Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାର୍ଯ୍ୟକାରିଣୀ ବୈଠକରେ ବିଜେଡ଼ିରେ ମାନସ ମନ୍ଥନ : ଆସନ୍ତାକାଲିଠୁ ସଦସ୍ୟତା ଅଭିଯାନ
ଆଜିର ଖବର

କାର୍ଯ୍ୟକାରିଣୀ ବୈଠକରେ ବିଜେଡ଼ିରେ ମାନସ ମନ୍ଥନ : ଆସନ୍ତାକାଲିଠୁ ସଦସ୍ୟତା ଅଭିଯାନ

September 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
BJD Supremo Naveen Patnaik hold party meeting
Bjd meeting at Bhubaneswar

ରାଜ୍ୟରେ ପଞ୍ଚମ ଥର ପାଇଁ କ୍ଷମତାସୀନ ହୋଇଥିବା ବିଜୁ ଜନତାଦଳ ଦଳୀୟ ସାଙ୍ଗଠନିକକୁ ଆହୁରି ମଜବୁତ କରିବାକୁ ଆଜି ଇଡ୍‌କଲ୍‌ ଅଡିଟୋରିୟମ୍‌ଠାରେ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସଦସ୍ୟ ଗହଣ ଅଭିଯାନ ପାଇଁ ରୋଡ଼ ମ୍ୟାପ ପ୍ରସ୍ତୁତ ହୋଇସାରିଛି । ଏହି ସଦସ୍ୟତା ଗ୍ରହଣ ବେଳେ ଆଧାର କାର୍ଡ଼ ଲିଙ୍କ କରାଯିବ ବୋଲି ବିଜେଡି ନେତା ଅରୁଣ ସାହୁ ଓ ସୁବାସ ସିଂ ସୂଚନା ଦେଇଛନ୍ତି । ଓଡ଼ିଶାରେ ବିଜୁ ଜନତା ଦଳର ସ୍ଥିତିକୁ ଆହୁରି ସୁଦୃଢ କରିବାକୁ ସେପ୍ଟେମ୍ବର ୨ ତାରିଖରୁ ବିଜେଡି ସଦସ୍ୟ ଗ୍ରହଣ ଅଭିଯାନ ଆରମ୍ଭ ହୋଇ ଅକ୍ଟୋବର ୨ଯାଏଁ ଚାଲିବ। ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ବିପୁଳ ବିଜୟ ପାଇଁ ରାଜ୍ୟବାସୀ ଓ କର୍ମୀଙ୍କୁ ଧନ୍ୟବାଦ ପ୍ରସ୍ତାବ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକ ଆରମ୍ଭ କରିଛନ୍ତି  । ଏହି ବୈଠକରେ ସମସ୍ତ ଦଳୀୟ କର୍ମକର୍ତ୍ତାଙ୍କ ସହ ଜିଲ୍ଲା ସଭାପତି, ପର୍ଯ୍ୟବେକ୍ଷକ ମଧ୍ୟ ସାମିଲ ରହିଥିଲେ । ଏହି ବୈଠକରେ ୫ଟି ଆକ୍ସନ ପ୍ଲାନ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ ଦିଆଯାଇଛି ।  ୫ଟି ଆକ୍ସନ ପ୍ଲାନର ଏହି ୫ଟି ପ୍ଲାନର ଲକ୍ଷ୍ୟ ରହିଛି ଟ୍ରାନ୍ସପେରେନ୍ସି ,ଟିମ ୱାର୍କ, ଟେକ୍ନୋଲୋଜୀ, ଟାଇମ ଓ ଟ୍ରାନ୍ସଫରମେସନ । ସଦସ୍ୟତା ଗ୍ରହଣ ଅଭିଯାନ ପାଇଁ ରୋଡ଼ ମ୍ୟାପ ପ୍ରସ୍ତୁତ ହୋଇସାରିଛି । ପୈାର ପରିଷଦରେ ରହିବେ ୧୫ଜଣ ସଦସ୍ୟ ରହିବେ ।  ସଦସ୍ୟ ସଂଗ୍ରହ ବେଳେ ଆଧାର ଲିଙ୍କ କରାଯିବା ନେଇ ଏହି ବୈଠକରେ ଆଲୋଚନା କରାଯାଉଛି । ପଞ୍ଚାୟତସ୍ତରରେ ପ୍ରତିୱାର୍ଡ଼ରେ ରହିବେ ୪ଜଣ ସଦସ୍ୟ ଓ ମହାନଗରରେ ୪୦ଜଣ ସକ୍ରିୟ ସଦସ୍ୟ ରହିବେ । ଏନଏସିରୁ ୫ ସଦସ୍ୟ ରହିବେ ।  ଜଣେ ସକ୍ରିୟ ସଦସ୍ୟ ଆଉ ୨୪ଜଣଙ୍କ ସଦସ୍ୟ କରିପାରିବ । ଏନେଇ ବିଜେଡି ନେତା ଅରୁଣ ସାହୁ ଓ ସୁବାସ ସିଂ ସୂଚନା ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026

ଆଜି ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 14, 2026

ଯାତ୍ରୀ ସୁରକ୍ଷା ଖର୍ଚ୍ଚକୁ ୧,୧୭,୬୯୩ କୋଟିକୁ ବୃଦ୍ଧି କଲା ଭାରତୀୟ ରେଳବାଇ

February 14, 2026

୨୦୨୬ ଟି୨୦ ବିଶ୍ୱକପର ଚାମ୍ପିଅନ୍ ହେବ ଟିମ୍ ଇଣ୍ଡିଆ!: ସେହୱାଗଙ୍କ ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ

February 14, 2026
Latest News

କୃଷି କ୍ଷେତ୍ରରେ ବିପ୍ଳବ ଆଣିବ କୃଷି ଭିତ୍ତିଭୂମି ପାଣ୍ଠି: ଶିବରାଜ ସିଂ ଚୌହାନ

February 14, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026

ଆଜି ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 14, 2026

ଯାତ୍ରୀ ସୁରକ୍ଷା ଖର୍ଚ୍ଚକୁ ୧,୧୭,୬୯୩ କୋଟିକୁ ବୃଦ୍ଧି କଲା ଭାରତୀୟ ରେଳବାଇ

February 14, 2026

୨୦୨୬ ଟି୨୦ ବିଶ୍ୱକପର ଚାମ୍ପିଅନ୍ ହେବ ଟିମ୍ ଇଣ୍ଡିଆ!: ସେହୱାଗଙ୍କ ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.