Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜଧାନୀ ଡ୍ରେନ୍‌ରେ ଭାସିଗଲେ 3 ଯୁବକ
ଆଜିର ଖବର

ରାଜଧାନୀ ଡ୍ରେନ୍‌ରେ ଭାସିଗଲେ 3 ଯୁବକ

September 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସ୍ମାର୍ଟ ସିଟି ଭୁବନେଶ୍ବରରେ ଡ୍ରେନ୍‌ରେ ତିନି ଜଣ ଯୁବକ ଭାସି ଯାଇଛନ୍ତି ତିନି ଜଣ ଯୁବକ । ତିନି ଜଣ ଯୁବକ ଏକ ବାଇକ୍‌ରେ ଯାଉଥିବା ବେଳେ ସୋମବାର ରାତିରେ ପ୍ରବଳ ବର୍ଷାରେ ଏହି ତିନି ଯୁବକ ଆଚାର୍ଯ୍ୟ ବିହାର-ଜୟଦେବ ବିହାର ରାସ୍ତା ମଧ୍ୟରେ ଭାସି ଯାଇଥିବା ଜଣାପଡିଛି । ଉତ୍କଳ ଭିଲ୍ଲାସ ନିକଟରେ ରହିଥିବା ଡ୍ରେନ୍‌ରେ ଏହି ତିନି ଯୁବକ ଭାସି ଯାଇଥିବା ଜଣାପଡିଛି । ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ସିସିଟିଭି ଫୁଟେଜ୍‌ରୁ ଜଣାପଡିଛି । ତିନି ଯୁବକ ଡ୍ରେନ୍‌ରେ ଭାସିଯାଇଥିବା ବେଳେ ଅଗ୍ନିଶମ ବିଭାଗ ପକ୍ଷରୁ ଅନୁସନ୍ଧାନ ଜାରି ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬: କୋଲକାତାରେ ଭବ୍ୟ ବିଶ୍ୱ ଯୋଗ ଦିବସ ଉତ୍ସବ

June 21, 2026

ମହିଳା ଏନଜିଓ କର୍ମୀଙ୍କୁ ଦୁର୍ବ୍ୟବହାର ଘଟଣା: ଏବେ ସୁଦ୍ଧା ୨୧ ଗିରଫ

June 21, 2026

ଭୁବନେଶ୍ୱରରେ ୨୩ତମ ପିଏମ୍‌-କିଷାନ୍‌ କିସ୍ତି ହସ୍ତାନ୍ତରର ଲାଇଭ୍ ୱେବକାଷ୍ଟ୍‌

June 21, 2026

ଆଜି ଜୁନ୍ ୨୧ ରବିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 21, 2026
Latest News

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬: କୋଲକାତାରେ ଭବ୍ୟ ବିଶ୍ୱ ଯୋଗ ଦିବସ ଉତ୍ସବ

June 21, 2026

ମହିଳା ଏନଜିଓ କର୍ମୀଙ୍କୁ ଦୁର୍ବ୍ୟବହାର ଘଟଣା: ଏବେ ସୁଦ୍ଧା ୨୧ ଗିରଫ

June 21, 2026

ଭୁବନେଶ୍ୱରରେ ୨୩ତମ ପିଏମ୍‌-କିଷାନ୍‌ କିସ୍ତି ହସ୍ତାନ୍ତରର ଲାଇଭ୍ ୱେବକାଷ୍ଟ୍‌

June 21, 2026

ଆଜି ଜୁନ୍ ୨୧ ରବିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 21, 2026

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.