Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତପୁରରେ ଅବକାରୀ ଚଢ଼ାଉ: ବ୍ରାଉନ୍ ସୁଗାର ଜବତ, ଜଣେ ଗିରଫ
ଆଜିର ଖବର

ଜଗତପୁରରେ ଅବକାରୀ ଚଢ଼ାଉ: ବ୍ରାଉନ୍ ସୁଗାର ଜବତ, ଜଣେ ଗିରଫ

November 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Excise raid in Jagatpur: Brown sugar seized, one arrested

କଟକ: କଟକ ଜିଲ୍ଲାରେ ନିଶା କାରବାର ବିରୋଧରେ ଅବକାରୀ ବିଭାଗକୁ ବଡ଼ ସଫଳତା ମିଳିଛି। ଜଗତପୁର ଥାନା ଅନ୍ତର୍ଗତ ଖଇରା କେନାଲ ରୋଡ୍‌ରେ ଅବକାରୀ ଗୁଇନ୍ଦା ଓ ପ୍ରବର୍ତ୍ତନ ବ୍ୟୁରୋ ପକ୍ଷରୁ ଚଢ଼ାଉ କରାଯାଇ ୧୪୬ ଗ୍ରାମ ବ୍ରାଉନ୍ ସୁଗାର ଜବତ କରାଯାଇଛି। ଜବତ ବ୍ରାଉନ୍ ସୁଗାରର ଆନୁମାନିକ ବଜାର ମୂଲ୍ୟ ୧୪ ଲକ୍ଷ ୬୦ ହଜାର ଟଙ୍କା ହେବ। ଏହି ମାମଲାରେ ସାଲେପୁର ଥାନା ଅନ୍ତର୍ଗତ ଗରୁଡ଼ାପୁର ଗ୍ରାମର ପ୍ରଶାନ୍ତ କୁମାର ବେହୁରା (୩୦) ନାମକ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ଅବକାରୀ ଅଧୀକ୍ଷକ ସମରଜିତ୍ ଦାଶଙ୍କ ନିର୍ଦ୍ଦେଶକ୍ରମେ ଏବଂ ଉପ-ଅବକାରୀ ଅଧୀକ୍ଷକ ରୋଶନ ଇସୁ ହାଁସଦାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଚଢ଼ାଉ କରାଯାଇଥିଲା। ବ୍ରାଉନ୍ ସୁଗାର ସହିତ ଚଢ଼ାଉକାରୀ ଦଳ ଏକ ମୋଟରସାଇକେଲ ମଧ୍ୟ ଜବତ କରିଛନ୍ତି। ଏନଡିପିଏସ ଆଇନ ଅନୁଯାୟୀ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବାବେଳେ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। କଟକକୁ ନିଶାମୁକ୍ତ କରିବା ପାଇଁ ଆଗକୁ ଏଭଳି ଅଭିଯାନ ଜାରି ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ଅବକାରୀ ଚଢ଼ାଉ ଜଗତପୁର ବ୍ରାଉନ୍ ସୁଗାର
Share. Facebook Twitter LinkedIn Email WhatsApp Copy Link

Related Posts

ଘନ କୁହୁଡି ସମୟରେ ସୁରକ୍ଷିତ ଟ୍ରେନ୍ ପରିଚାଳନା ପାଇଁ ସ୍ୱତନ୍ତ୍ର ସୁରକ୍ଷା ଅଭିଯାନ

November 10, 2026

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉଦ୍‌ଯାପିତ

November 10, 2026

ଟିମ୍ ଇଣ୍ଡିଆରୁ ୩ ଖେଳାଳି ବାହାର: ୪ର୍ଥ ଦିନିକିଆ ପାଇଁ ତିଲକ-କୁଶାଗ୍ରଙ୍କ ଏଣ୍ଟ୍ରି

November 10, 2026

ଖୋଲିଲା ମା’ ଭଗବତୀଙ୍କ ବାହାର ହୁଣ୍ଡି: ଜାଣନ୍ତୁ ସଂପୂର୍ଣ୍ଣ ଦାନ ପରିମାଣ

November 10, 2026
Latest News

ଘନ କୁହୁଡି ସମୟରେ ସୁରକ୍ଷିତ ଟ୍ରେନ୍ ପରିଚାଳନା ପାଇଁ ସ୍ୱତନ୍ତ୍ର ସୁରକ୍ଷା ଅଭିଯାନ

November 10, 2026

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉଦ୍‌ଯାପିତ

November 10, 2026

ବୈଦ ମାଧଵଚନ୍ଦ୍ର ନନ୍ଦଙ୍କ ୩୮ ତମ ଶ୍ରାଦ୍ଧବାର୍ଷିକୀ: କୃତି ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା ଓ ପୁରସ୍କାର ବିତରଣ

November 10, 2026

ଜଗତପୁରରେ ଅବକାରୀ ଚଢ଼ାଉ: ବ୍ରାଉନ୍ ସୁଗାର ଜବତ, ଜଣେ ଗିରଫ

November 10, 2026

ଟିମ୍ ଇଣ୍ଡିଆରୁ ୩ ଖେଳାଳି ବାହାର: ୪ର୍ଥ ଦିନିକିଆ ପାଇଁ ତିଲକ-କୁଶାଗ୍ରଙ୍କ ଏଣ୍ଟ୍ରି

November 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.