Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେହମତ ଶାହଙ୍କ ପ୍ରଥମ ଟେଷ୍ଟ ଶତକ : ପ୍ରଥମ ଦିନରେ ଆଫଗାନିସ୍ତାନ 271/5
ଆଜିର ଖବର

ରେହମତ ଶାହଙ୍କ ପ୍ରଥମ ଟେଷ୍ଟ ଶତକ : ପ୍ରଥମ ଦିନରେ ଆଫଗାନିସ୍ତାନ 271/5

September 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଫଗାନିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଆଫଗାନିସ୍ତାନ 5 ଓ୍ବିକେଟ୍‌ ହରାଇ 271 ରନ୍‌ ସଂଗ୍ରହ କରିଛି । ଆଫଗାନିସ୍ତାନ ପକ୍ଷରୁ ଏହି ମ୍ୟାଚ୍‌ରେ ରେହମତ ଶାହା ଶତକ ହାସଲ କରିଛନ୍ତି । ପ୍ରଥମ ଆଫଗାନୀ ଖେଳାଳି ଭାବରେ ଟେଷ୍ଟ ଇତିହାସରେ ନିଜ ନାମ ଲିପିବଦ୍ଧ କରିଥିଲେ ରେହମତ ଶାହ । ଟସ୍‌ ଜିତି ବାଂଲାଦେଶ ପ୍ରଥମେ ବୋଲିଂ କରିବାର ନିଷ୍ପତ୍ତି ନେଇଥିଲେ । ରେହମତ ଶାହ 10 ଚୌକା ଏବଂ 2 ଛକ୍କା ସହାୟତାରେ 102 ରନ୍‌ ସଂଗ୍ରହ କରିଥିବା ବେଳେ ଅସଘର ଆଫଗାନ ଖେଳ ଶେଷ ବେଳକୁ 88 ରନ୍‌ରେ ବ୍ୟାଟିଂ କରୁଛନ୍ତି । ଆଫଗାନିସ୍ତାନ 77 ରନ୍‌ରେ 3ଟି ଓ୍ବିକେଟ୍‌ ହରାଇଥିବା ବେଳେ ଶାହ-ଆଫଗାନ 120 ରନ୍‌ ଯୋଡିଥିଲେ । ଏହାପରେ ମହମ୍ମଦ ନବୀ ଖାତା ଖୋଲିବା ପୂର୍ବରୁ ଆଉଟ୍‌ ହୋଇଥିଲେ । ଖେଳ ଶେଷବେଳକୁ ଅଫସର ଜଜାଇ(35) ଏବଂ ଆଫଗାନ(88) ଅବିଭାଜିତ 75 ରନ୍‌ରେ ବ୍ୟାଟିଂ କରୁଛନ୍ତି । ବାଂଲାଦେଶ ପକ୍ଷରୁ ତାଇଜୁଲ୍‌ ଇସଲାମ୍‌ 73/2 ଏବଂ ମହମ୍ମଦୁଲ୍ଲା 3/1 ର ଫିଗର ହାସଲ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ହିଣ୍ଡାଲ୍‌କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣିରେ ମିଳିଲା ପ୍ରବଳ ଜନ ସମର୍ଥନ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.