Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟ୍‌ଲିଙ୍କ ସ୍ମୃତିରେ ସର୍ବଦଳୀୟ ଶ୍ରଦ୍ଧାଞ୍ଜଳି ସଭା
ଆଜିର ଖବର

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟ୍‌ଲିଙ୍କ ସ୍ମୃତିରେ ସର୍ବଦଳୀୟ ଶ୍ରଦ୍ଧାଞ୍ଜଳି ସଭା

September 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅରୁଣ ଜେଟଲିଙ୍କ ଦେହାନ୍ତ ପରେ ଅନାଥ ଓ ଅସହାୟ ହୋଇ ପଡିଥିବା ଦିଲ୍ଲୀ ଗଣମାଧମର ସାମ୍ବାଦିକ ଭାଇ ଓ ଭଉଣୀଙ୍କ ଲାଗି ଏକ ଶୋକବାର୍ତ୍ତା
ଅରୁଣ ଜେଟଲିଙ୍କ ଦେହାନ୍ତ ପରେ ଅନାଥ ଓ ଅସହାୟ ହୋଇ ପଡିଥିବା ଦିଲ୍ଲୀ ଗଣମାଧମର ସାମ୍ବାଦିକ ଭାଇ ଓ ଭଉଣୀଙ୍କ ଲାଗି ଏକ ଶୋକବାର୍ତ୍ତା

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ବରରେ ଅରୁଣ ଜେଟ୍‌ଲୀଙ୍କ ପାଇଁ ସର୍ବଦଳୀୟ ଶୋକସଭାଙ୍କ ରାଜ୍ୟପାଳ ଗଣେଶୀ ଲାଲଙ୍କ ସହ ସବୁ ଦଳର ନେତାମାନେ ଏଥିରେ ସାମିଲ୍‌ ହୋଇଛନ୍ତି । ଏହି ଶୋକସଭାରେ ବିଜେଡ଼ି, ବିଜେପି, କଂଗ୍ରେସ ଦଳର ବହୁ ନେତା ଶୋକସଭାରେ ସାମିଲ୍‌ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଶୋକସଭାକୁ ଆସିନଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ଶୋକବାର୍ତ୍ତା ପଢିଥିଲେ ଦେବୀ ମିଶ୍ର ।

Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ଧାର ରାତିରେ ସାଧାରଣ ଲୋକଙ୍କ ଘର ଉପରେ ବୋମା ମାଡ କଲା ପାକିସ୍ତାନୀ ସେନା: ୩୦ ରୁ ଉର୍ଦ୍ଧ୍ଵ ମୃତ

September 22, 2025

ନିର୍ବାଚନ ଜିତିଲେ ପୂର୍ବତନ ମୁଖ୍ୟ ସଚିବ ପ୍ରଦୀପ ଜେନା, ଖୁସିରେ ନାଚିଲେ ପ୍ରଶଂସକ

September 22, 2025

ବ୍ୟାଟିଂ ସମୟରେ ICC ନିୟମ ଭାଙ୍ଗିଲେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ, ଲାଗିପାରେ ଜରିମାନା

September 22, 2025

ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜୀଉଙ୍କର ଅଳଙ୍କାର: ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

September 22, 2025
Latest News

ହଟ୍ଟଗୋଳ ପାଇଁ ଚାଲିପାରିଲାନି ବିଧାନସଭା, ଅପରାହ୍ନ ପର୍ଯ୍ୟନ୍ତ ଗୃହ ମୁଲତବି, ଜାଣନ୍ତୁ କାରଣ

September 22, 2025

ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜୀଉଙ୍କର ଅଳଙ୍କାର: ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

September 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.