Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍କୁଲ ପିଲାଙ୍କୁ ଗାଡ଼ି ମନା, ଧରାପଡ଼ିଲେ ଅଭିଭାବକଙ୍କୁ ହେବ ଜରିମାନା : ପୋଲିସ୍‌ କମିଶନର
ଆଜିର ଖବର

ସ୍କୁଲ ପିଲାଙ୍କୁ ଗାଡ଼ି ମନା, ଧରାପଡ଼ିଲେ ଅଭିଭାବକଙ୍କୁ ହେବ ଜରିମାନା : ପୋଲିସ୍‌ କମିଶନର

September 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦେଶରେ ନୂଆ ସଂଶୋଧିତ ଟ୍ରାଫିକ ନିୟମ ଲାଗୁ ହେବା ପରେ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଓଡ଼ିଶାରେ ମଧ୍ୟ ଏହି ଟ୍ରାଫିକ ନିୟମ କଡ଼ାକଡ଼ି ଭାବେ ପାଳନ କରାଯାଉଛିା  ଓଡ଼ିଶାରେ ମଧ୍ୟ ଆରମ୍ଭ ହୋଇଯାଇଛି ଟ୍ରାଫିକ ଧରପଗଡ଼ । ଟ୍ରାଫିକ ନିୟମ ଉଲଂଘନ କରିବା ଫଳରେ ମୋଟା ଅଙ୍କର ଫାଇନ ଗଣୁଛନ୍ତି ଗାଡ଼ିଚାଳକ । ଆଜି କମିଶନରେଟ ପୋଲିସ ଅଫିସରେ ଟ୍ରାଫିକ ଭିତ୍ତିଭୂମି ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବୈଠକରେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ୨ଜଣ ଆରଟିଓ, ଟ୍ରାଫିକ ଆଡିସନାଲ ଡିସିପି ଓ ଉଚ୍ଚ ଅଧିକାରୀ ସାମିଲ ଥିଲେ । ଏହି ବୈଠକରେ ଜରିମାନା ଆଦାୟ ନେଇ ପୋଲିସ କମିସନରଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଟ୍ବିନ୍‌ ସିଟିରେ ଜରିମାନା ହଜାରେ ଟଙ୍କାରେ ସୀମିତ ରହିଛି  । ୩ଦିନରେ କଟକରେ ୪ଲକ୍ଷ ଟଙ୍କା ଜୋରିମାନା ଆଦାୟ ହୋଇଛି । ଅଟୋ ଚାଳକଙ୍କୁ ୪୭ହଜାର ୫୦୦ଟଙ୍କା ଫାଇନ ଆରଟିଓ କରିଥିଲେ ।  ଫାଇନ ଆଦାୟ ନୁହେଁ ସଚେତନତା ପାଇଁ ଜୋରିମାନା ଲାଗୁଛି । ସେହିପରି ଗୋଟିଏ ବାଇକରେ ଦୁଇଜଣ ଯିବାର ନିୟମ ଥିବାବେଳେ ୧୨ ବର୍ଷରୁ କମ୍‌ ଛୁଆ ବାଇକ୍‌ରେ ଏବେ ଯାଇପାରିବେ । ସ୍କୁଲ ପିଲାଙ୍କୁ ଏବେ ଗାଡ଼ି ମନା, ଯଦି ଧରାପଡ଼ିବେ ତେବେ ଅଭିଭାବକଙ୍କୁ ଜରିମାନା ଦେବାକୁ ପଡ଼ିବ । ୨୫ ବର୍ଷ ହେବା ପର୍ଯ୍ୟନ୍ତ ଆଉ ଡ୍ରାଇଭିଂ ଲାଇସେନ୍ସ ମିଳିବ ନାହିଁ ବୋଲି ସୂଚନା ଦେଇଛନ୍ତି ପୋଲିସ୍‌ କମିଶନର ସୁଧାଂଶୁ ଷଡଙ୍ଗୀ । ସେହିପରି ପୋଲିସ୍‌ ପାଇଁ ହେଲମେଟ୍‌ ଓ ପିସିଆର୍‌ ଚାଳକଙ୍କ ପାଇଁ ସିଟ୍‌ ବେଲ୍ଟ ବାଧ୍ୟତାମୂଳକ ବୋଲି ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026

CJP ପ୍ରତିବାଦ ସମୟରେ ହିଂସା ମାମଲା: ଦୁଃଖ ବଖାଣିଲେ ଆହତ ପୋଲିସ ଅଧିକାରୀଙ୍କ ପରିବାର

July 31, 2026
Latest News

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

July 31, 2026

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ଗଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ ସି ଜିନପିଙ୍ଗ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

Odisha CM Meets Amit Shah: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.