Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହରିକେନ୍‌ ଡୋରିଆନ୍‌ ପ୍ରଭାବରେ ବାହାମାସ୍‌ରେ 7 ମୃତ
ଆଜିର ଖବର

ହରିକେନ୍‌ ଡୋରିଆନ୍‌ ପ୍ରଭାବରେ ବାହାମାସ୍‌ରେ 7 ମୃତ

September 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ହରିକେନ୍‌ ଡୋରିଆନ୍‌ ପ୍ରଭାବରେ ବାହାମାସ୍‌ରେ 7 ଜଣଙ୍କର ମୃତ୍ୟୁ ଘଟିଛି । ଝଡର ପ୍ରଭାବ ଅଧିକ ରହିଥିବାରୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ବାହାମାସ୍‌ ପ୍ରଧାନମନ୍ତ୍ରୀ ହ୍ୟୁବର୍ଟ ମିନ୍ନିସ୍‌ ପ୍ରକାଶ କରିଛନ୍ତି । ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଏହି ସୂଚନା ଦେଇଛନ୍ତି । ପୂର୍ବରୁ 5 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ମଙ୍ଗଳବାର ନ୍ୟୁ ପ୍ରୋଭିନ୍ସ ଆଇଲ୍ୟାଣ୍ଡରେ ଦୁଇ ଜଣ ଗୁରୁତର ଆହତଙ୍କ ପ୍ରାଣହାନି ଘଟିଥିଲା । କ୍ୟାଟେଗୋରୀ-2 ଶ୍ରେଣୀର ଝଡର ମାନ୍ୟତା ପାଇଥିବା ଏହି ସାମୁଦ୍ରିକ ଝଡ ବାହାମାସ୍‌ ପରେ ଆମେରିକା ମୁହାଁ ହୋଇଛି । ଝଡ ପ୍ରଭାବରେ ଅନେକ ଲୋକ ଗୁରୁତର ଆହତ ହୋଇଥିବାରୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ସମ୍ଭାବନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026

ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି ମଧ୍ୟରେ କ୍ୟାବିନେଟ ବୈଠକ କଲେ ପ୍ରଧାନମନ୍ତ୍ରୀ ମୋଦୀ 

July 31, 2026

ଉପେନ୍ଦ୍ର କୁଶୱାହାଙ୍କ ପାଇଁ ବିଜେପି ର ତ୍ୟାଗ: ପୁଅ ଦୀପକ ପ୍ରକାଶଙ୍କୁ ଦେଲା ଏମଏଲସି ଆସନ

July 31, 2026
Latest News

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026

ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି ମଧ୍ୟରେ କ୍ୟାବିନେଟ ବୈଠକ କଲେ ପ୍ରଧାନମନ୍ତ୍ରୀ ମୋଦୀ 

July 31, 2026

ଉପେନ୍ଦ୍ର କୁଶୱାହାଙ୍କ ପାଇଁ ବିଜେପି ର ତ୍ୟାଗ: ପୁଅ ଦୀପକ ପ୍ରକାଶଙ୍କୁ ଦେଲା ଏମଏଲସି ଆସନ

July 31, 2026

ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ମୋଟ ଦାନ ପରିମାଣ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.