Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଇବେରିଆର ବିକାଶ ପାଇଁ 1 ବିଲିୟନ ଡଲାର ପ୍ରଦାନ କରିବ ଭାରତ
ଆଜିର ଖବର

ସାଇବେରିଆର ବିକାଶ ପାଇଁ 1 ବିଲିୟନ ଡଲାର ପ୍ରଦାନ କରିବ ଭାରତ

September 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଋଷ ଗସ୍ତରେ ଅଛନ୍ତି । ଏହି ଗସ୍ତ ସମୟରେ ଭ୍ଲାଡିଭୋଷ୍ଟକରେ ଅନୁଷ୍ଠିତ ପୂର୍ବା ଅର୍ଥନୈତିକ ସମ୍ମିଳନୀରେ ଅଂଶଗ୍ରହଣ କରିଛନ୍ତି ମୋଦି । ଏହି ସମ୍ମିଳନୀରେ ଅଭିଭାଷଣ ପ୍ରଦାନ ସମୟରେ ଭାରତ ସରକାର ସାଇବେରିଆର ବିକାଶ ପାଇଁ 1 ବିଲିୟନ୍‌ ଡଲାର ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି । ଋଷ ରାଷ୍ଟ୍ରପତି ଭ୍ଲାଦିମିର୍‌ ପୁତିନ୍‌ଙ୍କ ଉପସ୍ଥିତିରେ ମୋଦି ଏହି ଘୋଷଣା କରିଛନ୍ତି । ଯେତେବେଳେ ଅନ୍ୟ ଦେଶର ନାଗରିକଙ୍କ ଉପରେ କଟକଣା ଥିଲା, ସେତେବେଳେ ଭ୍ଲାଡିଭୋଷ୍ଟକ ଭାରତୀୟଙ୍କ ପାଇଁ ମୁକ୍ତ ଥିଲା । ଭାରତରେ ଆମେ ସବ୍‌କା ସାଥ୍‌ ସବ୍‌କା ବିକାଶ ମନ୍ତ୍ରରେ ଏକ ନୂଆ ଭାରତ ଗଠନ ଦିଗରେ କାମ କରୁଛୁ। ଭାରତ-ଋଷର ସମ୍ପର୍କ ଖୁବ୍ ମଜବୁତ। ଭ୍ଲାଡିଭୋଷ୍ଟକଦୁଇ ଦେଶ ପାଇଁ ଏକ ଗୁରୁତ୍ବପୂର୍ଣ୍ଣ ସ୍ଥାନ । ଭାରତ ଏହି ସ୍ଥାନରେ ଶକ୍ତି ବିକାଶ ତଥା ଅନ୍ୟାନ୍ୟ ଭିତ୍ତିଭୂମିର ବିକାଶରେ ଏହି ଅର୍ଥ ନିବେଶ କରିବ ବୋଲି ଜଣାପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026
Latest News

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026

ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.