Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବା ଅର୍ଥନୈତିକ ସମ୍ମିଳନୀ : ସିଞ୍ଜୋ ଆବେଙ୍କ ସହିତ ମୋଦିଙ୍କ ଦ୍ବିପାକ୍ଷିକ ଆଲୋଚନା
ଆଜିର ଖବର

ପୂର୍ବା ଅର୍ଥନୈତିକ ସମ୍ମିଳନୀ : ସିଞ୍ଜୋ ଆବେଙ୍କ ସହିତ ମୋଦିଙ୍କ ଦ୍ବିପାକ୍ଷିକ ଆଲୋଚନା

September 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୂର୍ବା ଅର୍ଥନୈତିକ ସମ୍ମିଳନୀରେ ଯୋଗ ଦେବା ପାଇଁ ଦୁଇ ଦିନିଆ ଋଷ ଗସ୍ତରେ ରହିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଭେଟିଛନ୍ତି । ଋଷର ଭ୍ଲାଦିଭୋସ୍ତକ ସହରରେ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ସହ ସାକ୍ଷାତ କରିଛନ୍ତି । ଆବେଙ୍କ ବ୍ୟତୀତ ସେ ମଙ୍ଗୋଲିଆ ରାଷ୍ଟ୍ରପତି ଖାଲଟମାଗୀନ ବଟଲଗାଇନ ଓ ମାଲେସିଆ ପ୍ରଧାନମନ୍ତ୍ରୀ ମହାଥୀର ମହମ୍ମଦଙ୍କୁ ଭେଟିଛନ୍ତି । ମୋଦି ଏବଂ ଆବେ ପ୍ରତିରକ୍ଷା ସମେତ ଅର୍ଥବ୍ୟବସ୍ଥା ଆଦି ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ବୈଦେଶିକ ମନ୍ତ୍ରାଳୟର ପ୍ରବକ୍ତା ରବୀଶ କୁମାର ଟ୍ୱିଟ କରି କହିଛନ୍ତି ଯେ, ଦ୍ୱିପାକ୍ଷିକ ସମ୍ପର୍କକୁ ନେଇ ଦୁଇଦେଶ ମଧ୍ୟରେ ଘନିଷ୍ଠତା ବୃଦ୍ଧି ପାଇଥାଏ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜାପାନ ପ୍ରଧାନମନ୍ତ୍ରୀ ସିଜୋ ଆମ୍ବେଙ୍କ ମଧ୍ୟରେ ଭ୍ଲାଦିଭୋସ୍ତକରେ 5ଇଇଏଫ ମଧ୍ୟରେ ଆଲୋଚନା ହୋଇଥିଲା । ଦୁଇ ନେତାଙ୍କ ମଧ୍ୟରେ ଅର୍ଥ ବ୍ୟବସ୍ଥା , ପ୍ରତିରକ୍ଷା, ଓ 5ଜି ସମ୍ପର୍କରେ ଆଲୋଚନା ହୋଇଥିଲା । ଏହାପରେ ମୋଦି ମାଲେସିଆ ପ୍ରଧାନମନ୍ତ୍ରୀ ଓ ମଙ୍ଗୋଲିଆ ରାଷ୍ଟ୍ରପତିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ହିଣ୍ଡାଲ୍‌କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣିରେ ମିଳିଲା ପ୍ରବଳ ଜନ ସମର୍ଥନ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.