Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲିଭ ଇନ ରିଲେସନସିପ ଉପରେ ତୁରନ୍ତ ରୋକ ଲଗାଇବାକୁ ରାଜ୍ୟ ସରକାରଙ୍କୁ ରାଜସ୍ଥାନ ମାନବାଧିକାର ଆୟୋଗଙ୍କ ଆଦେଶ
ଆଜିର ଖବର

ଲିଭ ଇନ ରିଲେସନସିପ ଉପରେ ତୁରନ୍ତ ରୋକ ଲଗାଇବାକୁ ରାଜ୍ୟ ସରକାରଙ୍କୁ ରାଜସ୍ଥାନ ମାନବାଧିକାର ଆୟୋଗଙ୍କ ଆଦେଶ

September 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲିଭ ଇନ ରିଲେସନସିପ ଉପରେ ତୁରନ୍ତ ରୋକ ଲଗାଇବାକୁ ରାଜ୍ୟ ସରକାରଙ୍କୁ ରାଜସ୍ଥାନ ମାନବାଧିକାର ଆୟୋଗ ଆଦେଶ ଦେବା ସହ ଏହାକୁ ରୋକିବା ଲାଗି ସରକାରଙ୍କୁ ଉପାୟ ଚିନ୍ତା କରିବାକୁ କହିଛନ୍ତି।  ବୁଧବାର ରାଜସ୍ଥାନ ରାଜ୍ୟ ମାନବାଧିକାର ଆୟୋଗ ରାଜ୍ୟରେ ବଢୁଥିବା ଲିଭ ଇନ ରିଲେସନସିପ ମାମଲା ଏବଂ ମହିଳାମାନଙ୍କୁ ସମ୍ମାନର ସହ ଜିଇଁବାର ଅଧିକାର ସୁନିଶ୍ଚିତ କରିବା ଲାଗି ରାଜ୍ୟ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି।   ମାନବାଧିକାର ଆୟୋଗ ର ଅଧ୍ୟକ୍ଷ ଜଷ୍ଟିସ ପ୍ରକାଶ ତାଟିଆ ଏବଂ ଜଷ୍ଟିସ ମହେଶ ଚନ୍ଦ୍ର ଶର୍ମା ଙ୍କୁ ନେଇ ଗଠିତ ଏକ ଖଣ୍ଡପୀଠ ରାଜ୍ୟର ମୁଖ୍ୟ ସଚିବ ଏବଂ ଗୃହ ବିଭାଗର ଅତିରିକ୍ତ ଶାସନ ସଚିବଙ୍କୁ ଏକ ଚିଠି ଲେଖି ଏନେଇ ଏକ ଆଇନ ଆଣିବାକୁ କହିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ  ଲିଭ ଇନ ରିଲେସନସିପକୁ ନେଇ କେତେକ ମାମଲା ଆସିବା ପରେ କିଛି ମାସ ପୂର୍ବରୁ ଲିଭ ଇନ ରିଲେସନସିପ ରେ ରହୁଥିବା ମହିଳାଙ୍କ ସୁରକ୍ଷା ପାଇଁ ଆଇନ ପ୍ରଣୟନ କରିବାକୁ ପରାମର୍ଶ ମଗା ଯାଇଥିଲା।  ସମସ୍ତଙ୍କର ପରାମର୍ଶ ଏବଂ ସେମାନଙ୍କର ଆଇନଗତ ରାୟ ଆୟୋଗଙ୍କୁ ମିଳିବା ପରେ  ଆୟୋଗ ଏନେଇ ରାଜ୍ୟସରକାରଙ୍କୁ ଲିଭ ଇନ ରିଲେସନସିପକୁ ରୋକିବା ପାଇଁ ଆଇନ ଆଣିବା ଉପରେ ପ୍ରଯତ୍ନ କରିବା ଜରୁରୀ ବୋଲି କହିଛନ୍ତି।  ଯଦି ଏହିପରି ଆଧିକ ସଂଖ୍ୟକ ସମ୍ପର୍କ ରହିଛି, ତେବେ ଏ ସମସ୍ତଙ୍କୁ ପଞ୍ଜୀକରଣ କରିବା ନେଇ ଆଦେଶ ରହିଛି। ମାନବଧୀକାର କହିଛନ୍ତି ଯେ ସମସ୍ତ ଙ୍କର ସମ୍ମାନର ସହ ବଂଚିବା ର ଅଧିକାର ରହିଛି ଏବଂ ଏହି ଅଧିକାର ମଧ୍ୟ ସମ୍ବିଧାନର ମୂଳ ଅଧିକାରରେ ଅନ୍ତର୍ଭୁକ୍ତ ଅଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ଧାର ରାତିରେ ସାଧାରଣ ଲୋକଙ୍କ ଘର ଉପରେ ବୋମା ମାଡ କଲା ପାକିସ୍ତାନୀ ସେନା: ୩୦ ରୁ ଉର୍ଦ୍ଧ୍ଵ ମୃତ

September 22, 2025

ନିର୍ବାଚନ ଜିତିଲେ ପୂର୍ବତନ ମୁଖ୍ୟ ସଚିବ ପ୍ରଦୀପ ଜେନା, ଖୁସିରେ ନାଚିଲେ ପ୍ରଶଂସକ

September 22, 2025

ବ୍ୟାଟିଂ ସମୟରେ ICC ନିୟମ ଭାଙ୍ଗିଲେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ, ଲାଗିପାରେ ଜରିମାନା

September 22, 2025

ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜୀଉଙ୍କର ଅଳଙ୍କାର: ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

September 22, 2025
Latest News

ଅନ୍ଧାର ରାତିରେ ସାଧାରଣ ଲୋକଙ୍କ ଘର ଉପରେ ବୋମା ମାଡ କଲା ପାକିସ୍ତାନୀ ସେନା: ୩୦ ରୁ ଉର୍ଦ୍ଧ୍ଵ ମୃତ

September 22, 2025

ନିର୍ବାଚନ ଜିତିଲେ ପୂର୍ବତନ ମୁଖ୍ୟ ସଚିବ ପ୍ରଦୀପ ଜେନା, ଖୁସିରେ ନାଚିଲେ ପ୍ରଶଂସକ

September 22, 2025

ବ୍ୟାଟିଂ ସମୟରେ ICC ନିୟମ ଭାଙ୍ଗିଲେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ, ଲାଗିପାରେ ଜରିମାନା

September 22, 2025

ହଟ୍ଟଗୋଳ ପାଇଁ ଚାଲିପାରିଲାନି ବିଧାନସଭା, ଅପରାହ୍ନ ପର୍ଯ୍ୟନ୍ତ ଗୃହ ମୁଲତବି, ଜାଣନ୍ତୁ କାରଣ

September 22, 2025

ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜୀଉଙ୍କର ଅଳଙ୍କାର: ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

September 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.