Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁରରେ ଏନକାଉଣ୍ଟର : ଦୁର୍ଦ୍ଦାନ୍ତ ଅପରାଧୀ ମୁସିମ୍‌ ଅଖତର ଓରଫ୍‌ ବିଟୁ ଆହତ
ଆଜିର ଖବର

ସମ୍ବଲପୁରରେ ଏନକାଉଣ୍ଟର : ଦୁର୍ଦ୍ଦାନ୍ତ ଅପରାଧୀ ମୁସିମ୍‌ ଅଖତର ଓରଫ୍‌ ବିଟୁ ଆହତ

September 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର ପୋଲିସକୁ ଏକ ବଡ ଧରଣର ସଫଳତା ମିଳିଛି । ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ମୁସିମ ଅଖତାର ଓରଫ ବିଟୁ ଆହତ ହୋଇଛି । ସୂଚନାନୁସାରେ, ଆଜି ସମ୍ବଲପୁର ପୋଲିସକୁ ଦୁର୍ଦ୍ଦାନ୍ତ ଅପରାଧୀ ମୁସିମ ଅଖତାର ବା ବିଟୁ କିଛି ବଡ ଧରଣର ଷଡଯନ୍ତ୍ର କରୁଥିବା ସୂଚନା ମିଳିଥିଲା । ଏହା ଆଧାରରେ ପୋଲିସର ସ୍ପେଶାଲ ସ୍କ୍ୱାର୍ଡ ଓ ଧନୁପାଲି ପୋଲିସ ମିଳିତ ଭାବେ ସିଟି ଷ୍ଟେସନ ଅଂଚଳରେ ଚଢାଉ କରିଥିଲେ । ପୋଲିସକୁ ଦେଖି ବିଟୁ ପ୍ରଥମେ ଗୁଳି ଚାଳନା କରିଥିଲା । ପୋଲିସ ଏହାର ପାଲଟା ଜବାବ ଦେଇଥିଲା । ଏହି ଏନକାଉଂଟରରେ ବିଟୁ ଆହତ ହୋଇଛି । ତାହାର ଗୋଡରେ ଗୁଳି ବାଜିଛି । ତାକୁ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହାସହ ଜଣେ ଏସଆଇ ମଧ୍ୟ ଆହତ ହୋଇଛନ୍ତି । କିନ୍ତୁ ବିଟୁର ଆଉ ଜଣେ ସହଯୋଗୀ ଫେରାର ହୋଇଯିବାରେ ସକ୍ଷମ ହୋଇଛି । ବିଟୁ ନିକଟରୁ ପିସ୍ତଲ, ଗୁଳି ଓ ନଗଦ ୪୦ ହଜାର ଟଙ୍କା ପୋଲିସ୍‌ ଜବତ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁରରୁ ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

January 24, 2026

ଆସନ୍ତାକାଲି ଜାତୀୟ ମତଦାତା ଦିବସ ଉପଲକ୍ଷେ ସଚେତନତା ପଦଯାତ୍ରା ଏବଂ ସାଇକେଲ୍‌ ଶୋଭାଯାତ୍ରା

January 24, 2026

ପାଇକ ବିଦ୍ରୋହର ମହାନାୟକ ବକ୍ସି ଜଗବନ୍ଧୁଙ୍କ ରାଜ୍ୟ ସ୍ତରୀୟ ଶ୍ରାଦ୍ଧଦିବସ ପାଳନ

January 24, 2026

ଦଳ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ନସିମୁଦ୍ଦିନ ସିଦ୍ଦିକି: ମନାଇବାକୁ ଯିବେ ଅଜୟ ରାୟ

January 24, 2026
Latest News

ଟି-୨୦ ବିଶ୍ୱକପ୍ ରୁ ମଧ୍ୟ ବିଦା ହେବ ପାକିସ୍ତାନ?: ପିସିବି ମୁଖ୍ୟଙ୍କ ଏହି ବୟାନରୁ ଆରମ୍ଭ ହେଲା ଚର୍ଚ୍ଚା

January 24, 2026

ସମ୍ବଲପୁରରୁ ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

January 24, 2026

ଆସନ୍ତାକାଲି ଜାତୀୟ ମତଦାତା ଦିବସ ଉପଲକ୍ଷେ ସଚେତନତା ପଦଯାତ୍ରା ଏବଂ ସାଇକେଲ୍‌ ଶୋଭାଯାତ୍ରା

January 24, 2026

୧୮ତମ ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

January 24, 2026

ଗିରିଧରପୁର ପ୍ରାଥମିକ ଓ ଆଞ୍ଚଳିକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

January 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.