Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରକ-ବାଇକ୍‌ ଧକ୍କା: ଜଣେ ମୃତ, ଅନ୍ୟ ଜଣେ ଗୁରୁତର
ଆଜିର ଖବର

ଟ୍ରକ-ବାଇକ୍‌ ଧକ୍କା: ଜଣେ ମୃତ, ଅନ୍ୟ ଜଣେ ଗୁରୁତର

November 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Truck-bike collision: One dead, another critically injured

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ପାରୁଳିଆ ବ୍ରିଜ୍ ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍ ସେମାନଙ୍କ ବାଇକ୍‌କୁ ପଛରୁ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣଙ୍କର ପ୍ରାଣହାନି ହୋଇଥିବାବେଳେ ଅନ୍ୟ ଜଣେ ଭାଇ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ପ୍ରାପ୍ତ ସୂଚନା ମୁତାବକ, ଚନ୍ଦନେଶ୍ବର ଅଞ୍ଚଳର ଦୁଇ ଜଣ ଭାଇ ଏକ ବାଇକ୍‌ ଯୋଗେ କୌଣସି କାମରେ ବାଲିଆପାଳ ଅଭିମୁଖେ ଯାଉଥିଲେ। ସେମାନେ ବାଲିଆପାଳ ଥାନା ପାରୁଳିଆ ବ୍ରିଜ୍‌ ଉପରେ ଯାଉଥିବା ସମୟରେ ଏକ ଅଜଣା ଟ୍ରକ୍‌ ସେମାନଙ୍କ ଗାଡ଼ିକୁ ଭୀଷଣ ଧକ୍କା ଦେଇଥିଲା। ଫଳରେ ବାଇକ୍‌ରେ ଥିବା ଦୁଇ ଭାଇ ରାସ୍ତା ଉପରେ ଛାଟିକି ପଡ଼ିଥିଲେ। ଏହି ଦୁର୍ଘଟଣାରେ ଜଣେ ଭାଇଙ୍କର ଘଟଣାସ୍ଥଳରେ ଅତ୍ୟନ୍ତ ମର୍ମନ୍ତୁଷ ଭାବେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଭାଇ ଗୁରୁତର ଭାବେ ଆହତ ହୋଇଥିଲେ। ଖବର ପାଇ ସ୍ଥାନୀୟ ଲୋକ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଭାଇଙ୍କୁ ଉଦ୍ଧାର କରି ତୁରନ୍ତ ବାଲିଆପାଳ ମେଡିକାଲକୁ ସ୍ଥାନାନ୍ତର କରିଥିଲେ। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି। ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିବାବେଳେ ପୁଲିସ ପକ୍ଷରୁ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ଟିକୁ ଚିହ୍ନଟ କରିବା ସହ ଅଧିକ ତଦନ୍ତ ଜାରି ରହିଛି।

ଟ୍ରକ-ବାଇକ ଦୁଇ ଭାଇ ବାଲେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ସିଡିଓଙ୍କୁ ହତ୍ୟା ଧମକ ମାମଲା: ଆସିକା ବିଧାୟକ ସରୋଜ ପାଢ଼ୀଙ୍କ ବିରୋଧରେ ଥାନାରେ ଏତଲା

November 6, 2026

ଟ୍ରକ୍ ମାଲିକ ସଂଘ ଟଙ୍କା ଆତ୍ମସାତ୍ ଘଟଣା : ପୂର୍ବତନ ସାଂସଦ ଏନ ଭାସ୍କର ରାଓଙ୍କ ଘରେ ଇଓଡବ୍ଲ୍ୟୁ ଚଢ଼ାଉ

November 6, 2026

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ବାଲିଆପାଳ ସବ୍‌ରେଜିଷ୍ଟ୍ରାର

November 6, 2026

‘NC ର ବିଭାଜନ ଖବର ଭୁଲ୍’: ଫାରୁକ୍ ଅବଦୁଲ୍ଲାଙ୍କ ବଡ ବୟାନ

November 6, 2026
Latest News

୨୬ ରେ କଂଗ୍ରେସର ସମ୍ବିଧାନ ବଞ୍ଚାଅ ମାର୍ଚ୍ଚ: ସୋନିଆ-ରାହୁଲଙ୍କ ସହ ବିରୋଧୀ ନେତା ହେବେ ସାମିଲ

November 6, 2026

ସିଡିଓଙ୍କୁ ହତ୍ୟା ଧମକ ମାମଲା: ଆସିକା ବିଧାୟକ ସରୋଜ ପାଢ଼ୀଙ୍କ ବିରୋଧରେ ଥାନାରେ ଏତଲା

November 6, 2026

ଟ୍ରକ୍ ମାଲିକ ସଂଘ ଟଙ୍କା ଆତ୍ମସାତ୍ ଘଟଣା : ପୂର୍ବତନ ସାଂସଦ ଏନ ଭାସ୍କର ରାଓଙ୍କ ଘରେ ଇଓଡବ୍ଲ୍ୟୁ ଚଢ଼ାଉ

November 6, 2026

ଟ୍ରକ-ବାଇକ୍‌ ଧକ୍କା: ଜଣେ ମୃତ, ଅନ୍ୟ ଜଣେ ଗୁରୁତର

November 6, 2026

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ବାଲିଆପାଳ ସବ୍‌ରେଜିଷ୍ଟ୍ରାର

November 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.