ୍ତେ ଆୟୋଜିତ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ

October 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
English PG Teachers’ Training Programme Concludes
English PG Teachers’ Training Programme Concludes

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଦ୍ୱାରା ଆୟୋଜିତ ଇଂରାଜୀ ସ୍ନାତକୋତ୍ତର ଶିକ୍ଷକ ମାନଙ୍କ ପାଇଁ ପାଞ୍ଚଦିନିଆ ତାଲିମ କାର୍ଯ୍ୟକ୍ରମ ଭୁବନେଶ୍ୱରର ସିରିପୁରସ୍ଥିତ ‘ଇମେଜ୍’ (IMAGE) ଠାରେ ଉଦ୍ଯାପିତ ହୋଇଯାଇଛି।

ରାଜ୍ୟସାରା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରୁ ପ୍ରାୟ ୧୧୨ ଜଣ ଇଂରାଜୀ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀ ଏହି ତାଲିମ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶିକ୍ଷକମାନଙ୍କର ବିଷୟଗତ ଜ୍ଞାନ, ଶିକ୍ଷାଦାନ କୌଶଳ, ଶ୍ରେଣୀଗୃହ ଅଭ୍ୟାସ ଏବଂ ବୃତ୍ତିଗତ ଦକ୍ଷତାର ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଇଥିଲା । ଉଦ୍ଯାପନୀ ଅବସରରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶିକ ଶ୍ରୀମତୀ ନିୟତି ପଟ୍ଟନାୟକ, ଯୁଗ୍ମ ନିର୍ଦ୍ଦେଶିକ ଶ୍ରୀମତୀ ସସ୍ମିତା ମାଳୀ ଏବଂ ଉପ-ନିର୍ଦ୍ଦେଶକ ଶ୍ରୀମତୀ ସି.ଏଚ୍. ବିଜୟଲକ୍ଷ୍ମୀ, ୟୁନିସେଫ୍ ଶିକ୍ଷା କନସଲଟାଣ୍ଟ ଶ୍ରୀମତୀ ଜୟାଜ୍ୟୋତି ପଣ୍ଡା ଉପସ୍ଥିତ ଥିଲେ।

ଅଂଶଗ୍ରହଣକାରୀମାନଙ୍କୁ ସମ୍ବୋଧିତ କରି ନିର୍ଦ୍ଦେଶିକ ଶ୍ରୀମତୀ ନିୟତି ପଟ୍ଟନାୟକ ଶିକ୍ଷକମାନଙ୍କ ମଧ୍ୟରେ ନିରନ୍ତର ଶିକ୍ଷଣ ଏବଂ ବୃତ୍ତିଗତ ବିକାଶର ଗୁରୁତ୍ୱ ଉପରେ ବକ୍ତବ୍ୟ ରଖିଥିଲେ । ଯୁଗ୍ମ ନିର୍ଦ୍ଦେଶିକ ଶ୍ରୀମତୀ ସସ୍ମିତା ମାଳୀ ସ୍ୱାଗତ ଅଭିଭାଷଣ ରଖିଥିବା ବେଳେ ଉପ-ନିର୍ଦ୍ଦେଶକ ଶ୍ରୀମତୀ ସି.ଏଚ୍ ବିଜୟଲକ୍ଷ୍ମୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିବା ସମସ୍ତ ରିସୋର୍ସ ପର୍ସନ, ଅଂଶଗ୍ରହଣକାରୀ ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ କର୍ମକର୍ତ୍ତାମାନଙ୍କୁ ସେ କୃତଜ୍ଞତା ଜଣାଇଥିଲେ ।

'ଇମେଜ୍' English PG Teachers Training Programme ଇଂରାଜୀ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ ସ୍ନାତକତ୍ତୋର ଶିକ୍ଷକ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର କ୍ରୀଡ଼ା ଭିତ୍ତିଭୂମିକୁ ବଡ଼ ଉପହାର : ୩୧୪ ବ୍ଲକରେ ନିର୍ମାଣ ହେବ ଅତ୍ୟାଧୁନିକ ଷ୍ଟାଡିୟମ୍‌

November 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ପୁରୁଣା ବସ୍ତ୍ର ସଂଗ୍ରହ ଅଭିଯାନର ଶୁଭାରମ୍ଭ

November 16, 2026

ଆଇଡିଏ ଓଡ଼ିଶା ଶାଖାର ସାଧାରଣ ସମ୍ପାଦକ ଭାବେ ସୋଆ ଅଧ୍ୟାପକ ଡାକ୍ତର ରାଧା ପ୍ରସନ୍ନ ଦଳାଇ ନିର୍ବାଚିତ

November 16, 2026

ବିଧାୟକଙ୍କ ପ୍ରଶିକ୍ଷଣ ଶିବିରକୁ ବୟକଟ୍ କଲେ ବିଜେଡି ଓ କଂଗ୍ରେସ

November 16, 2026
Latest News

ଓଡ଼ିଶାର କ୍ରୀଡ଼ା ଭିତ୍ତିଭୂମିକୁ ବଡ଼ ଉପହାର : ୩୧୪ ବ୍ଲକରେ ନିର୍ମାଣ ହେବ ଅତ୍ୟାଧୁନିକ ଷ୍ଟାଡିୟମ୍‌

November 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ପୁରୁଣା ବସ୍ତ୍ର ସଂଗ୍ରହ ଅଭିଯାନର ଶୁଭାରମ୍ଭ

November 16, 2026

ବିଲକିସ ବାନୋ ମାମଲା: ୨ ଦୋଷୀଙ୍କୁ ସୁପ୍ରିମକୋର୍ଟଙ୍କ ସର୍ତ୍ତମୂଳକ ଜାମିନ

November 16, 2026

ଆଇଡିଏ ଓଡ଼ିଶା ଶାଖାର ସାଧାରଣ ସମ୍ପାଦକ ଭାବେ ସୋଆ ଅଧ୍ୟାପକ ଡାକ୍ତର ରାଧା ପ୍ରସନ୍ନ ଦଳାଇ ନିର୍ବାଚିତ

November 16, 2026

ବିଧାୟକଙ୍କ ପ୍ରଶିକ୍ଷଣ ଶିବିରକୁ ବୟକଟ୍ କଲେ ବିଜେଡି ଓ କଂଗ୍ରେସ

November 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.