Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁରାଦାବାଦରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ୫ ମୃତ, ଜଣେ ଗୁରୁତର
ଆଜିର ଖବର

ମୁରାଦାବାଦରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ୫ ମୃତ, ଜଣେ ଗୁରୁତର

September 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
accident killed five
accident killed five

ମୁରାଦାବାଦ ଜନପଦରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । କୁନ୍ଦରକୀ ଥାନା ଅଞ୍ଚଳରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ କାଠ ବୋଝେଇ ଟ୍ରାକ୍ଟରକୁ ପଛପଟରୁ ୱାଗନର ଶକ୍ତ ଧକ୍କା ଦେବା ଫଳରେ ଦୁର୍ଘଟଣା ଘଟିଛି । ତେବେ ଗୁରୁତର ଭାବେ ଯୁବକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଂଚି ସମସ୍ତ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପଠାଇବା ସହ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପାଇକ ବିଦ୍ରୋହର ମହାନାୟକ ବକ୍ସି ଜଗବନ୍ଧୁଙ୍କ ରାଜ୍ୟ ସ୍ତରୀୟ ଶ୍ରାଦ୍ଧଦିବସ ପାଳନ

January 24, 2026

ଦଳ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ନସିମୁଦ୍ଦିନ ସିଦ୍ଦିକି: ମନାଇବାକୁ ଯିବେ ଅଜୟ ରାୟ

January 24, 2026

ବାଂଲାଦେଶର ବଦଳକାରୀ ଦଳ ଘୋଷଣା ICC: ଟି-୨୦ ବିଶ୍ୱକପ୍ ଖେଳିବାକୁ ଭାରତ ଆସିବ ଏହି ଦେଶ

January 24, 2026

୭୭ତମ ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 

January 24, 2026
Latest News

ପାଇକ ବିଦ୍ରୋହର ମହାନାୟକ ବକ୍ସି ଜଗବନ୍ଧୁଙ୍କ ରାଜ୍ୟ ସ୍ତରୀୟ ଶ୍ରାଦ୍ଧଦିବସ ପାଳନ

January 24, 2026

ଶଙ୍କରାଚାର୍ଯ୍ୟଙ୍କ ସମର୍ଥନରେ ଆସିଲେ ହିନ୍ଦୁ ସଂଗଠନ: ଯୋଗୀ ସରକାରଙ୍କ ବିରୋଧରେ କରିବେ ପ୍ରତିବାଦ

January 24, 2026

ଦଳ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ନସିମୁଦ୍ଦିନ ସିଦ୍ଦିକି: ମନାଇବାକୁ ଯିବେ ଅଜୟ ରାୟ

January 24, 2026

ବାଂଲାଦେଶର ବଦଳକାରୀ ଦଳ ଘୋଷଣା ICC: ଟି-୨୦ ବିଶ୍ୱକପ୍ ଖେଳିବାକୁ ଭାରତ ଆସିବ ଏହି ଦେଶ

January 24, 2026

୭୭ତମ ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 

January 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.