Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାତ୍ୟା ଆଶଙ୍କାରେ ଓଡ଼ିଶାର ୧୩ ଜିଲ୍ଲାରେ ସ୍କୁଲ ଛୁଟି, ୨୧ ତାରିଖ ଯାଏଁ ବନ୍ଦ ରହିବ ଶିକ୍ଷାନୁଷ୍ଠାନ
ଆଜିର ଖବର

ବାତ୍ୟା ଆଶଙ୍କାରେ ଓଡ଼ିଶାର ୧୩ ଜିଲ୍ଲାରେ ସ୍କୁଲ ଛୁଟି, ୨୧ ତାରିଖ ଯାଏଁ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

November 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ବାତ୍ୟା ଆଶଙ୍କାକୁ ନେଇ ଓଡ଼ିଶାରେ ବଢ଼ିଲା ପ୍ରଶାସନିକ ତତ୍ପରତା। ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୧୩ଟି ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ଘୋଷଣା କରାଯାଇଛି। ଛାତ୍ରଛାତ୍ରୀ ଓ ଶିଶୁମାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ପ୍ରଶାସନର ଘୋଷଣା ଅନୁଯାୟୀ, ଖୋର୍ଦ୍ଧା, କଟକ, ରାୟଗଡ଼ା, କୋରାପୁଟ, ବାଲେଶ୍ୱର, ମାଲକାନଗିରି ଓ ଭଦ୍ରକ ଜିଲ୍ଲାରେ ନଭେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ସେହିପରି ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ କନ୍ଧମାଳ ଜିଲ୍ଲାରେ ନଭେମ୍ବର ୨୦ ଓ ୨୧ ତାରିଖ ଦୁଇଦିନ ଧରି ଶିକ୍ଷାନୁଷ୍ଠାନ ବନ୍ଦ ରହିବ।

ବାତ୍ୟାର ସମ୍ଭାବ୍ୟ ପ୍ରଭାବ ଓ ପାଣିପାଗର ସ୍ଥିତିକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି। ବିଶେଷକରି ପ୍ରବଳ ବର୍ଷା, ପବନ ଓ ଯାତାୟାତରେ ସମସ୍ୟା ଆଶଙ୍କା ଥିବାରୁ ପିଲାମାନଙ୍କୁ ସ୍କୁଲ ଓ ଅଙ୍ଗନବାଡ଼ିକୁ ଯିବାକୁ ବାରଣ କରାଯାଇଛି।ତେବେ ପରିସ୍ଥିତି ଅନୁଧ୍ୟାନ କରି ପରବର୍ତ୍ତୀ ସମୟରେ ଛୁଟି ଅବଧି ବୃଦ୍ଧି ନେଇ ନିଷ୍ପତ୍ତି ନିଆଯାଇପାରେ। ଏଭଳି ସ୍ଥିତିରେ ଅଭିଭାବକମାନେ ଜିଲ୍ଲା ପ୍ରଶାସନର ପରବର୍ତ୍ତୀ ନିର୍ଦ୍ଦେଶ ଉପରେ ନଜର ରଖିବାକୁ ପରାମର୍ଶ।

Anganwadi Holiday Cyclone Alert Odisha Odisha Cyclone News School Closed in Odisha
Share. Facebook Twitter LinkedIn Email WhatsApp Copy Link

Related Posts

ଫିକ୍କିର ବାର୍ଷିକ ସାଧାରଣ ସଭା ଏବଂ ବାର୍ଷିକ ସମ୍ମିଳନୀକୁ ଉଦ୍‌ଘାଟନ କଏଲଇ ପ୍ରଧାନମନ୍ତ୍ରୀ

November 19, 2026

ପ୍ରକାଶ ପାଇଲା ୨୦୨୭ ଯୁକ୍ତ ୨ ପରୀକ୍ଷା ସୂଚୀ

November 19, 2026

‘ୱି ଆର୍ ଅଲ୍ ଷ୍ଟ୍ରେଞ୍ଜର୍ସ’ ଚଳଚ୍ଚିତ୍ର ସହ ଉଦଯାପିତ ହେବ ୫୭ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ

November 19, 2026

ଆଇସିଏଆର୍‌-ସିଫା ପକ୍ଷରୁ ୧୪ତମ ଭାରତୀୟ ମତ୍ସ୍ୟ ଓ ଜଳକୃଷି ଫୋରମ୍ ଆୟୋଜିତ

November 19, 2026
Latest News

ବାତ୍ୟା ଆଶଙ୍କାରେ ଓଡ଼ିଶାର ୧୩ ଜିଲ୍ଲାରେ ସ୍କୁଲ ଛୁଟି, ୨୧ ତାରିଖ ଯାଏଁ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

November 19, 2026

ଫିକ୍କିର ବାର୍ଷିକ ସାଧାରଣ ସଭା ଏବଂ ବାର୍ଷିକ ସମ୍ମିଳନୀକୁ ଉଦ୍‌ଘାଟନ କଏଲଇ ପ୍ରଧାନମନ୍ତ୍ରୀ

November 19, 2026

ପ୍ରକାଶ ପାଇଲା ୨୦୨୭ ଯୁକ୍ତ ୨ ପରୀକ୍ଷା ସୂଚୀ

November 19, 2026

‘ୱି ଆର୍ ଅଲ୍ ଷ୍ଟ୍ରେଞ୍ଜର୍ସ’ ଚଳଚ୍ଚିତ୍ର ସହ ଉଦଯାପିତ ହେବ ୫୭ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ

November 19, 2026

ଆଇସିଏଆର୍‌-ସିଫା ପକ୍ଷରୁ ୧୪ତମ ଭାରତୀୟ ମତ୍ସ୍ୟ ଓ ଜଳକୃଷି ଫୋରମ୍ ଆୟୋଜିତ

November 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.