Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା: ଚିଲିକାରେ ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଆଜିର ଖବର

ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା: ଚିଲିକାରେ ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

October 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା: ଚିଲିକାରେ ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା: ଚିଲିକାରେ ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ବାଣପୁର/ବାଲୁଗାଁ: ଚିଲିକା ଅଞ୍ଚଳରେ ବାତ୍ୟା ‘ଅର୍ଣ୍ଣବ’ର ସମ୍ଭାବ୍ୟ ପ୍ରଭାବ ଓ ମୁକାବିଲା ପାଇଁ ପ୍ରସ୍ତୁତିର ସ୍ଥିତି ଆକଳନ ନିମନ୍ତେ ମଙ୍ଗଳବାର ଦିନ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଚ଼ିଲିକା ନିର୍ବାଚନମଣ୍ଡଳୀର ସମ୍ପୃକ୍ତ ଅଧିକାରୀମାନଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏକ ଜରୁରୀ ସମୀକ୍ଷା ବୈଠକ କରିଛନ୍ତି। ବୈଠକରେ ବାତ୍ୟାର ସମ୍ଭାବ୍ୟ ପ୍ରଭାବ, ଜନସାଧାରଣଙ୍କ ସୁରକ୍ଷା, ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ସହିତ ବିଶେଷ କରି ଚିଲିକା ହ୍ରଦରେ ଡଙ୍ଗା ଚଳାଚଳର ସୁରକ୍ଷା ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ୱ ଦିଆଗଲା। ବାତ୍ୟା ସମୟରେ ମତ୍ସ୍ୟଜୀବୀ, ଡଙ୍ଗା ଚାଳକ ଓ ଯାତ୍ରୀମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବା ସହ ଆବଶ୍ୟକୀୟ ସତର୍କତାମୂଳକ ପଦକ୍ଷେପ ଗ୍ରହଣ ଏବଂ ନିର୍ଦ୍ଦେଶାବଳୀର କଡ଼ାକଡ଼ି ଅନୁପାଳନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ବୈଠକରେ ଖୋର୍ଦ୍ଧା ଉପଜିଲ୍ଲାପାଳ, ଚି଼ଲିକା ବନଖଣ୍ଡ ଅଧିକାରୀ (ବନ୍ୟପ୍ରାଣୀ ବିଭାଗ) , ଚିଲିକା ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଚିଲିକା ଓ ବାଣପୁର ତହସିଲଦାର ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର‌ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ସମ୍ଭାବ୍ୟ ବିପର୍ଯ୍ୟୟର ମୁକାବିଲା ପାଇଁ ସମସ୍ତ ବିଭାଗ ଓ ଅଧିକାରୀମାନେ ସମ୍ପୂର୍ଣ୍ଣ ସଜାଗ ରହିବା ସହ ଜନସାଧାରଣଙ୍କ ଧନଜୀବନର ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

‘ଅର୍ଣ୍ଣବ’ ଚିଲିକା ପୃଥ୍ୱୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ବାତ୍ୟା ‘ଅର୍ଣ୍ଣବ’ କୁ ଦୃଷ୍ଟିରେ ରଖି ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ: ଦେଖନ୍ତୁ ସଂପୂର୍ଣ୍ଣ ତାଲିକା

October 27, 2026

ଖୋର୍ଦ୍ଧାରୁ ୧୬୯ ତୀର୍ଥଯାତ୍ରୀଙ୍କ ଆଧ୍ୟାତ୍ମିକ ଯାତ୍ରାର ଶୁଭାରମ୍ଭ

October 27, 2026

ଶଙ୍ଖମୂଳରେ ୧୬ ଟିକିଆ ହାତୀପଲଙ୍କ ଉପଦ୍ରବ: ୬ ମାଣ ଧାନ ଫସଲ ନଷ୍ଟ

October 27, 2026

ଓଡିଶା ଛାଡିବେ ବରିଷ୍ଠ ଆଇଏଏସ ଅଫିସର ସଂଜୟ କୁମାର ସିଂ, ନିଜ ରାଜ୍ୟ ବିହାରକୁ ବଦଳି ପାଇଁ କଲେ ଆବେଦନ

October 27, 2026
Latest News

ବାତ୍ୟା ‘ଅର୍ଣ୍ଣବ’ କୁ ଦୃଷ୍ଟିରେ ରଖି ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ: ଦେଖନ୍ତୁ ସଂପୂର୍ଣ୍ଣ ତାଲିକା

October 27, 2026

ଖୋର୍ଦ୍ଧାରୁ ୧୬୯ ତୀର୍ଥଯାତ୍ରୀଙ୍କ ଆଧ୍ୟାତ୍ମିକ ଯାତ୍ରାର ଶୁଭାରମ୍ଭ

October 27, 2026

ଶଙ୍ଖମୂଳରେ ୧୬ ଟିକିଆ ହାତୀପଲଙ୍କ ଉପଦ୍ରବ: ୬ ମାଣ ଧାନ ଫସଲ ନଷ୍ଟ

October 27, 2026

ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା: ଚିଲିକାରେ ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

October 27, 2026

ଓଡିଶା ଛାଡିବେ ବରିଷ୍ଠ ଆଇଏଏସ ଅଫିସର ସଂଜୟ କୁମାର ସିଂ, ନିଜ ରାଜ୍ୟ ବିହାରକୁ ବଦଳି ପାଇଁ କଲେ ଆବେଦନ

October 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.