Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚନ୍ଦ୍ର ପୃଷ୍ଠରେ ଆଜି ଅବତରଣ କରିବ ଚନ୍ଦ୍ରଯାନ-2 : ବିଦ୍ୟାର୍ଥୀଙ୍କ ସହ ସିଧା ପ୍ରସାରଣ ଦେଖିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଚନ୍ଦ୍ର ପୃଷ୍ଠରେ ଆଜି ଅବତରଣ କରିବ ଚନ୍ଦ୍ରଯାନ-2 : ବିଦ୍ୟାର୍ଥୀଙ୍କ ସହ ସିଧା ପ୍ରସାରଣ ଦେଖିବେ ପ୍ରଧାନମନ୍ତ୍ରୀ

September 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ଚନ୍ଦ୍ରପୃଷ୍ଠରେ ଅବତରଣ କରିବାକୁ ଯାଉଛି ଚନ୍ଦ୍ରଯାନ-2 । ଭାରତର ଏହି ବହୁ ପ୍ରତୀକ୍ଷିତ ଚନ୍ଦ୍ର ଅଭିଯାନ ଶନିବାର ରାତି 1.55 ମିନିଟ୍‌ ସମୟରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ । ଭାରତର ଏହି ଐତିହାସିକ ମୂହୁର୍ତ୍ତର ସିଧା ପ୍ରସାରଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ସ୍କୁଲ ଛାତ୍ରଛାତ୍ରୀଙ୍କ ସହିତ ଦେଖିବେ । ଚନ୍ଦ୍ର ପୃଷ୍ଠରେ ପହଞ୍ଚିବା ପରେ ଲ୍ୟାଣ୍ଡର ବିକ୍ରମ ଏବଂ ରୋଭର ପ୍ରଜ୍ଞାନ ଅଲଗା ହୋଇଯିବେ । ଏହି ଲ୍ୟାଣ୍ଡର ଏବଂ ରୋଭରର ଜୀବନ ଚକ୍ର 14 ଦିନ ଲେଖାଏଁ ରହିବ । ପୂର୍ବରୁ ସମସ୍ତ ରାଷ୍ଟ୍ର ଚନ୍ଦ୍ରର ଉତ୍ତର ମେରୁରେ ଅବତରଣ କରୁଥିବା ବେଳେ ପ୍ରଥମ ରାଷ୍ଟ୍ର ଭାବରେ ଭାରତ ଦକ୍ଷିଣ ମେରୁରେ ପାଦ ରଖିବାକୁ ଯାଉଛି । ଏହି ମିଶନରେ ଭାରତ ଚନ୍ଦ୍ରରେ ଜଳର ଉପସ୍ଥିତି ଏବଂ ଜୀବନ ସତ୍ତାର ସମ୍ଭବତା ଉପରେ ପରୀକ୍ଷଣ କରିବ । ଏହି ଯାନଟି ଆସନ୍ତା ଏକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟ କରିବାର ପୂର୍ବାନୂମାନ ଲଗାଯାଇଛି ମାତ୍ର ଏହାର କାର୍ଯ୍ୟ ଅବଧି ବଢିପାରେ ବୋଲି ଇସ୍ରୋ ଚେୟାରମ୍ୟାନ୍‌ କେ ଶିବନ୍‌ ପ୍ରକାଶ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଦୁଇ ଆରୋହୀ ମୃତ

February 14, 2026

ଶିଶୁକୁ ଯୌନ ନିର୍ଯାତନା ଓ ହତ୍ୟା ମାମଲା: ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ

February 14, 2026

ଭାଲେଣ୍ଟାଇନ୍ସ ଡେ’ରେ ସୁନା ଏବଂ ରୂପା ମୂଲ୍ୟ କେତେ?: ଜାଣନ୍ତୁ ଆଜିର ଦର

February 14, 2026

500 କିଲୋମିଟର ପରିସର ଏବଂ କମ ମୂଲ୍ୟ ସହିତ ଲଞ୍ଚ ହେବ Tata Sierra EV: ଜାଣନ୍ତୁ କେବେ?

February 14, 2026
Latest News

ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଦୁଇ ଆରୋହୀ ମୃତ

February 14, 2026

ଶିଶୁକୁ ଯୌନ ନିର୍ଯାତନା ଓ ହତ୍ୟା ମାମଲା: ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ

February 14, 2026

ଭାଲେଣ୍ଟାଇନ୍ସ ଡେ’ରେ ସୁନା ଏବଂ ରୂପା ମୂଲ୍ୟ କେତେ?: ଜାଣନ୍ତୁ ଆଜିର ଦର

February 14, 2026

500 କିଲୋମିଟର ପରିସର ଏବଂ କମ ମୂଲ୍ୟ ସହିତ ଲଞ୍ଚ ହେବ Tata Sierra EV: ଜାଣନ୍ତୁ କେବେ?

February 14, 2026

ଭାରତୀୟ ସେନାରେ ଯୋଗଦେବା ପାଇଁ ବଡ଼ ସୁଯୋଗ: ଜାଣନ୍ତୁ ଆବେଦନ ପ୍ରକ୍ରିୟା

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.