Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି କମିଟି ପକ୍ଷରୁ ଆଇନ୍ ମନ୍ତ୍ରୀଙ୍କୁ ତୃତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ
ଆଜିର ଖବର

ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି କମିଟି ପକ୍ଷରୁ ଆଇନ୍ ମନ୍ତ୍ରୀଙ୍କୁ ତୃତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ

October 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Lingaraj Temple Panel Submits Third Interim Report to Law Minister
Lingaraj Temple Panel Submits Third Interim Report to Law Minister

ଭୁବନେଶ୍ୱର: ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି କମିଟି ପକ୍ଷରୁ ତୃତୀୟ ଅନ୍ତରୀଣ ରିପୋର୍ଟ ଆଇନ୍, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପ୍ରଦାନ କରାଯାଇଛି। ଜଷ୍ଟିସ୍ ଡ. ଦୁର୍ଗା ପ୍ରସନ୍ନ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର ସଦସ୍ୟ ଥାଇ ଗଠିତ ଦୁଇଜଣିଆ କମିଟି ମନ୍ଦିରର ସେବା ପୂଜା, ଶୃଙ୍ଖଳିତ ନୀତିକାନ୍ତି, ମନ୍ଦିର ଗର୍ଭଗୃହ ମରାମତି ସହ ବିଭିନ୍ନ ବିଷୟରେ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ସହ ରିପୋର୍ଟ ପ୍ରଦାନ କରିଛନ୍ତି। ଏଥି ସହିତ ପୂର୍ବ କାଳରେ ହେଉଥିବା ମନ୍ଦିରର ନୀତିକାନ୍ତି, ସେବାପୂଜା ଏବଂ ରକ୍ଷଣାବେକ୍ଷଣ ନେଇ ଥିବା ପରମ୍ପରା ବିଷୟରେ ମଧ୍ୟ ରିପୋର୍ଟରେ ଉଲ୍ଲେଖ ରହିଛି।

ଏହି ରିପୋର୍ଟ ପ୍ରଦାନ ଅବସରରେ ଆଇନ୍ ବିଭାଗ ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ, ସ୍ୱତନ୍ତ୍ର ଶାସନ ସଚିବ ପ୍ରଣବ କୁମାର ପାତ୍ର, ଅତିରିକ୍ତ ଶାସନ ସଚିବ ଶିବ ପ୍ରସାଦ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Interim Report Lingaraj Temple ଅନ୍ତରୀଣ ରିପୋର୍ଟ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି
Share. Facebook Twitter LinkedIn Email WhatsApp Copy Link

Related Posts

ଜନଜାତି ବର୍ଗଙ୍କ ସଶକ୍ତିକରଣ ବିନା ସମୃଦ୍ଧ ଓଡ଼ିଶା, ବିକଶିତ ଭାରତ ଗଠନ ଅସମ୍ଭବ : ମୁଖ୍ୟମନ୍ତ୍ରୀ

November 15, 2026

ବସ୍ ଭଡ଼ା ବୃଦ୍ଧି ନେଇ ସାଧାରଣ ଯାତ୍ରୀ ଅସନ୍ତୁଷ୍ଟ

November 15, 2026

ଜନଜାତି ଗୌରବ ଦିବସରେ ସଂସଦ ଭବନରେ ଭଗବାନ୍ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି

November 15, 2026

ରାଉଟରରେ ତ୍ରୁଟି ନା ଅବହେଳା? FAA ବିଭ୍ରାଟକୁ ନେଇ ଆରମ୍ଭ ହେଲା ତଦନ୍ତ

November 15, 2026
Latest News

ଜନଜାତି ବର୍ଗଙ୍କ ସଶକ୍ତିକରଣ ବିନା ସମୃଦ୍ଧ ଓଡ଼ିଶା, ବିକଶିତ ଭାରତ ଗଠନ ଅସମ୍ଭବ : ମୁଖ୍ୟମନ୍ତ୍ରୀ

November 15, 2026

ବସ୍ ଭଡ଼ା ବୃଦ୍ଧି ନେଇ ସାଧାରଣ ଯାତ୍ରୀ ଅସନ୍ତୁଷ୍ଟ

November 15, 2026

ଜନଜାତି ଗୌରବ ଦିବସରେ ସଂସଦ ଭବନରେ ଭଗବାନ୍ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି

November 15, 2026

‘ଅପରେସନ୍ ସିନ୍ଦୂର’ ପରେ ପ୍ରଥମ ଥର ପାଇଁ ଭାରତ ଆସିବେ ପାକ୍‌ ମନ୍ତ୍ରୀ

November 15, 2026

୮୦ ବର୍ଷ ପରେ ଗୋଟିଏ ମଞ୍ଚରେ ଏକାଠି ହେବେ ଟ୍ରମ୍ପ-ପୁତିନ୍-ଜିନପିଙ୍ଗ୍

November 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.