Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ରେଭେନ୍ସା କଲେଜ ଛାତ୍ରୀ ଦୁର୍ଘଟଣା ମାମଲା : ୨ ପୋଲିସ୍‌ କର୍ମୀ ନିଲମ୍ବିତ
ଆଜିର ଖବର

କଟକ ରେଭେନ୍ସା କଲେଜ ଛାତ୍ରୀ ଦୁର୍ଘଟଣା ମାମଲା : ୨ ପୋଲିସ୍‌ କର୍ମୀ ନିଲମ୍ବିତ

September 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ ରେଭେନ୍ସା କଲେଜ ଛାତ୍ରୀ ଦୁର୍ଘଟଣା ମାମଲାରେ ୨ଜଣ ପୋଲିସ କର୍ମୀଙ୍କୁ ନିଲମ୍ବନ କରାଯାଇଛି । ନିଲମ୍ବିତ ହୋଇଥିବା ପୋଲିସ୍‌ କର୍ମଚାରୀ ଦ୍ବୟ ହେଲେ ହାବିଲଦାର୍‌ ସୂର୍ଯ୍ୟନାରାୟଣ ସାହୁ, କନେଷ୍ଟବଳ ଜଗବନ୍ଧୁ ଓ୍ବାଡେକା । ଗତକାଲି ରେଭେନ୍ସା କଲେଜ ଛକ ନିକଟରେ ଦୁର୍ଘଟଣା ଘଟିଥିଲା । ଏକ ଟ୍ରକ ଧକ୍କାରେ ଜଣେ କଲେଜ ଛାତ୍ରୀଙ୍କ ପ୍ରାଣହାନୀ ହୋଇଥିଲା । ଟ୍ରକଟି ଦ୍ରୁତ ଗତିରେ ଆସି ସ୍କୁଟିକୁ ଧକ୍କା ଦେଇଥିଲା । ଯାହାକୁ ନେଇ ରେଭେନ୍ସା ଛାତ୍ରଛାତ୍ରୀମାନେ ରାସ୍ତା ରୋକ କରିବା ସହ କିପରି ଭାବେ ସହର ମଧ୍ୟରେ ଭାରିଯାନ ଚଳାଚଳକୁ ନେଇ ପ୍ରଶ୍ନ କରିଥିଲେ । ଗୋଟିଏ ପଟେ ଟ୍ରାଫିକ ନିୟମ କଡାକଡି ପାଳନ କରାଯାଉଥିବା ସହ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଛି । ଏପରି ସ୍ଥଳେ ଟ୍ରକକୁ କିପରି କମିଶନରେଟ ପୋଲିସ ସହର ମଧ୍ୟକୁ ଛାଡିଲା ତାକୁ ନେଇ ପ୍ରଶ୍ନ ଉଠିଥିଲା । ଏହି ଘଟଣାପରେ ଆଜି ପୋଲିସ କମିଶନର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ସେ କର୍ତ୍ତବ୍ୟରେ ଅବହେଳା କରିଥିବା ଜଣେ ହାବିଲଦାର ଓ ଜଣେ କନେଷ୍ଟବଳଙ୍କୁ ସସପେଣ୍ଡ କରିଛନ୍ତି । ଏପରିକି ଆଉଜଣେ ହୋମ ଗାର୍ଡଙ୍କୁ ମଧ୍ୟ ନୋଟିସ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଦୁଇ ଆରୋହୀ ମୃତ

February 14, 2026

ଶିଶୁକୁ ଯୌନ ନିର୍ଯାତନା ଓ ହତ୍ୟା ମାମଲା: ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ

February 14, 2026

ଭାଲେଣ୍ଟାଇନ୍ସ ଡେ’ରେ ସୁନା ଏବଂ ରୂପା ମୂଲ୍ୟ କେତେ?: ଜାଣନ୍ତୁ ଆଜିର ଦର

February 14, 2026

500 କିଲୋମିଟର ପରିସର ଏବଂ କମ ମୂଲ୍ୟ ସହିତ ଲଞ୍ଚ ହେବ Tata Sierra EV: ଜାଣନ୍ତୁ କେବେ?

February 14, 2026
Latest News

ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଦୁଇ ଆରୋହୀ ମୃତ

February 14, 2026

ଶିଶୁକୁ ଯୌନ ନିର୍ଯାତନା ଓ ହତ୍ୟା ମାମଲା: ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ

February 14, 2026

ଭାଲେଣ୍ଟାଇନ୍ସ ଡେ’ରେ ସୁନା ଏବଂ ରୂପା ମୂଲ୍ୟ କେତେ?: ଜାଣନ୍ତୁ ଆଜିର ଦର

February 14, 2026

500 କିଲୋମିଟର ପରିସର ଏବଂ କମ ମୂଲ୍ୟ ସହିତ ଲଞ୍ଚ ହେବ Tata Sierra EV: ଜାଣନ୍ତୁ କେବେ?

February 14, 2026

ଭାରତୀୟ ସେନାରେ ଯୋଗଦେବା ପାଇଁ ବଡ଼ ସୁଯୋଗ: ଜାଣନ୍ତୁ ଆବେଦନ ପ୍ରକ୍ରିୟା

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.