Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ : ୮ ମୃତ, ୨୮ ଗୁରୁତର
ଆଜିର ଖବର

କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ : ୮ ମୃତ, ୨୮ ଗୁରୁତର

August 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ରର ଧୂଲେରେ ଏକ କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟିଛି । ଏଥିରେ ଅତି କମରେ ୮ଜଣ ପ୍ରାଣ ହରାଇଥିବା କୁହାଯାଉଛି । ଏହାସହ ୨୮ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ମୃତକଙ୍କ ସଂଖ୍ୟା ଆହୁରି ବୃଦ୍ଧିପାଇପାରେ ବୋଲି କୁହାଯାଉଛି ।  ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦମକଳବାହିନୀ ଘଟଣାସ୍ଥଳରେ ପହଁଚି ବିସ୍ଫୋରଣଜନିତ ନିଆଁ ଲିଭାଇବାକୁ ପ୍ରୟାସ ଜାରି ରଖିଛି । ଉଦ୍ଧାର କାର୍ଯ୍ୟରେ ଅଗ୍ନିଶମ ବାହିନୀ କର୍ମଚାରୀଙ୍କ ସମେତ ଫ୍ୟାକ୍ଟ୍ରିର ଅଧିକାରୀ ଓ ସ୍ଥାନୀୟ ଲୋକେ ଲାଗିଛନ୍ତି । ଅଘଟଣ ସମୟରେ ପ୍ରାୟ ୪୦ଜଣ କର୍ମଚାରୀଙ୍କୁ ସୁରକ୍ଷିତ ଭାବେ ବାହାର କରାଯାଇଛି । ମୃତକଙ୍କ ମଧ୍ୟରେ ଅନେକ ମହିଳା ଓ ପୁରୁଷ କର୍ମଚାରୀ ରହିଛନ୍ତି । ଫ୍ୟାକ୍ଟ୍ରିରୁ ବାହାରୁଥିବା ବିଷାକ୍ତ ଗ୍ୟାସ ଆଖପାଖ ଗ୍ରାମରେ ବ୍ୟାପିବାକୁ ଆରମ୍ଭ କରିଛି

Share. Facebook Twitter LinkedIn Email WhatsApp Copy Link

Related Posts

May 7, 2026

ବ୍ରଜପାତରେ ଚାଲିଗଲା ଶାଶୁ- ବୋହୁଙ୍କ ଜୀବନ

May 7, 2026

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026
Latest News

May 7, 2026

ବ୍ରଜପାତରେ ଚାଲିଗଲା ଶାଶୁ- ବୋହୁଙ୍କ ଜୀବନ

May 7, 2026

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026

ଦେଶବ୍ୟାପୀ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.