Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜଧାନୀ ଭୁବନେଶ୍ବରରେ ନକଲି ଖାଇବା ତେଲ କାରଖାନା ଠାବ : ତିନି ଗିରଫ
ଆଜିର ଖବର

ରାଜଧାନୀ ଭୁବନେଶ୍ବରରେ ନକଲି ଖାଇବା ତେଲ କାରଖାନା ଠାବ : ତିନି ଗିରଫ

September 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

 

ରାଜଧାନୀ ଭୁବନେଶ୍ବରରେ ନକଲି ଖାଇବା ତେଲ କାରଖାନା ଠାବ ହୋଇଛି । ପୋଲିସ ଲକ୍ଷ୍ମୀସାଗର ଅଂଚଳରେ ଚଢାଉ କରି ୩ଜଣ ବ୍ୟବସାୟୀଙ୍କୁ ଗିରଫ କରିବା ସହ ବିଭିନ୍ନ କମ୍ପାନୀର ଲୋଗୋ ଥିବା ନକଲି ଓ ଅପମିଶ୍ରିତ ଖାଇବା ତେଲ ଜବତ କରିଛି । ସୂଚନାନୁସାରେ, ଦୀର୍ଘଦିନ ଧରି ଭୁବନେଶ୍ୱର ଲକ୍ଷ୍ମୀ ସାଗର ଅଂଚଳରେ  ଥିବା ଏକ ଘରେ ଚାଲିଥିଲା ଏକ ବେଆଇନ ନକଲି ଖାଇବା ତେଲ କାରଖାନା । କୈା ଗୁପ୍ତ ସୂତ୍ରରୁ ଖବର ପାଇଁ ଆଜି ପୋଲିସ ସେଠାରେ ଚଢାଉ କରିଥିଲା । ସେଠାରୁ ବିଭିନ୍ନ କମ୍ପାନୀର ଲୋଗୋ ଥିବା ବିପୁଳ ପରିମାଣର ନକଲି ଓ ଅପମିଶ୍ରିତ ଖାଇବା ତେଲ ଓ ଘିଅ ଜବତ କରାଯାଇଛି । ଏହା ସହ ସେଠାରୁ ବିଭିନ୍ନ ନାମୀଦାମୀ ବ୍ରାଣ୍ଡର ଲୋଗୋ ନକଲ ଥିବା ଖାଲି ବତଲ ଜବତ ହୋଇଛି । କିଛି ଦିନ ତଳେ କଟକ ସଦର ବମ୍ପକୁଦ ଅଂଚଳରୁ ମଧ୍ୟ ଏକ ନକଲି ଖାଇବା ତେଲ କାରଖାନା ଜବତ ହୋଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଅମିୟ କୁମାର ଖିଲାର SNEA ର ଅଖିଲ ଭାରତୀୟ CHQ ଆଡ୍‌ଭାଇଜର ଭାବେ ସର୍ବସମ୍ମତିରେ ନିର୍ବାଚିତ

December 17, 2025

ଗର୍ଭବତୀ ମା’ କୁ ରକ୍ତଦାନ କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

December 17, 2025

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ୨୦୨୫-୨୬ ଅନୁଷ୍ଠିତ

December 17, 2025

ଦ୍ଵିତୀୟ ଦିବସରେ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ନେଟବଲ ପ୍ରତିଯୋଗିତା

December 17, 2025
Latest News

ବରଗଡ଼ ରୋଡ୍‌ -ନୂଆପଡ଼ା ରୋଡ୍‌ ନୂଆ ରେଳ ଲାଇନ ପାଇଁ ଜମି ଅଧିଗ୍ରହଣ ଜାରି ରହିଛି: ରେଳ ମନ୍ତ୍ରୀ

December 17, 2025

ଅମିୟ କୁମାର ଖିଲାର SNEA ର ଅଖିଲ ଭାରତୀୟ CHQ ଆଡ୍‌ଭାଇଜର ଭାବେ ସର୍ବସମ୍ମତିରେ ନିର୍ବାଚିତ

December 17, 2025

ଗର୍ଭବତୀ ମା’ କୁ ରକ୍ତଦାନ କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

December 17, 2025

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ୨୦୨୫-୨୬ ଅନୁଷ୍ଠିତ

December 17, 2025

ଦ୍ଵିତୀୟ ଦିବସରେ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ନେଟବଲ ପ୍ରତିଯୋଗିତା

December 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.