Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଏସଆଇଠାରୁ ଟଙ୍କା ନେଉଛି ବଜରଙ୍ଗ ଦଳ ଓ ବିଜେପି : ଦିଗ୍‌ବିଜୟ ସିଂହ
ଆଜିର ଖବର

ଆଇଏସଆଇଠାରୁ ଟଙ୍କା ନେଉଛି ବଜରଙ୍ଗ ଦଳ ଓ ବିଜେପି : ଦିଗ୍‌ବିଜୟ ସିଂହ

September 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟ ସିଂହ ପୁଣି ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି । ଦିଗ୍‌ବିଜୟ ସିଂହ କହିଛନ୍ତି ଯେ, ପାକିସ୍ତାନର ଗୁଇନ୍ଦା ଏଜେନ୍ସି ଆଇଏସଆଇଙ୍କ ମୁସଲମାନଙ୍କଠୁ ବେଶି ଅଣମୁସଲମାନମାନେ ଗୁଇନ୍ଦାଗିରି କରୁଛନ୍ତି । ଏପରିକି ବଜରଙ୍ଗ ଦଳ ଓ ଭାରତୀୟ ଜନତା ଦଳ ଆଇଏସ୍‌ଆଇଠାରୁ ଟଙ୍କା ନେଉଥିବା ଅଭିଯୋଗ କରିଛନ୍ତି ଦିଗ୍‌ବିଜୟ ସିଂହ । ଦିଗ୍‌ବିଜୟ କହିଛନ୍ତି ଯେ, ବଜଙ୍ଗର ଦଳ ଓ ଭାରତୀୟ ଜନତା ଦଳ ଆଇଏସ୍‌ଆଇଠାରୁ ଫଣ୍ଡ ବା ଟଙ୍କା ନେଉଛନ୍ତି, ଏହା ଉପରେ ଧ୍ୟାନ ଦେବା ଆବଶ୍ୟକ । ସେହିପରି ଦେଶରେ ଚାଲିଥିବା ଆର୍ଥିକ ମାନ୍ଦାବସ୍ଥାକୁ ନେଇ ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ଦିଗ୍‌ବିଜୟ ସିଂହ । ଦିଗ୍‌ବିଜୟ କହିଛନ୍ତି ଯେ, ସରକାର ଅର୍ଥବ୍ୟବସ୍ଥାକୁ ବିଗାଡୁଛନ୍ତି । ଚାକିରି ନାହିଁ, ନିଜର କ୍ଷତି ପୂରଣ ପାଇଁ ଆରବିଆଇକୁ ବ୍ୟବହାର କରୁଛନ୍ତି । ମୋଦିଙ୍କୁ ଏବେ ଅର୍ଥବ୍ୟବସ୍ଥା ଉପରେ ସମସ୍ତ ଧ୍ୟାନ ଦେବା ଉଚିତ୍‌ ବୋଲି କହିଛନ୍ତି କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂହ ।

Share. Facebook Twitter LinkedIn Email WhatsApp Copy Link

Related Posts

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ହିଣ୍ଡାଲ୍‌କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣିରେ ମିଳିଲା ପ୍ରବଳ ଜନ ସମର୍ଥନ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.