Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ବାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି, ଗଠନ ହେଲା ମଧ୍ୟବର୍ତ୍ତୀକାଳୀନ ଟ୍ରଷ୍ଟ
ଆଜିର ଖବର

ସ୍ବାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି, ଗଠନ ହେଲା ମଧ୍ୟବର୍ତ୍ତୀକାଳୀନ ଟ୍ରଷ୍ଟ

September 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସ୍ୱାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ଆଜି ଅବକାଶ ନୀତି ଆରମ୍ଭ ହୋଇଛି,  ଦେଢଦିନ ପରେ ମହାପ୍ରଭୁ ଲିଙ୍ଗରାଜ ଦାନ୍ତ ଘଷିଛନ୍ତି । ଏନେଇ ବ୍ରାହ୍ମଣ ନିଯୋଗ ସଭାପତି ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି। ଜବରଦଖଲରେ ଥିବା ପ୍ରଭୁ ଲିଙ୍ଗରାଜଙ୍କ ବହୁ ମୂଲ୍ୟବାନ ସମ୍ପତ୍ତି ଫେରାଇ ଆଣିବା ପାଇଁ ପୂଜାପଣ୍ଡାମାନେ ନୀତିକାନ୍ତି ବନ୍ଦ କରିଦେଇଥିଲେ । ତେବେ ଆଜି ଦେବୋତ୍ତର କମିଶନଙ୍କ ଲିଖିତ ପ୍ରତିଶୃତି ଦେବା ପରେ ନୀତିକାନ୍ତି ସ୍ୱାଭାବିକ ହୋଇଛି ।  ପୂଜାପଣ୍ଡା ଓ ବ୍ରାହ୍ମଣ ନିଯୋଗର ଅସହେଯାଗ ଯୋଗୁଁ ପ୍ରଭୁ ଲିଙ୍ଗରାଜଙ୍କର ନୀତିକାନ୍ତି ହୋଇ ପାରି ନଥିଲା । ଜବରଦଖଲରେ ଥିବା ଲିଙ୍ଗରାଜଙ୍କ ବହୁ ମୂଲ୍ୟବାନ ଜମିକୁ ଫେରାଇ ଆଣିବା ପାଇଁ ପ୍ରଶାସନ କୌଣସି ପଦକ୍ଷେପ ନେଉ ନଥିବାରୁ ପୂଜାପଣ୍ଡାମାନେ ଏହାକୁ ବିରୋଧ ପ୍ରଦର୍ଶନ କରି କୌଣସୀ ନୀତିକାନ୍ତି କରି ନଥିଲେ । ଉଲ୍ଲେଖଯୋଗ୍ୟ, ଲିଙ୍ଗରାଜ ମହାପ୍ରଭୁଙ୍କୁ ନୂଆଗାଁ ଗଙ୍ଗୁଆ ନଦୀ କୂଳରେ ଥିବା ପ୍ରାୟ ୫୦ କୋଟି ଟଙ୍କାର ଜମି ଜବରଦଖଲ ହୋଇଛି । ଏହି ଜମିରେ ବେଆଇନି ଭାବରେ ଦୋକାନ ସବୁ ଗଢି ଉଠିଛି । ଯାହାକୁ ବ୍ରାହ୍ମଣ ନିଯୋଗ ଏବଂ ପୂଜାପଣ୍ଡାମାନେ ବିରୋଧ ପ୍ରଦର୍ଶନ କରିଥିଲେ । ଫଳରେ ଗତକାଲି ଠାରୁ ପ୍ରଭୁଙ୍କର ସମସ୍ତ ନୀତିକାନ୍ତି ବନ୍ଦ ଥିଲା । ସେହିପରି ଲିଙ୍ଗରାଜଙ୍କ ପାଇଁ ମଧ୍ୟବର୍ତ୍ତୀକାଳୀନ ଟ୍ରଷ୍ଟ ଗଠନ ହୋଇଛି । ନୀତିକାନ୍ତ ସ୍ବାଭାବିକ ଓ ଜମି ବିବାଦ ଲାଗି ଏହି ଟ୍ରଷ୍ଟ ଗଠନ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅମିୟ କୁମାର ଖିଲାର SNEA ର ଅଖିଲ ଭାରତୀୟ CHQ ଆଡ୍‌ଭାଇଜର ଭାବେ ସର୍ବସମ୍ମତିରେ ନିର୍ବାଚିତ

December 17, 2025

ଗର୍ଭବତୀ ମା’ କୁ ରକ୍ତଦାନ କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

December 17, 2025

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ୨୦୨୫-୨୬ ଅନୁଷ୍ଠିତ

December 17, 2025

ଦ୍ଵିତୀୟ ଦିବସରେ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ନେଟବଲ ପ୍ରତିଯୋଗିତା

December 17, 2025
Latest News

ବରଗଡ଼ ରୋଡ୍‌ -ନୂଆପଡ଼ା ରୋଡ୍‌ ନୂଆ ରେଳ ଲାଇନ ପାଇଁ ଜମି ଅଧିଗ୍ରହଣ ଜାରି ରହିଛି: ରେଳ ମନ୍ତ୍ରୀ

December 17, 2025

ଅମିୟ କୁମାର ଖିଲାର SNEA ର ଅଖିଲ ଭାରତୀୟ CHQ ଆଡ୍‌ଭାଇଜର ଭାବେ ସର୍ବସମ୍ମତିରେ ନିର୍ବାଚିତ

December 17, 2025

ଗର୍ଭବତୀ ମା’ କୁ ରକ୍ତଦାନ କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

December 17, 2025

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ୨୦୨୫-୨୬ ଅନୁଷ୍ଠିତ

December 17, 2025

ଦ୍ଵିତୀୟ ଦିବସରେ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ନେଟବଲ ପ୍ରତିଯୋଗିତା

December 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.