Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁରରେ ଏନକାଉଣ୍ଟର : ଦୁର୍ଦ୍ଦାନ୍ତ ଅପରାଧୀ ମୁସିମ୍‌ ଅଖତର ଓରଫ୍‌ ବିଟୁ ଆହତ
ଆଜିର ଖବର

ସମ୍ବଲପୁରରେ ଏନକାଉଣ୍ଟର : ଦୁର୍ଦ୍ଦାନ୍ତ ଅପରାଧୀ ମୁସିମ୍‌ ଅଖତର ଓରଫ୍‌ ବିଟୁ ଆହତ

September 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର ପୋଲିସକୁ ଏକ ବଡ ଧରଣର ସଫଳତା ମିଳିଛି । ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ମୁସିମ ଅଖତାର ଓରଫ ବିଟୁ ଆହତ ହୋଇଛି । ସୂଚନାନୁସାରେ, ଆଜି ସମ୍ବଲପୁର ପୋଲିସକୁ ଦୁର୍ଦ୍ଦାନ୍ତ ଅପରାଧୀ ମୁସିମ ଅଖତାର ବା ବିଟୁ କିଛି ବଡ ଧରଣର ଷଡଯନ୍ତ୍ର କରୁଥିବା ସୂଚନା ମିଳିଥିଲା । ଏହା ଆଧାରରେ ପୋଲିସର ସ୍ପେଶାଲ ସ୍କ୍ୱାର୍ଡ ଓ ଧନୁପାଲି ପୋଲିସ ମିଳିତ ଭାବେ ସିଟି ଷ୍ଟେସନ ଅଂଚଳରେ ଚଢାଉ କରିଥିଲେ । ପୋଲିସକୁ ଦେଖି ବିଟୁ ପ୍ରଥମେ ଗୁଳି ଚାଳନା କରିଥିଲା । ପୋଲିସ ଏହାର ପାଲଟା ଜବାବ ଦେଇଥିଲା । ଏହି ଏନକାଉଂଟରରେ ବିଟୁ ଆହତ ହୋଇଛି । ତାହାର ଗୋଡରେ ଗୁଳି ବାଜିଛି । ତାକୁ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହାସହ ଜଣେ ଏସଆଇ ମଧ୍ୟ ଆହତ ହୋଇଛନ୍ତି । କିନ୍ତୁ ବିଟୁର ଆଉ ଜଣେ ସହଯୋଗୀ ଫେରାର ହୋଇଯିବାରେ ସକ୍ଷମ ହୋଇଛି । ବିଟୁ ନିକଟରୁ ପିସ୍ତଲ, ଗୁଳି ଓ ନଗଦ ୪୦ ହଜାର ଟଙ୍କା ପୋଲିସ୍‌ ଜବତ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୩୧ ତାରିଖରେ କ’ଣ ରହିଛି ଆପଣଙ୍କର ରାଶିଫଳ?, ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

July 31, 2026

ବିରିଘାଟରେ ଛାତ ଉପରେ ଫସିଥିବା ଲୋକଙ୍କ ନିକଟରେ ପହଞ୍ଚିଲା ଉଦ୍ଧାରକାରୀ ଦଳ

July 30, 2026

ସମ୍ ହସ୍ପିଟାଲ୍ ପକ୍ଷରୁ ଭୁବନେଶ୍ୱର କୋର୍ଟ ପରିସରରେ ବିଶାଳ ସ୍ୱାସ୍ଥ୍ୟ ଶିବିର ଆୟୋଜିତ

July 30, 2026

ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରଣପୁରର ସମୀକ୍ଷାଙ୍କ ସଫଳତା

July 30, 2026
Latest News

ଆଜି ଜୁଲାଇ ୩୧ ତାରିଖରେ କ’ଣ ରହିଛି ଆପଣଙ୍କର ରାଶିଫଳ?, ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

July 31, 2026

ବିରିଘାଟରେ ଛାତ ଉପରେ ଫସିଥିବା ଲୋକଙ୍କ ନିକଟରେ ପହଞ୍ଚିଲା ଉଦ୍ଧାରକାରୀ ଦଳ

July 30, 2026

ସମ୍ ହସ୍ପିଟାଲ୍ ପକ୍ଷରୁ ଭୁବନେଶ୍ୱର କୋର୍ଟ ପରିସରରେ ବିଶାଳ ସ୍ୱାସ୍ଥ୍ୟ ଶିବିର ଆୟୋଜିତ

July 30, 2026

ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରଣପୁରର ସମୀକ୍ଷାଙ୍କ ସଫଳତା

July 30, 2026

ଲୋକସଭାରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ବିଶେଷାଧିକାର ଭଙ୍ଗ ନୋଟିସ୍

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.