Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମେରିକା ଟେକସାସ୍‌ରେ ଆତତାୟୀଙ୍କ ଆଖିବୁଜା ଗୁଳିମାଡ଼ : ୫ ମୃତ, ୨୧ ଆହତ
ଆଜିର ଖବର

ଆମେରିକା ଟେକସାସ୍‌ରେ ଆତତାୟୀଙ୍କ ଆଖିବୁଜା ଗୁଳିମାଡ଼ : ୫ ମୃତ, ୨୧ ଆହତ

September 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆମେରିକାର ଟେକସାସ୍‌ର ମିଡଲ୍ୟାଣ୍ଡ ନିକଟସ୍ଥ ଓଡେଶାଠାରେ ଆତତାୟୀଙ୍କ ଆଖିବୁଜା ଗୁଳିମାଡ଼ରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୨୧ ଜଣ  ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ପୁଲିସ୍‌ଙ୍କ ସୂଚନା ଅନୁସାରେ ଗତକାଲି  ଦୁଇ ଜଣ ଆତତାୟୀ ପ୍ରଥମେ ଏକ ଟ୍ରକ୍‌କୁ ହାଇଜ୍ୟାକ୍‌  କରି ଗୁଳିମାଡ଼ ଆରମ୍ଭ କରିଥିଲେ । ତେବେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏହାର ପାଲଟା ଜବାବ ଦିଆଯାଇଥିଲା। ଏଥିରେ  ଜଣେ ଆତତାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତମାସରେ  ଆମେରିକାର ଟେକସାସ୍‌ ଓ  ଅହିୟାରେ ଦୁଇଟି ଭିନ୍ନ ଭିନ୍ନ ଗୁଳିମାଡ଼ ଘଟଣାରେ  ୨୯ ଜଣଙ୍କ ମୃତ୍ୟୁ ଘଟିଥିଲା। ଏଥିସହ ୪୦ରୁ ଅଧିକ  ଲୋକ ଆହତ ହୋଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ICC Ranking: ଟି-୨୦ ରେ ଏହି ଭାରତୀୟ ଖେଳାଳି ନମ୍ବର-୧, ଜାଣନ୍ତୁ ତାଲିକା

June 30, 2026

ଅଧ୍ୟାପକ ସଂଗ୍ରାମ ସାହୁଙ୍କ ଅକାଳ ବିୟୋଗ: ବାଣପୁର ଅଞ୍ଚଳରେ ଶୋକର ଛାୟା

June 30, 2026

ଏସୀୟ କ୍ରୀଡ଼ା ପାଇଁ ଘୋଷଣା ହେଲା ଭାରତୀୟ ମହିଳା କ୍ରିକେଟ୍ ଦଳ: ଜାଣନ୍ତୁ ତାଲିକା

June 30, 2026

ଦିଲ୍ଲୀରେ ନୂତନ EV କିଣିବା ଉପରେ କେତେ ସବସିଡି ମିଳିବ?: ଜାଣନ୍ତୁ ନୂତନ ନୀତି

June 30, 2026
Latest News

ICC Ranking: ଟି-୨୦ ରେ ଏହି ଭାରତୀୟ ଖେଳାଳି ନମ୍ବର-୧, ଜାଣନ୍ତୁ ତାଲିକା

June 30, 2026

ଅଧ୍ୟାପକ ସଂଗ୍ରାମ ସାହୁଙ୍କ ଅକାଳ ବିୟୋଗ: ବାଣପୁର ଅଞ୍ଚଳରେ ଶୋକର ଛାୟା

June 30, 2026

ଏସୀୟ କ୍ରୀଡ଼ା ପାଇଁ ଘୋଷଣା ହେଲା ଭାରତୀୟ ମହିଳା କ୍ରିକେଟ୍ ଦଳ: ଜାଣନ୍ତୁ ତାଲିକା

June 30, 2026

ଦିଲ୍ଲୀରେ ନୂତନ EV କିଣିବା ଉପରେ କେତେ ସବସିଡି ମିଳିବ?: ଜାଣନ୍ତୁ ନୂତନ ନୀତି

June 30, 2026

କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ବିରୋଧରେ ଇଣ୍ଡିଆ ମେଣ୍ଟ: ସିଜେଆଇ ଙ୍କୁ ଚିଠି ଲେଖିଲେ ୨୩ଟି ଦଳ

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.