Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରର ନୂତନ ମୋଟର ଯାନ ଆଇନ : ଆଂଶିକ ସଂଶୋଧନ ଆଣିଲେ ରାଜ୍ୟ ସରକାର
ଆଜିର ଖବର

କେନ୍ଦ୍ରର ନୂତନ ମୋଟର ଯାନ ଆଇନ : ଆଂଶିକ ସଂଶୋଧନ ଆଣିଲେ ରାଜ୍ୟ ସରକାର

September 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂତନ ଭାବରେ ଲାଗୁ କରାଯାଇଥିବା ମୋଟର ଯାନ ଆଇନ ଫଳରେ ସାଧାରଣ ଲୋକଙ୍କୁ ଅଧିକ ଜରିମାନା ପ୍ରଦାନ କରିବାକୁ ପଡୁଛି। ଫଳରେ ଆଜି ରାଜ୍ୟ ସରକାର ଏହି ନିୟମରେ ଆଂଶିକ ରିହାତି ପ୍ରଦାନ କରିଛନ୍ତି। ରାଜ୍ୟ ପରିବହନ ସଚିବ ଜି ଶ୍ରୀନିବାସ ଏହି ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିଛନ୍ତି। ଏହା ସହିତ ଏକାଧିକ ମାମଲା ବଦଳରେ ଯେ କୌଣସି ଗୋଟିଏ ମାମଲାରେ ଜରିମାନା ଆଦାୟ କରାଯିବ ବୋଲି ସଚିବ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ପ୍ରଦୂଷଣ ସାର୍ଟିଫିକେଟ୍‌କୁ ନେଇ ଏକ ମାସ ରିହାତି ପ୍ରଦାନ କରାଯାଇଛି। ସମୁଦାୟ ୨୧ଟି ସ୍ବୀକୃତିପ୍ରାପ୍ତ ପ୍ରଦୂଷଣ ସାର୍ଟିଫିକେଟ୍‌ ପ୍ରସ୍ତୁତକାରୀ କମ୍ପାନୀ ରହିଥିବା ବେଳେ ତନ୍ମଧ୍ୟରୁ ମାତ୍ର ୪ଟି ବର୍ତ୍ତମାନ କାର୍ଯ୍ୟକ୍ଷମ ରହିଛି। ଫଳସ୍ବରୂପ ସରକାର ସାଧାରଣ ଜନତାଙ୍କୁ ଏକ ମାସର ଅବଧି ପ୍ରଦାନ କରାଯିବାକୁ ନେଇ ନିଷ୍ପତ୍ତି ନେଇଛନ୍ତି। ଏହା ସହିତ ବେଆଇନ ଭାବରେ ଜରିମାନା ଆଦାୟ କରୁଥିବା ଅଧିକାରୀଙ୍କୁ ଦୁଇ ଗୁଣା ଜରିମାନା ପ୍ରଦାନ କରିବାକୁ ପଡିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ଧାର ରାତିରେ ସାଧାରଣ ଲୋକଙ୍କ ଘର ଉପରେ ବୋମା ମାଡ କଲା ପାକିସ୍ତାନୀ ସେନା: ୩୦ ରୁ ଉର୍ଦ୍ଧ୍ଵ ମୃତ

September 22, 2025

ନିର୍ବାଚନ ଜିତିଲେ ପୂର୍ବତନ ମୁଖ୍ୟ ସଚିବ ପ୍ରଦୀପ ଜେନା, ଖୁସିରେ ନାଚିଲେ ପ୍ରଶଂସକ

September 22, 2025

ବ୍ୟାଟିଂ ସମୟରେ ICC ନିୟମ ଭାଙ୍ଗିଲେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ, ଲାଗିପାରେ ଜରିମାନା

September 22, 2025

ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜୀଉଙ୍କର ଅଳଙ୍କାର: ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

September 22, 2025
Latest News

ଅନ୍ଧାର ରାତିରେ ସାଧାରଣ ଲୋକଙ୍କ ଘର ଉପରେ ବୋମା ମାଡ କଲା ପାକିସ୍ତାନୀ ସେନା: ୩୦ ରୁ ଉର୍ଦ୍ଧ୍ଵ ମୃତ

September 22, 2025

ନିର୍ବାଚନ ଜିତିଲେ ପୂର୍ବତନ ମୁଖ୍ୟ ସଚିବ ପ୍ରଦୀପ ଜେନା, ଖୁସିରେ ନାଚିଲେ ପ୍ରଶଂସକ

September 22, 2025

ବ୍ୟାଟିଂ ସମୟରେ ICC ନିୟମ ଭାଙ୍ଗିଲେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ, ଲାଗିପାରେ ଜରିମାନା

September 22, 2025

ହଟ୍ଟଗୋଳ ପାଇଁ ଚାଲିପାରିଲାନି ବିଧାନସଭା, ଅପରାହ୍ନ ପର୍ଯ୍ୟନ୍ତ ଗୃହ ମୁଲତବି, ଜାଣନ୍ତୁ କାରଣ

September 22, 2025

ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜୀଉଙ୍କର ଅଳଙ୍କାର: ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

September 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.