Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଡ଼ ଆଖଡ଼ା ମଠ ଉଚ୍ଛେଦ ପାଇଁ ପ୍ରଶାସନ ଚାପ ପକାଉଛି: ମଠ ମହନ୍ତ
ଆଜିର ଖବର

ବଡ଼ ଆଖଡ଼ା ମଠ ଉଚ୍ଛେଦ ପାଇଁ ପ୍ରଶାସନ ଚାପ ପକାଉଛି: ମଠ ମହନ୍ତ

September 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀର ସୌନ୍ଦର୍ଯ୍ୟକରଣ ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ଉଚ୍ଛେଦ କାର୍ଯ୍ୟ ଜାରି ରହିଛି । ପୁରୀଠାରେ ୭୫ମିଟର ଯାଏ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି । ଏହି ଉଚ୍ଛେଦରେ ଲଙ୍ଗୁଳି ମଠ ଓ ଏମାର ମଠ ପରେ ଏବେ ବଡ଼ ଅଖଡ଼ା ମଠର ପାଳି । ଏହି ବଡ଼ ଆଖଡ଼ା ମଠ ଉଚ୍ଛେଦ ନିଷ୍ପତିକୁ ମଠ ମହନ୍ତ ବିରୋଧ କରିବା ସହ ଏଥିପାଇଁ ପ୍ରଶାସନ ଚାପ ପକାଉଥିବା ଅଭିଯୋଗ କରିଛନ୍ତି । ‘ଏଣ୍ଡୋମେଣ୍ଟ କମିଶନ କିମ୍ବା ଏଏସଆଇ ମଠ ବିପଦ ସଂକୁଳ ବୋଲି କହିନାହାଁନ୍ତି ।  ବରଂ ମଠ ବିପଦ ସଂକୁଳ ଦର୍ଶାଇ ଦସ୍ତାବିଜରେ ଦସ୍ତଖତ ପାଇଁ ପ୍ରଶାସନ ବାଧ୍ୟ କରୁଥିବା ସେ ଅଭିଯୋଗ କରିଛନ୍ତି । କିନ୍ତୁ ବଡ଼ଆଖଡ଼ା ମଠ ବିପଦ ସଂକୁଳ ନୁହେଁ ବୋଲି ମଠ ମହନ୍ତ କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅମିୟ କୁମାର ଖିଲାର SNEA ର ଅଖିଲ ଭାରତୀୟ CHQ ଆଡ୍‌ଭାଇଜର ଭାବେ ସର୍ବସମ୍ମତିରେ ନିର୍ବାଚିତ

December 17, 2025

ଗର୍ଭବତୀ ମା’ କୁ ରକ୍ତଦାନ କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

December 17, 2025

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ୨୦୨୫-୨୬ ଅନୁଷ୍ଠିତ

December 17, 2025

ଦ୍ଵିତୀୟ ଦିବସରେ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ନେଟବଲ ପ୍ରତିଯୋଗିତା

December 17, 2025
Latest News

ବରଗଡ଼ ରୋଡ୍‌ -ନୂଆପଡ଼ା ରୋଡ୍‌ ନୂଆ ରେଳ ଲାଇନ ପାଇଁ ଜମି ଅଧିଗ୍ରହଣ ଜାରି ରହିଛି: ରେଳ ମନ୍ତ୍ରୀ

December 17, 2025

ଅମିୟ କୁମାର ଖିଲାର SNEA ର ଅଖିଲ ଭାରତୀୟ CHQ ଆଡ୍‌ଭାଇଜର ଭାବେ ସର୍ବସମ୍ମତିରେ ନିର୍ବାଚିତ

December 17, 2025

ଗର୍ଭବତୀ ମା’ କୁ ରକ୍ତଦାନ କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

December 17, 2025

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ୨୦୨୫-୨୬ ଅନୁଷ୍ଠିତ

December 17, 2025

ଦ୍ଵିତୀୟ ଦିବସରେ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ନେଟବଲ ପ୍ରତିଯୋଗିତା

December 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.