Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ି ମୁଖପାତ୍ର, ମିଡ଼ିଆ ଟିମ୍‌ ଓ ପାନେଲିଷ୍ଟ୍‌ଙ୍କ ନାମ ଘୋଷଣା  : ଜାତୀୟ ଗଣମାଧ୍ୟମ ସଂଯୋଜକ ଭାବେ ସସ୍ମିତ ପାତ୍ରଙ୍କୁ ନିଯୁକ୍ତି
ଆଜିର ଖବର

ବିଜେଡ଼ି ମୁଖପାତ୍ର, ମିଡ଼ିଆ ଟିମ୍‌ ଓ ପାନେଲିଷ୍ଟ୍‌ଙ୍କ ନାମ ଘୋଷଣା  : ଜାତୀୟ ଗଣମାଧ୍ୟମ ସଂଯୋଜକ ଭାବେ ସସ୍ମିତ ପାତ୍ରଙ୍କୁ ନିଯୁକ୍ତି

September 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
sasmit patra slams bjp
sasmit patra slams bjp

ବିଜେଡି ପକ୍ଷରୁ ଏହାର ଜାତୀୟ ମୁଖପାତ୍ର, ମିଡିଆ ଟିମ୍‌ ସଦସ୍ୟ ଓ ପାନେଲିଷ୍ଟଙ୍କ ନାଁ ଘୋଷଣା କରାଯାଇଛି। ଦଳର ଜାତୀୟ ଗଣମାଧ୍ୟମ ସଂଯୋଜକ ଭାବେ ଡ. ସସ୍ମିତ ପାତ୍ରଙ୍କୁ ନିଯୁକ୍ତି କରାଯାଇଥିବାବେଳେ ଜାତୀୟ ମୁଖପାତ୍ର ଭାବେ ନିଯୁକ୍ତ ହୋଇଛନ୍ତି ଏମ୍‌ପି ପିନାକୀ ମିଶ୍ର, ଅନୁଭବ ମହାନ୍ତି, ଡ. ଅମର ପଟ୍ଟନାୟକ, ଡ. ସସ୍ମିତ ପାତ୍ର ଓ ସତ୍ୟନାରାୟଣ ସାହୁ। ସେହିପରି ଦଳର ମୁଖପାତ୍ର ଭାବରେ ଟିମ୍‌ରେ ରହିଛନ୍ତି ୧୪ଜଣ । ସେମାନଙ୍କ ମଧ୍ୟରେ ଦୁଇ ଜଣ ଏମ୍‌ପି ସ୍ଥାନ ପାଇଛି। ଏହି ଟିମ୍‌ର ସଦସ୍ୟମାନେ ହେଲେ ବିଧାୟକ ପ୍ରତାପ କେଶରୀ ଦେବ, ଦେବୀ ପ୍ରସାଦ ମିଶ୍ର, ଏମ୍‌ପି ପ୍ରଶାନ୍ତ ନନ୍ଦ, ଏ଼ମ୍‌ପି ରମେଶ ଚନ୍ଦ୍ର ମାଝି, ବିଧାୟକ ବ୍ୟୋମକେଶ ରାୟ, ସୁବାସ ଚୌହାନ, ସୁବାସ ସିଂ, ଆକାଶ ଦାସନାୟକ, ଅନୁଭବ ପଟ୍ଟନାୟକ, ଲେନିନ୍‌ ମହାନ୍ତି, ସୁଲତା ଦେଓ, ଲୋପାମୁଦ୍ରା ବକ୍ସିପାତ୍ର, ଶ୍ରୀମୟୀ ଶ୍ୱେତା ସ୍ନିଗ୍ଧା ମିଶ୍ର ଓ ଭରଦ୍ୱାଜ ମିଶ୍ର ପ୍ରମଖ । ଏତଦବ୍ୟତୀତ ଟିଭି ବିତର୍କରେ ଭାଗ ନେବା ପାଇଁ ଏକ ପ୍ୟାନେଲିଷ୍ଟ ତାଲିକା ମଧ୍ୟ ଘୋଷଣା କରାଯାଇଛି । ଏହି ତାଲିକାରେ ବିଜେଡ଼ି ତରଫରୁ ୧୦ଜଣଙ୍କୁ ସାମିଲ୍‌ କରାଯାଇଛି ।  ମିହିର ମହାନ୍ତି, ଡ. ସନ୍ତୋଷ ଲେଙ୍କା, ବିଶ୍ୱଜିତ ମହାନ୍ତି, ସଞ୍ଜୟ ବାବୁ, ଡ.ହରିଶ ଚୌଧୁରୀ, ତପନ ଦାସ, ଦୁର୍ଗା ସାମନ୍ତରାୟ, ପ୍ରିୟବ୍ରତ ମାଝି, ଚକ୍ରଧର ଦାସ ଓ ଓମ୍‌ ପ୍ରକାଶ ସାହୁ ପ୍ରମୁଖ ଏହି ତାଲିକାରେ ସ୍ଥାନ ପାଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026

ଆଜି ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 14, 2026

ଯାତ୍ରୀ ସୁରକ୍ଷା ଖର୍ଚ୍ଚକୁ ୧,୧୭,୬୯୩ କୋଟିକୁ ବୃଦ୍ଧି କଲା ଭାରତୀୟ ରେଳବାଇ

February 14, 2026

୨୦୨୬ ଟି୨୦ ବିଶ୍ୱକପର ଚାମ୍ପିଅନ୍ ହେବ ଟିମ୍ ଇଣ୍ଡିଆ!: ସେହୱାଗଙ୍କ ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ

February 14, 2026
Latest News

କୃଷି କ୍ଷେତ୍ରରେ ବିପ୍ଳବ ଆଣିବ କୃଷି ଭିତ୍ତିଭୂମି ପାଣ୍ଠି: ଶିବରାଜ ସିଂ ଚୌହାନ

February 14, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026

ଆଜି ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 14, 2026

ଯାତ୍ରୀ ସୁରକ୍ଷା ଖର୍ଚ୍ଚକୁ ୧,୧୭,୬୯୩ କୋଟିକୁ ବୃଦ୍ଧି କଲା ଭାରତୀୟ ରେଳବାଇ

February 14, 2026

୨୦୨୬ ଟି୨୦ ବିଶ୍ୱକପର ଚାମ୍ପିଅନ୍ ହେବ ଟିମ୍ ଇଣ୍ଡିଆ!: ସେହୱାଗଙ୍କ ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.