Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଣ୍ଡନରେ ଭାରତୀୟ ଉଚ୍ଚାୟୁକ୍ତଙ୍କ ଉପରେ ଆକ୍ରମଣ : ଦୁଇ ପାକ୍‌ ନାଗରିକ ଗିରଫ
ଆଜିର ଖବର

ଲଣ୍ଡନରେ ଭାରତୀୟ ଉଚ୍ଚାୟୁକ୍ତଙ୍କ ଉପରେ ଆକ୍ରମଣ : ଦୁଇ ପାକ୍‌ ନାଗରିକ ଗିରଫ

September 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗତକାଲି ଭାରତୀୟ ଉଚ୍ଚାୟୁକ୍ତଙ୍କ ଉପରକୁ ଆକ୍ରମଣ କରାଯିବା ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ଜମ୍ମୁ କାଶ୍ମୀରରୁ ଧାରା 370 ଉଚ୍ଛେଦ ପ୍ରତିବାଦ କରି ହଜାର ହଜାର ପାକ୍‌ ନାଗରିକ ଧାରଣା ଦେଇଥିଲେ । ଏହି ଧାରଣା ସମୟରେ ଦୁଇ ନାଗରିକ ଭାରତୀୟ ଉଚ୍ଚାୟୁକ୍ତଙ୍କୁ ପକଥର ଫୋପାଡିବା ସହିତ କାଶ୍ମୀରକୁ ମୁକ୍ତ କରିବାର ସ୍ଲୋଗାନ ଦେଇଥିଲେ । ସ୍କଟଲ୍ୟାଣ୍ଡ ୟାର୍ଡ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦୁଇ ନାଗରିକ ହେଉଛନ୍ତି ବ୍ରିଟିଶ୍‌ ପାକିସ୍ତାନୀ । ଏହି ଆକ୍ରମଣକୁ ଲଣ୍ଡନ ମେୟର ସାଦିକ୍‌ ଖାନ୍‌ ନିନ୍ଦା କରିବା ସହିତ ଅଭିଯୁକ୍ତଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ପୂର୍ବରୁ ସମାନ ଘଟଣା ଅଗଷ୍ଟ 15 ତାରିଖରେ ଦେଖିବାକୁ ମିଳିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଅମିୟ କୁମାର ଖିଲାର SNEA ର ଅଖିଲ ଭାରତୀୟ CHQ ଆଡ୍‌ଭାଇଜର ଭାବେ ସର୍ବସମ୍ମତିରେ ନିର୍ବାଚିତ

December 17, 2025

ଗର୍ଭବତୀ ମା’ କୁ ରକ୍ତଦାନ କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

December 17, 2025

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ୨୦୨୫-୨୬ ଅନୁଷ୍ଠିତ

December 17, 2025

ଦ୍ଵିତୀୟ ଦିବସରେ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ନେଟବଲ ପ୍ରତିଯୋଗିତା

December 17, 2025
Latest News

ବରଗଡ଼ ରୋଡ୍‌ -ନୂଆପଡ଼ା ରୋଡ୍‌ ନୂଆ ରେଳ ଲାଇନ ପାଇଁ ଜମି ଅଧିଗ୍ରହଣ ଜାରି ରହିଛି: ରେଳ ମନ୍ତ୍ରୀ

December 17, 2025

ଅମିୟ କୁମାର ଖିଲାର SNEA ର ଅଖିଲ ଭାରତୀୟ CHQ ଆଡ୍‌ଭାଇଜର ଭାବେ ସର୍ବସମ୍ମତିରେ ନିର୍ବାଚିତ

December 17, 2025

ଗର୍ଭବତୀ ମା’ କୁ ରକ୍ତଦାନ କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

December 17, 2025

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ୨୦୨୫-୨୬ ଅନୁଷ୍ଠିତ

December 17, 2025

ଦ୍ଵିତୀୟ ଦିବସରେ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ନେଟବଲ ପ୍ରତିଯୋଗିତା

December 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.