Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ବାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି, ଗଠନ ହେଲା ମଧ୍ୟବର୍ତ୍ତୀକାଳୀନ ଟ୍ରଷ୍ଟ
ଆଜିର ଖବର

ସ୍ବାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି, ଗଠନ ହେଲା ମଧ୍ୟବର୍ତ୍ତୀକାଳୀନ ଟ୍ରଷ୍ଟ

September 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସ୍ୱାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ଆଜି ଅବକାଶ ନୀତି ଆରମ୍ଭ ହୋଇଛି,  ଦେଢଦିନ ପରେ ମହାପ୍ରଭୁ ଲିଙ୍ଗରାଜ ଦାନ୍ତ ଘଷିଛନ୍ତି । ଏନେଇ ବ୍ରାହ୍ମଣ ନିଯୋଗ ସଭାପତି ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି। ଜବରଦଖଲରେ ଥିବା ପ୍ରଭୁ ଲିଙ୍ଗରାଜଙ୍କ ବହୁ ମୂଲ୍ୟବାନ ସମ୍ପତ୍ତି ଫେରାଇ ଆଣିବା ପାଇଁ ପୂଜାପଣ୍ଡାମାନେ ନୀତିକାନ୍ତି ବନ୍ଦ କରିଦେଇଥିଲେ । ତେବେ ଆଜି ଦେବୋତ୍ତର କମିଶନଙ୍କ ଲିଖିତ ପ୍ରତିଶୃତି ଦେବା ପରେ ନୀତିକାନ୍ତି ସ୍ୱାଭାବିକ ହୋଇଛି ।  ପୂଜାପଣ୍ଡା ଓ ବ୍ରାହ୍ମଣ ନିଯୋଗର ଅସହେଯାଗ ଯୋଗୁଁ ପ୍ରଭୁ ଲିଙ୍ଗରାଜଙ୍କର ନୀତିକାନ୍ତି ହୋଇ ପାରି ନଥିଲା । ଜବରଦଖଲରେ ଥିବା ଲିଙ୍ଗରାଜଙ୍କ ବହୁ ମୂଲ୍ୟବାନ ଜମିକୁ ଫେରାଇ ଆଣିବା ପାଇଁ ପ୍ରଶାସନ କୌଣସି ପଦକ୍ଷେପ ନେଉ ନଥିବାରୁ ପୂଜାପଣ୍ଡାମାନେ ଏହାକୁ ବିରୋଧ ପ୍ରଦର୍ଶନ କରି କୌଣସୀ ନୀତିକାନ୍ତି କରି ନଥିଲେ । ଉଲ୍ଲେଖଯୋଗ୍ୟ, ଲିଙ୍ଗରାଜ ମହାପ୍ରଭୁଙ୍କୁ ନୂଆଗାଁ ଗଙ୍ଗୁଆ ନଦୀ କୂଳରେ ଥିବା ପ୍ରାୟ ୫୦ କୋଟି ଟଙ୍କାର ଜମି ଜବରଦଖଲ ହୋଇଛି । ଏହି ଜମିରେ ବେଆଇନି ଭାବରେ ଦୋକାନ ସବୁ ଗଢି ଉଠିଛି । ଯାହାକୁ ବ୍ରାହ୍ମଣ ନିଯୋଗ ଏବଂ ପୂଜାପଣ୍ଡାମାନେ ବିରୋଧ ପ୍ରଦର୍ଶନ କରିଥିଲେ । ଫଳରେ ଗତକାଲି ଠାରୁ ପ୍ରଭୁଙ୍କର ସମସ୍ତ ନୀତିକାନ୍ତି ବନ୍ଦ ଥିଲା । ସେହିପରି ଲିଙ୍ଗରାଜଙ୍କ ପାଇଁ ମଧ୍ୟବର୍ତ୍ତୀକାଳୀନ ଟ୍ରଷ୍ଟ ଗଠନ ହୋଇଛି । ନୀତିକାନ୍ତ ସ୍ବାଭାବିକ ଓ ଜମି ବିବାଦ ଲାଗି ଏହି ଟ୍ରଷ୍ଟ ଗଠନ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ-ପାକିସ୍ତାନ ମ୍ୟାଚ୍ ପୂର୍ବରୁ ବିଜ୍ଞାପନ ବଜାରରେ ବଡ଼ ପ୍ରତିଯୋଗୀତା: ଜାଣନ୍ତୁ ୧୦-ସେକେଣ୍ଡ ସ୍ଲଟର ମୂଲ୍ୟ

February 14, 2026

ଭାରତକୁ ପରାସ୍ତ କରିବ ପାକିସ୍ତାନ!: ଜିମ୍ବାୱେ ର ଉଦାହରଣ ଦେଇ ଉପହାସ କଲେ ମହମ୍ମଦ ୟୁସୁଫ

February 14, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026

ଆଜି ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 14, 2026
Latest News

ଭାରତ-ପାକିସ୍ତାନ ମ୍ୟାଚ୍ ପୂର୍ବରୁ ବିଜ୍ଞାପନ ବଜାରରେ ବଡ଼ ପ୍ରତିଯୋଗୀତା: ଜାଣନ୍ତୁ ୧୦-ସେକେଣ୍ଡ ସ୍ଲଟର ମୂଲ୍ୟ

February 14, 2026

ଭାରତ ନା ପାକିସ୍ତାନ, କାହାକୁ ଗ୍ରହଣ କରିବେ ତାରିକ ରହମାନ? ଏପର୍ଯ୍ୟନ୍ତ କ’ଣ ସଙ୍କେତ ମିଳୁଛି?

February 14, 2026

ଭାରତକୁ ପରାସ୍ତ କରିବ ପାକିସ୍ତାନ!: ଜିମ୍ବାୱେ ର ଉଦାହରଣ ଦେଇ ଉପହାସ କଲେ ମହମ୍ମଦ ୟୁସୁଫ

February 14, 2026

କୃଷି କ୍ଷେତ୍ରରେ ବିପ୍ଳବ ଆଣିବ କୃଷି ଭିତ୍ତିଭୂମି ପାଣ୍ଠି: ଶିବରାଜ ସିଂ ଚୌହାନ

February 14, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.