Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BREAKING: ବର୍ଷା ପାଇଁ ଟସ୍ ବିଳମ୍ବ, ବେଙ୍ଗାଲୁରୁରେ ଅନିଶ୍ଚିତ ନିର୍ଣ୍ଣାୟକ ମ୍ୟାଚ୍
ଆଜିର ଖବର

BREAKING: ବର୍ଷା ପାଇଁ ଟସ୍ ବିଳମ୍ବ, ବେଙ୍ଗାଲୁରୁରେ ଅନିଶ୍ଚିତ ନିର୍ଣ୍ଣାୟକ ମ୍ୟାଚ୍

October 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
BREAKING: ବର୍ଷା ପାଇଁ ଟସ୍ ବିଳମ୍ବ, ବେଙ୍ଗାଲୁରୁରେ ଅନିଶ୍ଚିତ ନିର୍ଣ୍ଣାୟକ ମ୍ୟାଚ୍
BREAKING: ବର୍ଷା ପାଇଁ ଟସ୍ ବିଳମ୍ବ, ବେଙ୍ଗାଲୁରୁରେ ଅନିଶ୍ଚିତ ନିର୍ଣ୍ଣାୟକ ମ୍ୟାଚ୍

ବେଙ୍ଗାଲୁରୁ: ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଚାଲିଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଅନ୍ତିମ ଓ ନିର୍ଣ୍ଣାୟକ ମ୍ୟାଚ୍ ଆଜି ବେଙ୍ଗାଲୁରୁର ଏମ୍. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ। ଏବେ ସିରିଜ୍ ୨-୨ ରେ ବରାବର ଅଛି। ଆଜିର ମ୍ୟାଚ୍ ଯିଏ ଜିତିବ ସିଏ ହିଁ ସିରିଜ୍ ହାତେଇବ।

ଟସ୍ ସନ୍ଧ୍ୟା ୬:୩୦ ରେ, ମ୍ୟାଚ୍ ସନ୍ଧ୍ୟା ୭ଟାରେ ଆରମ୍ଭ ହେବ। କିନ୍ତୁ ବର୍ତ୍ତମାନ ସୂଚନା ମୁତାବକ ଏମ୍. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ବର୍ଷା ଆରମ୍ଭ ହୋଇଛି। ତେଣୁ ଟସ୍ ରେ ବିଳମ୍ବ ହୋଇଛି।

ପାଣିପାଗ:

କିନ୍ତୁ ଏହି ମହା ମୁକାବିଲା ଉପରେ ବର୍ଷାର କଳା ବାଦଲ। ବେଙ୍ଗାଲୁରୁରେ ଆଜି ୮୫% ବର୍ଷା ସମ୍ଭାବନା। ଯଦି ମ୍ୟାଚ୍ ଧୋଇ ଯାଏ, ସିରିଜ୍ ଡ୍ର ରହିବ। ତେବେ ଚିନ୍ନାସ୍ୱାମୀ ବ୍ୟାଟିଂ ସ୍ୱର୍ଗ। ଏଠାରେ ବଡ଼ ସ୍କୋର ହୁଏ। ଆଜି ବି ୧୮୦+ ସ୍କୋର ଆଶା କରାଯାଉଛି।

Chinnaswamy Decider indvswi shreyasiyer
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଛାଡ଼ିବା ନୋଟିସ୍: ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତା ଇମ୍ରାନ୍ ଖାନ୍

October 17, 2026

ମନରେଗାରେ ବଡ଼ ପରିବର୍ତ୍ତନ : ୧୦୦ ବଦଳରେ ମିଳିବ ୧୨୫ ଦିନ କାମ

October 17, 2026

ଇଣ୍ଟରନେଟ୍ ବ୍ୟବହାର ସମସ୍ତଙ୍କର ମୌଳିକ ଅଧିକାର : ସୁପ୍ରିମକୋର୍ଟ

October 17, 2026

ବନବିଭାଗର ଚିକିତ୍ସାରେ ଅବହେଳା ଅଭିଯୋଗ: ପେଣ୍ଠବାହାଳ ଜଙ୍ଗଲରେ ବୁଲୁଛି ଆହତ ଦନ୍ତା ହାତୀ

October 17, 2026
Latest News

ଭାରତ ଛାଡ଼ିବା ନୋଟିସ୍: ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତା ଇମ୍ରାନ୍ ଖାନ୍

October 17, 2026

ମନରେଗାରେ ବଡ଼ ପରିବର୍ତ୍ତନ : ୧୦୦ ବଦଳରେ ମିଳିବ ୧୨୫ ଦିନ କାମ

October 17, 2026

ଇଣ୍ଟରନେଟ୍ ବ୍ୟବହାର ସମସ୍ତଙ୍କର ମୌଳିକ ଅଧିକାର : ସୁପ୍ରିମକୋର୍ଟ

October 17, 2026

ବନବିଭାଗର ଚିକିତ୍ସାରେ ଅବହେଳା ଅଭିଯୋଗ: ପେଣ୍ଠବାହାଳ ଜଙ୍ଗଲରେ ବୁଲୁଛି ଆହତ ଦନ୍ତା ହାତୀ

October 17, 2026

ଚିଲିକା-ବାଲୁଗାଁ ରୋଟାରୀ କ୍ଲବ ପକ୍ଷରୁ ରାଷ୍ଟ୍ର ନିର୍ମାତା ପୁରସ୍କାର ପ୍ରଦାନ ସମାରୋହ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.