Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣ କାରଖାନା ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୨୨କୁ ବୃଦ୍ଧି, ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପଞ୍ଜାବ ସରକାର
ଆଜିର ଖବର

ବାଣ କାରଖାନା ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୨୨କୁ ବୃଦ୍ଧି, ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପଞ୍ଜାବ ସରକାର

September 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଞ୍ଜାବର ଗୁରୁଦାସପୁର ବାଟାଲାରେ ଏକ ବାଣ କାରଖାନାରେ ନିଆଁ ଲାଗି ଏକ ବଡ ଧରଣର ବିସ୍ଫୋରଣରେ ବର୍ତ୍ତମାନ ସୁଦ୍ଧା ୨୨ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୧୫ରୁ ଅଧିକ ଲୋକ ଗୁରୁତର ଭାବେ ଆହତ ହୋଇଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ଘଟଣାରେ ଦୁଃଖ ପ୍ରକାଶ କରି ପୀଡିତଙ୍କ ପରିବାର ପ୍ରତି ସମବେଦନା ଜଣାଇଥିଲେ । ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା, ଗୁରୁତର ଆହତମାନଙ୍କୁ ୫୦ ହଜାର ଟଙ୍କା ଏବଂ ଆହତ ମାନଙ୍କୁ ୨୫ହଜାର ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଏହା ସହ ଏହି ଘଟଣାର ମାଜିଷ୍ଟ୍ରେଟ ତଦନ୍ତର ନିର୍ଦ୍ଦେଶ ଦେଇଛନ୍ତି।  ମିଳିଥିବା ସୂଚନା ଅନୁସାରେ ଏହି ଦୁର୍ଘଟଣାରେ କାରଖାନା ମାଲିକଙ୍କ ପରିବାରର ୬ ଜଣ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ନିଆଁକୁ ଆୟତ କରିବା ପାଇଁ ଘଟଣାସ୍ଥଳରେ ୧୦ରୁ ଅଧିକ ଦମକଳ ଗାଡି ମୁତୟନ ହେବା ସହ ଏନଡ଼ିଆରଏଫ ଟିମ ମଧ୍ୟ ଉପସ୍ଥିତ ରହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ-ପାକିସ୍ତାନ ମ୍ୟାଚ୍ ପୂର୍ବରୁ ବିଜ୍ଞାପନ ବଜାରରେ ବଡ଼ ପ୍ରତିଯୋଗୀତା: ଜାଣନ୍ତୁ ୧୦-ସେକେଣ୍ଡ ସ୍ଲଟର ମୂଲ୍ୟ

February 14, 2026

ଭାରତକୁ ପରାସ୍ତ କରିବ ପାକିସ୍ତାନ!: ଜିମ୍ବାୱେ ର ଉଦାହରଣ ଦେଇ ଉପହାସ କଲେ ମହମ୍ମଦ ୟୁସୁଫ

February 14, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026

ଆଜି ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 14, 2026
Latest News

ଭାରତ-ପାକିସ୍ତାନ ମ୍ୟାଚ୍ ପୂର୍ବରୁ ବିଜ୍ଞାପନ ବଜାରରେ ବଡ଼ ପ୍ରତିଯୋଗୀତା: ଜାଣନ୍ତୁ ୧୦-ସେକେଣ୍ଡ ସ୍ଲଟର ମୂଲ୍ୟ

February 14, 2026

ଭାରତ ନା ପାକିସ୍ତାନ, କାହାକୁ ଗ୍ରହଣ କରିବେ ତାରିକ ରହମାନ? ଏପର୍ଯ୍ୟନ୍ତ କ’ଣ ସଙ୍କେତ ମିଳୁଛି?

February 14, 2026

ଭାରତକୁ ପରାସ୍ତ କରିବ ପାକିସ୍ତାନ!: ଜିମ୍ବାୱେ ର ଉଦାହରଣ ଦେଇ ଉପହାସ କଲେ ମହମ୍ମଦ ୟୁସୁଫ

February 14, 2026

କୃଷି କ୍ଷେତ୍ରରେ ବିପ୍ଳବ ଆଣିବ କୃଷି ଭିତ୍ତିଭୂମି ପାଣ୍ଠି: ଶିବରାଜ ସିଂ ଚୌହାନ

February 14, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.